ଇଶା ଅମ୍ବାନିଙ୍କୁ ‘ସ୍ମିଥ୍ସୋନିୟନ ନ୍ୟାସନାଲ୍ ମ୍ୟୁଜିୟମ୍ ଅଫ୍ ଏସିଆନ୍ ଆର୍ଟ’ ବୋର୍ଡରେ ନିଯୁକ୍ତି
ଭୁବନେଶ୍ବର : ଆମେରିକାର ଓ୍ୱାସିଂଟନ ଡିସି ସ୍ଥିତ ସ୍ମିଥ୍ସୋନିୟନ୍ ନ୍ୟାସନାଲ୍ ମ୍ୟୁଜିୟମ୍ ଅଫ୍ ଏସିଆନ୍ ଆର୍ଟ ବୋର୍ଡରେ ଇଶା ଅମ୍ବାନିଙ୍କୁ ନିଯୁକ୍ତି ପ୍ରଦାନ କରାଯାଇଛି । ସେ ହେଉଛନ୍ତି ବୋର୍ଡର ସବୁଠୁ କମ୍ ବୟସର ସଦସ୍ୟା । ଚାରି ବର୍ଷ ଅବଧି ପାଇଁ ତାଙ୍କୁ ବୋର୍ଡରେ ନିଯୁକ୍ତି ମିଳିଛି ।…