Latest Odisha News

BREAKING NEWS

Browsing Tag

Iron Ore

ଓଏମସିର ଲୁହାପଥର ଉତ୍ପାଦନରେ ୧୭ ପ୍ରତିଶତ ଅଭିବୃଦ୍ଧି

ଭୁବନେଶ୍ୱର: ଦେଶର ଅନ୍ୟତମ ଖଣି କମ୍ପାନୀ ଓଡ଼ିଶା ଖଣି ନିଗମ (OMC) ୨୦୨୨-୨୩ ଆର୍ଥିକ ବର୍ଷରେ ୨୯.୭ ମିଲିୟନ୍ ଟନ୍ ଲୁହାପଥର ଉତ୍ପାଦନ କରିଛି । ଯାହାକି ୨୦୨୧-୨୨ ଆର୍ଥିକ ବର୍ଷ ତୁଳନାରେ ୧୭ ପ୍ରତିଶତ ଅଧିକ । ଗତ ଆର୍ଥିକ ବର୍ଷରେ ଓଏମସି ୨୫.୩୧ ମିଲିୟନ ଟନ୍ ଲୁହାପଥର ଉତ୍ତୋଳନ କରିଥିଲା ।…

କେମିତି କମୁଛି ଓଡ଼ିଶାରେ ଉତ୍ପାଦିତ ଲୁହା ପଥରର ମାନ ? ସଂସଦରେ ତଦନ୍ତ ଦାବି କଲେ ଅପରାଜିତା

ନୂଆଦିଲ୍ଲୀ: ସସଂଦରେ ଖଣି ଦୁର୍ନୀତି ପ୍ରସଙ୍ଗ ଉଠାଇଛନ୍ତି ଭୁବନେଶ୍ୱର ସାଂସଦ ଅପରାଜିତା ଷଡ଼ଙ୍ଗୀ । ଓଡ଼ିଶାରେ ଖଣି ଖନନରେ ଦୁର୍ନୀତି ହୋଇଥିବା ଅପରାଜିତା ଅଭିଯୋଗ କରିଛନ୍ତି । କହିଛନ୍ତି ଓଡ଼ିଶା ରାଜ୍ୟ ସରକାର ୨୦୨୦-୨୧ ଆର୍ଥିକ ବର୍ଷରେ ଏକାଧିକ ଲୁହା ପଥର ଖଣି ନିଲାମ କରିଥିଲେ ।…