Latest Odisha News

BREAKING NEWS

Browsing Tag

Jagan mohan satapathy

ଓୟୁଏଟିର ପୂର୍ବତନ ଡିନ୍ ଜଗନ ମୋହନ ଶତପଥୀଙ୍କ ପରଲୋକ

ଭୁବନେଶ୍ବର : ଓୟୁଏଟିର ପୂର୍ବତନ ଡିନ୍ ଡକ୍ଟର ଜଗନ ମୋହନ ଶତପଥୀଙ୍କ ପରଲୋକ । ସୂର୍ଯ୍ୟନଗର ସ୍ଥିତ ବାସଭବନରେ ତାଙ୍କର ଆଜି ବିୟୋଗ ହୋଇଛି । ମୃତ୍ୟୁ ବେଳକୁ ତାଙ୍କୁ ୯୪ ବର୍ଷ ହୋଇଥିବା ବେଳେ ସେ ବାର୍ଦ୍ଧକ୍ୟ ଜନିତ ରୋଗରେ ପୀଡ଼ିତ ଥିଲେ । ସେ ଜଣେ ସଚ୍ଚୋଟ ବ୍ୟକ୍ତି ଥିଲେ । ଏହାସହ…