Latest Odisha News

BREAKING NEWS

Browsing Tag

Irregularities

ମୋର୍ବି ଟ୍ରାଜେଡି : ୨କୋଟିରୁ ମାତ୍ର ୧୨ ଲକ୍ଷ ଟଙ୍କା ଖର୍ଚ୍ଚ କରିଛି ଓରେଭା ଗ୍ରୁପ୍

ସୁରଟ : ଗୁଜରାଟର ମୋର୍ବି ଝୁଲା ପୋଲ ଅଘଟଣ ନେଇ ସାମ୍ନାକୁ ଆସିଛି ସାଂଘାତିକ ତଥ୍ୟ । ମୋର୍ବି ଟ୍ରାଜେଡିରେ ୧୩୦ରୁ ଅଧିକ ଲୋକଙ୍କ ପ୍ରାଣହାନୀ ହୋଇଥିଲା । ପୋଲ ମରାମତି କାମର ଟେଣ୍ଡର ନେଇଥିବା ଓରେଭା ଗ୍ରୁପ୍ ପୋଲ ମରାମତି ପାଇଁ ମଞ୍ଜୁର ୨ କୋଟି ଟଙ୍କାରୁ ମାତ୍ର ୧୨ ଲକ୍ଷ ଟଙ୍କା ଖର୍ଚ୍ଚ…

କର୍ଲାକୋଟରେ ସ୍ୱାସ୍ଥ୍ୟସେବାର ବିକଳ ଚିତ୍ର

ନୂଆପଡା: ନୂଆପଡା ଜିଲ୍ଲାର ପାଞ୍ଚଟି ବ୍ଲକ ଏବଂ ତିନୋଟି ଏନଏସିରେ ସ୍ମାର୍ଟ ହେଲଥ କାର୍ଡ ବଣ୍ଟନ କରାଯାଇଥିଲା । ଜିଲ୍ଲାରେ ମୋଟ ୧ଲକ୍ଷ ୭୨ ହଜାର ୬୪୩ ଜଣ ହିତାଧିକାରୀଙ୍କୁ ବଣ୍ଟା ହେଇଥିଲା ସ୍ମାର୍ଟ ହେଲଥ କାର୍ଡ  । କିନ୍ତୁ ବୋଡେ଼ନ ବ୍ଲକ କରଲାକୋଟ ଗ୍ରାମପଂଚାୟତରେ ହେଲଥ୍ କାର୍ଡ ବଣ୍ଟନରେ…

ପ୍ରଧାନମନ୍ତ୍ରୀ ଆୱାସ ଯୋଜନାରେ ବ୍ୟାପକ ଦୁର୍ନୀତି ଅଭିଯୋଗ, ଉପଜିଲ୍ଲାପାଳ ଦେଲେ ତଦନ୍ତ ନିର୍ଦ୍ଦେଶ

କାମାକ୍ଷାନଗର: ହିତାଧିକାରୀ ଜଣେ, କିନ୍ତୁ ଜିଓ ଟ୍ୟାଗିଂରେ ଫଟୋ ଲାଗିଛି ଆଉ ଜଣଙ୍କର । ଦସ୍ତାବିଜରେ ପ୍ରଧାନମନ୍ତ୍ରୀ ଆୱାସ ଯୋଜନାର ହିତାଧିକାରୀ ହେଉଛନ୍ତି ଅଜୟ କୁମାର ସାହୁ । କିନ୍ତୁ ଜିଓ ଟ୍ୟାଗିଂରେ ଦିଆ ଯାଇଥିବା ଫଟୋରେ ରହିଛି ଅନ୍ୟ ଜଣଙ୍କ ନାଁ । ଏଭଳି ଏକାଧିକ ଆୱାସ ଯୋଜନା…