Latest Odisha News
Browsing Tag

ISRO Chief

ଲ୍ୟାଣ୍ଡର ବିକ୍ରମ ସହ ହୋଇପାରୁନି ସମ୍ପର୍କ, ଏବେ ଲକ୍ଷ୍ୟ ଗଗନଯାନ: ଶିବନ

ନୂଆଦିଲ୍ଲୀ: ଚନ୍ଦ୍ରଯାନ-୨ର ଅର୍ବିଟର ସଠିକ୍ ଭାବେ କାମ କରୁଥିବା ବେଳେ ଲ୍ୟାଣ୍ଡର ବିକ୍ରମ ସହ ଯୋଗାଯୋଗ କରିବା ଆଶା ଧିରେଧିରେ ମଉଳିବାକୁ ଲାଗିଛି । ଏନେଇ ଶନିବାର ଦିନ ଇସ୍ରୋ ମୁଖ୍ୟ କେ. ଶିବନ ଏକ ମନ୍ତବ୍ୟ ଦେଇଛନ୍ତି । ଲ୍ୟାଣ୍ଡର ବିକ୍ରମ ସହ ସମ୍ପର୍କ ଯୋଡିବା ଆଶା ଶେଷ ହେଉଥିବାବେଳେ…

୨୧ରେ ଭୁବନେଶ୍ୱର ଆସିବେ ଇସ୍ରୋ ମୁଖ୍ୟ

ଭୁବନେଶ୍ୱର: ରାଜଧାନୀସ୍ଥିତ ଆଇଆଇଟି ଭୁବନେଶ୍ୱରର ୮ମ କନଭୋକେସନ ଉତ୍ସବରେ ଯୋଗଦେବା ପାଇଁ ଇସ୍ରୋ ମୁଖ୍ୟ କେ. ଶିବନ ସେପ୍ଟେମ୍ବର ୨୧ ତାରିଖରେ ଗସ୍ତରେ ଆସୁଛନ୍ତି । ମିଳିଥିବା ସୂଚନାନୁଯାୟୀ ଏହି କନଭୋକେସନ୍ ଅବସରରେ କେ. ଶିବନ ଛାତ୍ରଛାତ୍ରୀମାନଙ୍କୁ ଚନ୍ଦ୍ରାୟାନ-୨ର ମୁନ୍ ମିଶନ୍…