Latest Odisha News
Browsing Tag

ITER

ଆଇଟିଇଆର୍ ଓ ଟାଟା ପାୱାର ମଧ୍ୟରେ ବୁଝାମଣାପତ୍ର ସ୍ୱାକ୍ଷରିତ

ଭୁବନେଶ୍ୱର: ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ଟେକ୍ନିକାଲ୍ ଏଜୁକେସନ୍ ଆଣ୍ଡ ରିସର୍ଚ୍ଚ (ଆଇଟିଇଆର୍‌) ଏବଂ ଟାଟା ପାୱାର କମ୍ପାନୀ ଲିମିଟେଡ ମଧ୍ୟରେ ପ୍ରଯୁକ୍ତି ବିଦ୍ୟା ଓ ସ୍ମାର୍ଟ ଗ୍ରିଡ କ୍ଷେତ୍ରରେ ଆଦାନପ୍ରଦାନ ନିମନ୍ତେ ମଙ୍ଗଳବାର ଦିନ ଏକ ବୁଝାମଣାପତ୍ର…

ଟାଇମ୍‌ସ ଅଲ୍ ଇଣ୍ଡିଆ ରାଙ୍କିଂ : ଆଇଟିଇଆର ପୂର୍ବାଞ୍ଚଳର ଶ୍ରେଷ୍ଠ ଇଞ୍ଜିନିୟରିଂ ଶିକ୍ଷାନୁଷ୍ଠାନ

ଭୁବନେଶ୍ୱର: ଟାଇମ୍ସ ଅଲ୍ ଇଣ୍ଡିଆ ଇଞ୍ଜିନିୟରିଂ ଇନ୍‌ଷ୍ଟିଚ୍ୟୁଟ୍‌ସ ରାଙ୍କିଂ ସର୍ଭେ ୨୦୨୩ରେ ସ୍ଥାନୀୟ ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ଟେକ୍ନିକାଲ୍ ଏଜୁକେସନ୍ ଆଣ୍ଡ ରିସର୍ଚ୍ଚ (ଆଇଟିଇଆର୍‌) ଦେଶର ଇଞ୍ଜିନିୟରିଂ ଶିକ୍ଷାନୁଷ୍ଠାନଗୁଡ଼ିକ ମଧ୍ୟରେ ତୃତୀୟ ସ୍ଥାନ…

ବୁଲିବାକୁ ଆସି ଫେରିବା ବେଳେ କାର୍ ଦୁର୍ଘଟଣାଗ୍ରସ୍ତ, ଜଣେ କଲେଜ ଛାତ୍ର ମୃତ

ବ୍ରହ୍ମପୁର: ବୁଲିବାକୁ ଆସି ଫେରିବା ବେଳେ ଅଘଟଣ । କାର୍ ଦୁର୍ଘଟଣାଗ୍ରସ୍ତ ହୋଇ ଚାଲିଗଲା ଜଣେ କଲେଜ ଛାତ୍ରଙ୍କ ଜୀବନ । ଦୁର୍ଘଟଣାରେ ଅନ୍ୟ ୫ ଜଣ ଛାତ୍ର ଆହତ ହୋଇଥିବା ବେଳେ ସେମାନଙ୍କୁ ଛତ୍ରପୁର ମେଡିକାଲରେ ଭର୍ତ୍ତି କରାଯାଇଛି । ୧୬ ନମ୍ବର ଜାତୀୟ ରାଜପଥର ଗଞ୍ଜାମ ଅଗସ୍ତି ନୂଆଗାଁ ଛକ…

ସୋଆ ‘ଆଇଟିଇଆର’ର ୯୧% ଗ୍ରାଜୁଏଟଙ୍କ ପାଇଁ ଉଚ୍ଚକୋଟୀର ନିଯୁକ୍ତି ସୁଯୋଗ

ଭୁବନେଶ୍ୱର: ଶିକ୍ଷା ଓ ଅନୁସନ୍ଧାନ (ଡିମ୍ଡ ଟୁ ବି ୟୁନିଭର୍ସିଟି) ପରିଚାଳିତ ଇନ୍ଷ୍ଟିଚୁ୍ୟଟ୍ ଅଫ୍ ଟେକ୍ନିକାଲ୍ ଏଜୁକେସନ୍ ଆଣ୍ଡ ରିସର୍ଚ୍ଚ (ଆଇଟିଇଆର୍) ବୈଷୟିକ ଶିକ୍ଷା କ୍ଷେତ୍ରରେ ତା’ର ସ୍ୱତନ୍ତ୍ର ସ୍ଥାନ ବଜାୟ ରଖିଥିବା ବେଳେ ୨୦୧୯ – ୨୦ ବ୍ୟାଚ୍ ୯୧ ପ୍ରତିଶତ ଛାତ୍ରଛାତ୍ରୀ ପ୍ରମୁଖ…