Latest Odisha News

BREAKING NEWS

Browsing Tag

Isolation Room In NEET Centre

ନିଟ୍ ପରୀକ୍ଷା ପାଇଁ ସରକାରଙ୍କ ସ୍ୱତନ୍ତ୍ର ବ୍ୟବସ୍ଥା, ଗଡିବ ୪ ସ୍ପେଶାଲ ଟ୍ରେନ୍‌

ଭୁବନେଶ୍ୱର:ଆସନ୍ତାକାଲି ହେବ ନିଟ୍ ପରୀକ୍ଷା । ଏଥିପାଇଁ ଓଡ଼ିଶା ସରକାରଙ୍କ ପକ୍ଷରୁ ପରୀକ୍ଷାର୍ଥୀମାନଙ୍କ ପାଇଁ ସ୍ୱତନ୍ତ୍ର ବ୍ୟବସ୍ଥା କରାଯାଇଛି । ମାଗଣାରେ ପରିବହନ ସେବା ସହ ରହଣୀ ସୁବିଧା ନେଇ ସୂଚନା ଦେଇଛନ୍ତି ମୁଖ୍ୟ ସଚିବ ଏ.କେ ଶତପଥୀ । ଛାତ୍ରଛାତ୍ରୀଙ୍କ ସୁୁବିଧାକୁ ଦୃଷ୍ଟିରେ…

ନିଟ୍ ପରୀକ୍ଷା କେନ୍ଦ୍ରରେ ରହିବ ଆଇସୋଲେସନ୍ ରୁମ୍

ଭୁବନେଶ୍ୱର: ଜେଇଇ ମେନ୍ ଭଳି ନିଟ ପାଇଁ ସ୍ୱତନ୍ତ୍ର ବ୍ୟବସ୍ଥା । ନିଟ୍ ସେଣ୍ଟରରେ ରହିବ ଆଇସୋଲେସନ୍ ରୁମ୍ । ଅଧିକ ତାପମାତ୍ରା ବା ଅସୁସ୍ଥ ପରୀକ୍ଷାର୍ଥୀ ସେଠାରେ ପରୀକ୍ଷା ଦେବେ । ସେମାନଙ୍କ ପାଇଁ ଦୁଇ ଜଣ ପରୀକ୍ଷା ନିୟନ୍ତ୍ରକ ପିପିଇ କିଟ୍ ପିନ୍ଧି ପରୀକ୍ଷା ପରିଚାଳନା କରିବେ ।…