Latest Odisha News

BREAKING NEWS

Browsing Tag

ITI

ପରୀକ୍ଷା ନଦେଇ ରେଲୱେରେ ନିଯୁକ୍ତି ସୁଯୋଗ, ଜାଣନ୍ତୁ କେମିତି କରିବେ ଆବେଦନ…

ନୂଆଦିଲ୍ଲୀ: ରେଲୱେରେ ଚାକିରି ସୁଯୋଗ । ଦଶମ ଓ ଆଇଟିଆଇ ପାସ୍ କରିଥିବା ଯୁବକ ଯୁବତୀଙ୍କ ପାଇଁ ରେଲୱେରେ ନିଯୁକ୍ତି ସୁଯୋଗ ରହିଛି । ଆଇଆରସିଟିସି (IRCTC), ନର୍ଥ ଜୋନ୍ ଅପ୍ରେଣ୍ଟିସ୍ ନିଯୁକ୍ତି ପାଇଁ ବିଜ୍ଞପ୍ତି ପ୍ରକାଶ କରିଛି । କମ୍ପ୍ୟୁଟର ଅପରେଟର ଓ ଆସିଷ୍ଟାଣ୍ଟ ଅପ୍ରେଣ୍ଟିସ୍ ପଦ ପାଇଁ…

ସମ୍ବଲପୁର ଏବଂ ବଲାଙ୍ଗୀରେ ଖୋଲିବ ଆଉ ଦୁଇଟି ଆଇଟିଆଇ

ଭୁବନେଶ୍ୱର : ରାଜ୍ୟରେ ଖୋଲିବ ଆଉ ଦୁଇଟି ଆଇଟିଆଇ । ସମ୍ବଲପୁରର କୁଚିଣ୍ଡା ଓ ବଲାଙ୍ଗୀରର ପାଟଣାଗଡ଼ ଠାରେ ଦୁଇଟି ନୂତନ ସରକାରୀ ଶିଳ୍ପ ତାଲିମ ପ୍ରତିଷ୍ଠାନ ଖୋଲାଯିବ ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି। ଜନଜାତି ବହୁଳ ଅଞ୍ଚଳର ଯୁବ ସମାଜ ବିଶେଷ ଭାବରେ ଉପକୃତ ହେବା…

ପାଟଣାଗଡ଼ ଓ କୁଚିଣ୍ଡାରେ ଖୋଲାଯିବ ନୂଆ ସରକାରୀ ଶିଳ୍ପ ତାଲିମ ପ୍ରତିଷ୍ଠାନ

ଭୁବନେଶ୍ୱର: ସମ୍ବଲପୁରର କୁଚିଣ୍ଡା ଓ ବଲାଙ୍ଗିରର ପାଟଣାଗଡ଼ ଠାରେ ଦୁଇଟି ନୂତନ ସରକାରୀ ଶିଳ୍ପ ତାଲିମ ପ୍ରତିଷ୍ଠାନ (ITI) ଖୋଲାଯିବ । ଏନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି । ଏହାଦ୍ୱାରା ଏହି ଜନଜାତି ବହୁଳ ଅଞ୍ଚଳର ଯୁବ ସମାଜ ବିଶେଷ ଭାବରେ ଉପକୃତ ହେବେ । କୁଚିଣ୍ଡାରେ…

ବଜ୍ୟବସ୍ତୁରୁ ଛାତ୍ରଛାତ୍ରୀଙ୍କ ଅଭିନବ କଳାକୃତି; ପାଇଲା ‘ଏସିଆ ବୁକ୍ ଅଫ୍ ରେକର୍ଡସ’ରେ ସ୍ଥାନ

ବ୍ରହ୍ମପୁର: ବ୍ରହ୍ମପୁରସ୍ଥିତ ସରକାରୀ ଉଦ୍ୟୋଗିକ ପ୍ରଶିକ୍ଷଣ କେନ୍ଦ୍ର (ଆଇଟିଆଇ)ର କିଛି ଛାତ୍ରଛାତ୍ରୀମାନେ ବଜ୍ୟବସ୍ତୁକୁ ନେଇ ନିର୍ମାଣ କରୁଛନ୍ତି ଅଭିନବ କଳାକୃତି । ଛାତ୍ରଛାତ୍ରୀଙ୍କ ଏଭଳି କଳାକୃତିରେ ଭରି ଉଠିଛି ପୂରା ଆଇଟିଆଇ ପରିସର । ରଙ୍ଗୀନ ଆଲୋକମାଳାରେ ସୁସଜ୍ଜିତ ଏହିସବୁ…

ବାତ୍ୟା ପ୍ରଭାବିତ ଅଞ୍ଚଳକୁ ପୁନରୁଦ୍ଧାର ଲାଗି ଆସିଥିବା ଆଇଟିଆଇ ଛାତ୍ରଙ୍କ ମୃତ୍ୟୁ

ରାଉରକେଲା : ବାତ୍ୟା ‘ଫନି’ ପ୍ରଭାବିତ ଅଞ୍ଚଳରେ ପୁନରୁଦ୍ଧାର କାର୍ଯ୍ୟ ଲାଗି ଆସିଥିବା ରାଉରକେଲାସ୍ଥିତ ସରକାରୀ ଆଇଟିଆଇ ଛାତ୍ରଙ୍କ ମୃତ୍ୟୁ ଘଟଣାକୁ ନେଇ ଉତ୍ତେଜନା ଦେଖାଦେଇଛି । ମୃତ ଛାତ୍ରଙ୍କ ନାମ ଭାସ୍କର ସାହୁ ବୋଲି ଜଣାପଡିଛି । ପ୍ରାପ୍ତ ସୂଚନାନୁଯାୟୀ ଭୁବନେଶ୍ୱରରେ ବିଦ୍ୟୁତ୍…