Latest Odisha News

BREAKING NEWS

Browsing Tag

isro

‘ଇସ୍ରୋ’କୁ ଶୁଭେଚ୍ଛା ଜଣାଇ ଟ୍ରୋଲ ହେଲା ‘ନାସା’

ଭୁବନେଶ୍ୱର: ଭାରତୀୟ ମହାକାଶ ଗବେଷଣା କେନ୍ଦ୍ର (ଇସ୍ରୋ) କୁ ଶୁଭେଚ୍ଛା ଜଣାଇଛି ବିଶ୍ୱର ସର୍ବବୃହତ୍ତ ସ୍ପେସ ଏଜେନ୍ସି 'ନାସା' । 'ଇସ୍ରୋ' ଦ୍ୱାରା ସୋମବାର ଦିନ ଲଞ୍ଚ କରାଯାଇଥିବା ଚନ୍ଦ୍ରଯାନ-୨ର ସଫଳ ଉତକ୍ଷେପଣ ପରେ 'ନାସା' ଟ୍ୱିଟ କରି 'ଇସ୍ରୋ'କୁ ଶୁଭେଚ୍ଛା ଜଣାଇଛି । 'ନାସା'…

ଇତିହାସ ରଚିଲେ ଭାରତୀୟ ବୈଜ୍ଞାନିକ, ଚନ୍ଦ୍ରଯାନ-୨ର ସଫଳ ଉତକ୍ଷେପଣ

ଶ୍ରୀହରିକୋଟା: ବହୁ ପ୍ରତିକ୍ଷିତ ‘ଚନ୍ଦ୍ରଯାନ-୨’ର ସଫଳ ଉତକ୍ଷେପଣ ପରେ ଭାରତୀୟ ମହାକାଶ ଇତିହାସରେ ଏକ ସ୍ୱର୍ଣ୍ଣିମ ଅଧ୍ୟାୟ ଯୋଡି ହୋଇଯାଇଛି । ଆନ୍ଧ୍ରପ୍ରଦେଶର ଶ୍ରୀହରିକୋଟାସ୍ଥିତ ସତୀଶ ଧାୱନ ସ୍ପେଶ ସେଣ୍ଟରରୁ ଜୁଲାଇ ୨୨ ତାରିଖ (ସୋମବାର) ଅପରାହ୍ନ ୨ଟା ୪୩ ମିନିଟ ସମୟରେ ସଫଳତାର ସହ…

ଇତିହାସ ରଚିବା ଅପକ୍ଷାରେ ଇସ୍ରୋ, ଆଜି ମହାକାଶକୁ ଯିବ ଚନ୍ଦ୍ରଯାନ-୨

ଶ୍ରୀହରିକୋଟା : ଭାରତୀୟ ମହାକାଶ ଗବେଷଣା ସଂସ୍ଥା (ଇସ୍ରୋ) ପକ୍ଷରୁ ଚନ୍ଦ୍ରାୟନ-୨ର ଉତକ୍ଷେପଣ ଲାଗି ପୁଣିଥରେ କାଉଣ୍ଟଡାଉନ୍ ଆରମ୍ଭ ହୋଇଯାଇଛି । ପୂର୍ବରୁ ଯାନ୍ତ୍ରିକ ତ୍ରୁଟି ଯୋଗୁଁ ଏହି କାର୍ଯ୍ୟକ୍ରମକୁ ସ୍ଥଗିତ ରଖାଯାଇଥିଲା। ଆନ୍ଧ୍ରପ୍ରଦେଶର ଶ୍ରୀହରିକୋଟାସ୍ଥିତ ସତୀଶ ଧାୱନ ସ୍ପେଶ…

ସ୍ଥଗିତ ରହିଲା ‘ଚନ୍ଦ୍ରଯାନ-୨’ ମିଶନ୍, ଜାଣନ୍ତୁ, କାହିଁକି

ଶ୍ରୀହରିକୋଟା : ଭାରତୀୟ ଅନ୍ତରୀକ୍ଷ ଗବେଷଣା ସଂସ୍ଥା (ଇସ୍ରୋ)ର ମହତ୍ତ୍ୱାକାଂକ୍ଷୀ ମିଶନ କୁହାଯାଉଥିବା ଚନ୍ଦ୍ରଯାନ-୨କୁ ଉତକ୍ଷେପଣ ପୂର୍ବରୁ ସ୍ଥଗିତ କରାଯାଇଛି । ମହାକାଶ ଇତିହାସରେ ଭାରତକୁ ଆଉ ଏକ ସଫଳତା ମିଳିବାକୁ ଯାଉଥିବାବେଳେ ଏହା ସମସ୍ତଙ୍କୁ ଏକପ୍ରକାର ନିରାଶ କରିଛି ।…

ଚନ୍ଦ୍ର ଅଭିଯାନ ଲାଗି ଆରମ୍ଭ ହେଲା କାଉଣ୍ଟଡାଉନ୍

ଶ୍ରୀହରିକୋଟା : ଭାରତୀୟ ଅନ୍ତରୀକ୍ଷ ଗବେଷଣା ସଂସ୍ଥା (ଇସ୍ରୋ) ପକ୍ଷରୁ ଚନ୍ଦ୍ରାୟନ-୨ର ଉତକ୍ଷେପଣ ଲାଗି କାଉଣ୍ଟଡାଉନ୍ ଆରମ୍ଭ ହୋଇଯାଇଛି । ଏହା ଫଳରେ ମହାକାଶ ଇତିହାସରେ ଭାରତ ଆଉ ଏକ ସଫଳ ଅଧ୍ୟାୟ ଯୋଡିବାକୁ ଯାଉଛି । ଆନ୍ଧ୍ରପ୍ରଦେଶର ଶ୍ରୀହରିକୋଟାସ୍ଥିତ ସତୀଶ ଧାୱନ ସ୍ପେଶ ସେଣ୍ଟରରୁ…

ବାଲେଶ୍ୱରର ଚାଷୀ ପୁଅ ହେବେ ଇସ୍ରୋ ବୈଜ୍ଞାନିକ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ବାଲେଶ୍ୱର : ବାଲେଶ୍ୱର ଜିଲ୍ଲାର ଜଣେ ୨୦ ବର୍ଷୀୟ ଯୁବକ ଆଲୋକ ଭଞ୍ଜ ଇସ୍ରୋର ବୈଜ୍ଞାନିକ ଭାବେ ଯୋଗ ଦେବାକୁ ଯାଉଥିବାରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ତା’ଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ମିଳିଥିବା ସୂଚନାନୁଯାୟୀ ବେଜ୍ଞାନିକ ହେବା ଲାଗି ଇସ୍ରୋ ପକ୍ଷରୁ ଆବେଦନ ପତ୍ର ପାଇଁ ଆହ୍ୱାନ…