Latest Odisha News

BREAKING NEWS

Browsing Tag

Jagannath Temple

ଆଜି ଶ୍ରୀଜୀଉଙ୍କୁ ଫୁଲୁରି ତେଲ ଲାଗି

ପୁରୀ : ସ୍ନାନ ପୂର୍ଣ୍ଣମୀରେ ସ୍ନାନ ବେଦୀରେ ଚତୁର୍ଦ୍ଧା ମୂର୍ତ୍ତି ୧୦୮ ସୁବାସିତ ଜଳରେ ସ୍ନାନ କରିବା ପରେ ଏବେ ଜ୍ୱରରେ ପୀଡିତ । ତେଣୁ ଆଜି ସେମାନଙ୍କଠାରେ ଫୁଲୁରୀ ତେଲ ଲାଗି ହେବ । ଏଥି ପାଇଁ ବିଭିନ୍ନ ପ୍ରକାର ଜଡିବୁଟିରୁ ପ୍ରସ୍ତୁତ ହେଇଥାଏ ଏହି ତେଲ । କୁହାଯାଏ ଜ୍ୱରରେ ପୀଡିତ…

ପୁରୀର ପ୍ରସିଦ୍ଧ ବାଟମଙ୍ଗଳା ମନ୍ଦିର: ବ୍ରହ୍ମାଙ୍କୁ ମାଆ ଶ୍ରୀମନ୍ଦିରକୁ ଦେଖାଇଥିଲେ ବାଟ !

ଭୁବନେଶ୍ୱର: ଶ୍ରୀକ୍ଷେତ୍ରରେ ପାଦ ଥାପିଲେ ଭକ୍ତମାନଙ୍କ ମଧ୍ୟରେ ଅପୂର୍ବ ଆନନ୍ଦ ଖେଳିଯାଇଥାଏ । କୁହାଯାଏ, ଯିଏ ବି ପୁରୀ ମାଟିରେ ପହଂଚେ...ବାଟମଙ୍ଗଳା ଠାକୁରାଣୀଙ୍କଠାରୁ ତାର ହୃଦୟ ସ୍ପନ୍ଦନ ବଢ଼ିଯାଏ କାରଣ ଆଉ ଅଳ୍ପ ଦୂରରେ ରହିଲା ଜଗନ୍ନାଥ ମନ୍ଦିର । ଏବେ ରାସ୍ତା ଘାଟ ଓ ଆଲୋକର…

ରାଜରାଜେଶ୍ୱର ବେଶରେ ଦର୍ଶନ ଦେଉଛନ୍ତି ଶ୍ରୀଜିଉ

ପୁରୀ: କାର୍ତ୍ତିକ ପୂର୍ଣ୍ଣିମା ଅବସରରେ ମଙ୍ଗଳବାର ଦିନ ମହାପ୍ରଭୁ ଶ୍ରୀ ଜଗନ୍ନାଥ ନିଜ ବଡ ଭାଇ ବଳଭଦ୍ର ଓ ଭଉଣୀ ସୁଭଦ୍ରାଙ୍କ ସହ ରାଜରାଜେଶ୍ୱର ବେଶରେ ଭକ୍ତଙ୍କୁ ଦର୍ଶନ ଦେଉଛନ୍ତି । ଏହି ପରିପ୍ରେକ୍ଷୀରେ ପୁରୀରେ ଶ୍ରଦ୍ଧାଳୁଙ୍କ ଭିଡକୁ ଦୃଷ୍ଟିରେ ରଖି ମନ୍ଦିର ପରିସରରେ ପ୍ରଶାସନ…

ଆଜି ଶ୍ରୀଜିଉଙ୍କ ‘ବନକଲାଗି’ ନୀତି, ବନ୍ଦ ରହିବ ଦର୍ଶନ

ପୁରୀ: ଶ୍ରୀଜଗନ୍ନାଥ ମନ୍ଦିରରେ ବୁଧବାର ହେବାକୁ ଥିବା ମହାପ୍ରଭୁଙ୍କ ଗୁପ୍ତନୀତି ପାଇଁ ପାଖାପାଖି ୪ ଘଣ୍ଟା ଧରି ଶ୍ରୀଜିଉଙ୍କ ଦର୍ଶନ ବନ୍ଦ ରହିବ । ମିଳିଥିବା ସୂଚନାନୁଯାୟୀ ଆଜି ମଧ୍ୟାହ୍ନ ଧୂପ ଓ ଭୋଗ ମଣ୍ଡପ ନୀତି ପରେ ଭଗବାନଙ୍କ ବନକଲାଗି ନୀତି ହେବ । ଏହି ଅବସରରେ ଶ୍ରୀଜିଉଙ୍କ ଦର୍ଶନ…

ଶ୍ରୀମନ୍ଦିର ଚାରିପାଖ ଉଚ୍ଛେଦ ମାମଲାକୁ ଖାରଜ କଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ: ଶ୍ରୀଜଗନ୍ନାଥ ମନ୍ଦିରର ଚତୁଃପାଶ୍ୱର୍ରୁ ତଥା ମେଘନାଦ ପାଚେରୀରୁ ପ୍ରାୟ ୭୫ମି. ଯାଏଁ ଜବରଦଖଲ ଉଚ୍ଛେଦ ପ୍ରସଙ୍ଗକୁ ନେଇ ଦାଏର ୨ଟି ମାମଲାକୁ ସୁପ୍ରିମକୋର୍ଟ ମଙ୍ଗଳବାର ଦିନ ଖାରଜ କରିଛନ୍ତି । ପୁରୀ ଶ୍ରୀମନ୍ଦିର ପ୍ରଶାସନ ଓକିଲ ଶ୍ୱେତକେନ୍ଦୁ ମିଶ୍ରଙ୍କ ଗଣମାଧ୍ୟମକୁ ସୂଚନା…

ଶ୍ରୀମନ୍ଦିର ଚାରିପାଖରୁ ଆରମ୍ଭ ହେଲା ଉଚ୍ଛେଦ ପ୍ରକ୍ରିୟା

ପୁରୀ: ଶ୍ରୀଜଗନ୍ନାଥ ମନ୍ଦିରର ଚତୁଃପାଶ୍ୱର୍ରୁ ଜବରଦଖଲ ଉଚ୍ଛେଦ ପ୍ରକ୍ରିୟା ସୋମବାର ସକାଳୁ ଆରମ୍ଭ ହୋଇଯାଇଛି । ମିଳିଥିବା ସୂଚନାନୁଯାୟୀ ଶ୍ରୀମନ୍ଦିରର ମେଘନାଦ ପାଚେରୀକୁ ଲାଗିଥିବା ସରକାରୀ ତଥା କିଛି ଘରୋଇ ନିର୍ମାଣ ଗୁଡିକୁ ଆଜି ସକାଳ ପ୍ରାୟ ୬ଟାରୁ ଜିଲ୍ଲା ପ୍ରଶାସନ ପକ୍ଷରୁ ଉଚ୍ଛେଦ…

ଶ୍ରୀମନ୍ଦିର ଚାରିପାଖ ଖାଲି କରିବା ନିଷ୍ପତ୍ତିକୁ ସେବାୟତଙ୍କ ତୀବ୍ର ବିରୋଧ

ପୁରୀ: ଜଷ୍ଟିସ୍ ବିପି ଦାସ କମିଶନଙ୍କ ସୁପାରିଶ କ୍ରମେ ଶ୍ରୀ ଜଗନ୍ନାଥ ମନ୍ଦିରର ଚତୁଃପାଶ୍ୱର୍ରୁ କିଛି ସ୍ଥାନକୁ ଉଚ୍ଛେଦ କରିବା ଲାଗି ରାଜ୍ୟ କ୍ୟାବେନଟ୍ ନେଇଥିବା ନିଷ୍ପତ୍ତିକୁ ସ୍ଥାନୀୟ ବାସିନ୍ଦା ଓ ସେବାୟତମାନେ ନାପସନ୍ଦ କରିଛନ୍ତି । “ଏହା ବିରୋଧରେ ଦରକାର ପଡିଲେ ଆମେମାନେ…

ଆଜି ନୀଳାଦ୍ରି ବିଜେ କରିବେ ଶ୍ରୀଜିଉ

ଭୁବନେଶ୍ୱର : ରଥ ଉପରେ ଚତୁର୍ଦ୍ଧାମୂର୍ତ୍ତିଙ୍କ ଅଧରପଣା ନୀତି ଅନୁଷ୍ଠିତ ହୋଇଯାଇଥିବା ବେଳେ ସୋମବାର ଦିନ ନୀଳ କନ୍ଦରକୁ ବିଜେ କରୁଛନ୍ତି ତିନି ଠାକୁର । ପରମ୍ପରା ଅନୁଯାୟୀ ସୁନାବେଶ ଓ ଅଧରପଣା ଭୋଗର ଠିକ୍ ପରଦିନ ଶ୍ରୀଜିଉଙ୍କମାନେ ଗୋଟି ପହଣ୍ଡିରେ ବିଜେ କରି ରତ୍ନ ସିଂହାସନରେ…

ଆଜି ଦକ୍ଷିଣମୋଡ ହେବ ତିନି ରଥ

ପୁରୀ : ହେରାପଞ୍ଚମୀର ସମାପ୍ତି ପରେ ଶ୍ରୀଜିଉଙ୍କ ବାହୁଡା ଯାତ୍ରା ଲାଗି ପ୍ରସ୍ତୁତି ଆରମ୍ଭ ହେଉଛି । ଏହି ଅବସରରେ ମଙ୍ଗଳବାର ଦିନ ତିନି ରଥକୁ ଦକ୍ଷିଣମୋଡ କରାଯିବ । ପ୍ରଚଳିତ ପ୍ରଥାନୁଯାୟୀ ଦେବୀ ସୁଭଦ୍ରାଙ୍କ ରଥ ସର୍ବପ୍ରଥମେ ଟଣା ହୋଇଥାଏ, ତାପରେ ବଳଭଦ୍ରଙ୍କ ତାଳଧ୍ୱଜ ଓ ଶେଷରେ…

ସରିଲା ପହଣ୍ଡି, ରଥାରୂଢ ହେଲେ ତିନି ଠାକୁର

ପୁରୀ : ଆଜି ମହାପ୍ରଭୁଙ୍କ ପବିତ୍ର ରଥଯାତ୍ରା । ମହାପ୍ରଭୁ ଶ୍ରୀଜଗନ୍ନାଥ ନିଜ ଭଉଣୀ ସୁଭଦ୍ରା ଓ ବଡଭାଇ ବଳଭଦ୍ରଙ୍କୁ ସାଙ୍ଗରେ ଧରି ଗୁଣ୍ଡିଚା ମନ୍ଦିର ଅଭିମେୁଖେ ଯିବା ଲାଗି ବାହାରିଛନ୍ତି । ସମସ୍ତ ପାରମ୍ପରିକ ନୀତିକାନ୍ତି ସମାପ୍ତ ପରେ ଚତୁର୍ଦ୍ଦା ମୂରତୀ ପହଣ୍ଡି ବିଜେ ଶେଷ କରି ରଥାରୂଢ…