Latest Odisha News

BREAKING NEWS

Browsing Tag

Jagannath Darshan

ଆଜି ୪ ଘଣ୍ଟା ପାଇଁ ଶ୍ରୀଜିଉଙ୍କ ଦର୍ଶନ ବନ୍ଦ

ପୁରୀ:  ଆଜି ଶ୍ରୀମନ୍ଦିରରେ ଶ୍ରୀଜିଉଙ୍କର ହେବ ବନକଲାଗି ନୀତି । ମଧ୍ୟାହ୍ନ ଧୂପ ସରିବା ପରେ ଦତ୍ତ ମହାପାତ୍ର ସେବକମାନେ ରତ୍ନବେଦୀରେ ମହାପ୍ରଭୁଙ୍କର ବନକଲାଗି ନୀତି ସମ୍ପନ୍ନ କରିବେ। ହିଙ୍ଗୁଳ, ହରିତାଳ, ଶଙ୍ଖ, କସ୍ତୁରୀ ଓ କଳା ଆଦି ପ୍ରାକୃତିକ ରଙ୍ଗରେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର…

ଆଜିଠୁ ଶ୍ରୀମନ୍ଦିରରେ କଟକଣାମୁକ୍ତ ଦର୍ଶନ

ପୁରୀ: ଜଗତର ନାଥ ଶ୍ରୀଜଗନ୍ନାଥଙ୍କୁ ଦର୍ଶନ ପାଇଁ ଆଉ ଦରକାର ପଡ଼ିବନି କୋଭିଡ୍ ନେଗେଟିଭ୍ ରିପୋର୍ଟ କି ଟିକା ପ୍ରମାଣପତ୍ର । ଆଜିଠୁ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦର୍ଶନ ପାଇଁ କୋହଳ ହୋଇଛି କଟକଣା । ଆଜିଠୁ ଶ୍ରୀଜିଉଙ୍କୁ ଦର୍ଶନ ପାଇଁ ଭକ୍ତଙ୍କୁ ଆଉ କୋଭିଡ୍ ନେଗେଟିଭ୍ ରିପୋର୍ଟ କି ଟିକାର…

ଶ୍ରୀମନ୍ଦିରରେ ସବୁଦିନ ଦର୍ଶନ ନେଇ ଆଜି ହୋଇପାରେ ନିଷ୍ପତ୍ତି

ପୁରୀ: ଶ୍ରୀମନ୍ଦିରରେ ସବୁ ଦିନ ଶ୍ରୀଜିଉଙ୍କୁ ଦର୍ଶନ ଅନୁମତି ମିଳିବ କି ? ଆଜି ଆସିପାରେ ନିଷ୍ପତ୍ତି । ଶ୍ରୀମନ୍ଦିରରେ ସର୍ବସାଧାରଣ ଦର୍ଶନ କୋହଳ ହୋଇପାରେ ଏସଓପି । ଏନେଇ ଆଜି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକଙ୍କ ଅଧ୍ୟକ୍ଷତାରେ ଗୁରୁତ୍ୱପୂର୍ଣ୍ଣ ବୈଠକ ବସୁଛି । ବର୍ତ୍ତମାନ କୋଭିଡ୍ ସ୍ଥିତି ଓ…

ଆଜିଠୁ ସବୁଦିନ ଜଗା ଦର୍ଶନ, ଆନନ୍ଦବଜାରରେ ଅବଢ଼ା ଖାଇପାରିବେ ଭକ୍ତ

ପୁରୀ: ଆଜିଠୁ ସବୁଦିନ ଜଗା ଦୁଆର ଖୋଲା । ଆଜିଠାରୁ ସବୁ ଦିନ ଶ୍ରୀମନ୍ଦିରରେ ଶ୍ରୀଜିଉଙ୍କୁ ଦର୍ଶନ କରି ପାରିବେ ଭକ୍ତ । ରବିବାର ବି ମନ୍ଦିର ଖୋଲା ରହିବ । ସକାଳ ୬ଟାରୁ ଆରମ୍ଭ ହୋଇଛି ସର୍ବସାଧାରଣ ଦର୍ଶନ । କୋଭିଡ୍ ଗାଇଡଲାଇନ୍ ମାନି ମାସ୍କ ପିନ୍ଧି ହାତ ସାନିଟାଇଜ୍ କରିବା ପରେ ସିଂହଦ୍ୱାର…

ସୁରୁଖୁରୁରେ ଜଗା ଦର୍ଶନ: ଆଜିଠୁ ଦରକାର ନାହିଁ କୋଭିଡ୍ ନେଗେଟିଭ୍ ରିପୋର୍ଟ

ପୁରୀ: ଶ୍ରୀମନ୍ଦିରରେ ଆଜିଠୁ ବିନା କୋଭିଡ୍ ନେଗେଟିଭ୍ ରିପୋର୍ଟରେ ମହାପ୍ରଭୁଙ୍କ ଦର୍ଶନ ଆରମ୍ଭ ହୋଇଛି । ସମସ୍ତେ ରତ୍ନସିଂହାସନରେ ମହାପ୍ରଭୁଙ୍କୁ ଦର୍ଶନ କରିପାରିବେ । କୋଭିଡ୍ ନେଗେଟିଭ୍ ରିପୋର୍ଟକୁ ହଟାଇ ଦେଇଥିଲେ ବି ଦର୍ଶନ ପାଇଁ ଜାରି ହୋଇଥିବା କୋଭିଡ୍ ଗାଇଡଲାଇନକୁ ସମସ୍ତେ ମାନିବେ ।…

କୋହଳ ହୋଇପାରେ କାଳିଆ ଦର୍ଶନ, ଆଜି ଗୁରୁତ୍ୱପୂର୍ଣ୍ଣ ବୈଠକ

ପୁରୀ: ଶ୍ରୀକ୍ଷେତ୍ରରେ ମହାପ୍ରଭୁଙ୍କ ସର୍ବସାଧାରଣ ଦର୍ଶନ ବ୍ୟବସ୍ଥାରେ କୋହଳ ହୋଇପାରେ । ଉଠିପାରେ କୋଭିଡ୍ ଟେନେଗିଭ୍ ରିପୋର୍ଟ ବ୍ୟବସ୍ଥା । ଏଥିପାଇଁ ଆଜି ଶ୍ରୀମନ୍ଦିର କାର୍ଯ୍ୟାଳୟରେ ବସୁଛି ଗୁରୁତ୍ୱପୂର୍ଣ୍ଣ ବୈଠକ । ଦର୍ଶନ ବ୍ୟବସ୍ଥା ନେଇ ଏଠାରେ ପୁଙ୍ଖାନୁପୁଙ୍ଖ ଆଲୋଚନା ହେବ ।…