ମହାପ୍ରଭୁଙ୍କର ବାଳ ଧୂପ ଓ ରାଧା ଦାମୋଦର ବେଶ
ପୁରୀ : କାର୍ତ୍ତିକ ମାସରେ ଶ୍ରୀଜୀଉଙ୍କର ରାଧା ଦାମୋଦର ବେଶ ହୋଇଥାଏ। ଏହି ବେଶ ଅତ୍ୟନ୍ତ ସୁନ୍ଦର ଓ ଆକର୍ଷଣୀୟ। ଏହି ବେଶରେ ମହାପ୍ରଭୁଙ୍କ ପାଖରେ ବିଶେଷ ଭୋଗ ଲାଗିଥାଏ ଯାହା ବାଳ ଧୂପ ନାମରେ ପରିଚିତ।ସକାଳ ଧୂପ ପରେ ବାଳଧୂପ ନୀତିରେ ସାଧାରଣତଃ କୋରା , ଦୋଭଜା , ଲିଆ , ଅଦା , ଖଇ , ନଡିଆ ,…