Latest Odisha News

BREAKING NEWS

Browsing Tag

Jagannath Temple

ଶ୍ରୀମନ୍ଦିର ପାଖ କାକୁଡ଼ି ଖାଇ ଛକଠାରୁ ସ୍ୱର୍ଗଦ୍ୱାର ରାସ୍ତା ପ୍ରଶସ୍ତିକରଣ, ପ୍ରଥମେ ଥଇଥାନ ପରେ ବିସ୍ଥାପନ ଦାବି

ପୁରୀ: ଝଲସିବ ଶ୍ରୀକ୍ଷେତ୍ର, ବଢ଼ିବ ଗାରିମା । ଶ୍ରୀମନ୍ଦିରର ସୁରକ୍ଷା ପାଇଁ ୭୫ ମିଟର ଚୌହଦୀରୁ ଉଚ୍ଛେଦ ସରିଥିବା ବେଳେ ଏବେ ଶ୍ରୀମନ୍ଦିର ପାଖ କାକୁଡ଼ି ଖାଇ ଛକଠାରୁ ସ୍ୱର୍ଗଦ୍ୱାର ପର୍ଯ୍ୟନ୍ତ ରାସ୍ତା ଖୁବଶୀଘ୍ର ପ୍ରଶସ୍ତିକରଣ ହେବ । ଗୋଟିଏ ସରଳରେଖାରେ ରହିବ କାକୁଡ଼ିଖାଇରୁ ସ୍ୱର୍ଗଦ୍ୱା…

ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ପାର୍ଶ୍ୱ ପରିବର୍ତ୍ତନ ଏକାଦଶୀ ନୀତି

ପୁରୀ: ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ପାର୍ଶ୍ୱ ପରିବର୍ତ୍ତନ ଏକାଦଶୀ ନୀତି ଅନୁଷ୍ଠିତ ହେବ । ଏଥିପାଇଁ ଆଜି ସକାଳୁ ମହାପ୍ରଭୁଙ୍କ ସ୍ୱତନ୍ତ୍ର ନୀତି ଆରମ୍ଭ ହୋଇଯାଇଛି । ସକାଳ ଧୂପ ଓ ଭୋଗମଣ୍ଡପ ପରେ ଶ୍ରୀବିଗ୍ରହଙ୍କୁ ମହାସ୍ନାନ କରାଯିବ । ଏହା ପରେ ଶ୍ରୀବିଗ୍ରହ ମାନଙ୍କୁ ନୂଆ ଲୁଗା…

ସିଂହଦ୍ଵାର ସମ୍ମୁଖ ଅରୁଣ ସ୍ତମ୍ଭରେ ଫାଟ

ପୁରୀ: ପୁରୀ ଶ୍ରୀମନ୍ଦିର ସିଂହଦ୍ଵାର ସମ୍ମୁଖରେ ଥିବା ଅରୁଣ ସ୍ତମ୍ଭରେ ଫାଟ ଦେଖା ଦେଇଛି । କିଭଳି ଭାବେ ଏହି ସ୍ତମ୍ଭରେ ଫାଟ ସୃଷ୍ଟି ହୋଇଛି ତାହା ସ୍ପଷ୍ଟ ହୋଇନଥିବା ବେଳେ ଭବିଷ୍ୟତରେ ଏହି ଫାଟ ଅରୁଣ ସ୍ତମ୍ଭ ପ୍ରତି ବିପଦ ସୃଷ୍ଟି କରିବ ବୋଲି ଆଶଙ୍କା କରାଯାଉଛି । ତେବେ ଏହି ସ୍ତମ୍ଭର…

ଶ୍ରୀମନ୍ଦିରରେ ମହାପ୍ରଭୁଙ୍କୁ ଲାଗି ହୋଇଛି ରାହୁ ରେଖା

ପୁରୀ: ଆଜି ପବିତ୍ର ଭାଦ୍ରବ ମାସ କୃଷ୍ନପକ୍ଷ ପଞ୍ଚମୀ ତିଥି ଅର୍ଥାତ୍ ରେଖା ପଞ୍ଚମୀ । ଏହି ଅବସରରେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କୁ ଲାଗି ହୋଇଛି ରାହୁ ରେଖା । ଶ୍ରୀଜିଉଙ୍କ ଶ୍ରୀମୁଖ ସରସ ଓ ସୁନ୍ଦର ଦେଖାଯିବା ପାଇଁ ସୁନା ଲାଗିଥିବା ପଟିରେ ପ୍ରସ୍ତୁତ ଏହି ରାହୁରେଖାକୁ…

[ଦେଖନ୍ତୁ ଭିଡିଓ] ଖୋଲିବ କି ରତ୍ନ ଭଣ୍ଡାର ? ASI ଚିଠି ପରେ ମୁହଁ ଖୋଲିଲେ ଭଣ୍ଡାର ମେକାପ ସେବାୟତ

ପୁରୀ: କାହିଁକି ରତ୍ନ ଭଣ୍ଡାର ଖୋଲୁନି ଶ୍ରୀମନ୍ଦିର ପ୍ରଶାସନ ? ୨୦୧୮ ମାର୍ଚ୍ଚ ୨୨ରେ ରତ୍ନ ଭଣ୍ଡାର ସ୍ଥିତି ଯାଞ୍ଚ ପାଇଁ ହାଇକୋର୍ଟ ଏଏସ୍ଆଇକୁ ନିର୍ଦ୍ଦେଶ ଦେଇଥିଲେ । ନିର୍ଦ୍ଦେଶ ଅନୁସାରେ, ମାର୍ଚ୍ଚ ୨୬ରେ ଏଏସ୍ଆଇ ରତ୍ନ ଭଣ୍ଡାର ସ୍ଥିତି ଯାଞ୍ଚ ପରେ ଏପ୍ରିଲ୍ ୪ରେ ଭିତର ରତ୍ନ ଭଣ୍ଡାର…

ରତ୍ନ ସିଂହାସନ ପଛ ପାର୍ଶ୍ଵରୁ ଖସିଥିବା ଲାଇମ ପ୍ଲାଷ୍ଟର କାମ ଆସନ୍ତା ରଥଯାତ୍ରା ସମୟରେ କରିବ ASI

ପୁରୀ: ସମ୍ପୂର୍ଣ୍ଣ ସୁରକ୍ଷିତ ଶ୍ରୀମନ୍ଦିର ଗର୍ଭଗୃହ ଓ ରତ୍ନ ସିଂହାସନ । କେବଳ ରତ୍ନ ସିଂହାସନ ପଛ ପାର୍ଶ୍ଵରୁ ଲାଇମ ପ୍ଲାଷ୍ଟର ଖଣ୍ଡ ଖସିଛି । ଏଏସ୍ଆଇ ଏହାର ଅନୁଧ୍ୟାନ କରିଛି । ଆସନ୍ତା ବର୍ଷ ରଥଯାତ୍ରା ସମୟରେ ପୁନଃ ପ୍ଲାଷ୍ଟରିଂ କାର୍ଯ୍ୟ କରାଯିବ । ଗତ କିଛି ମାସ ଧରି ଶ୍ରୀମନ୍ଦିର…

ରଥ ଉପରେ ଶେଷ ହେଲା ଅଧରପଣା ନୀତି, କାଲି ନୀଳାଦ୍ରି ବିଜେ

ପୁରୀ: ରଥ ଉପରେ ଶ୍ରୀଜିଉଙ୍କ ଅଧରପଣା ନୀତି ଶେଷ ହୋଇଛି । ରଥାରୁଢ଼ ଚତୁର୍ଦ୍ଧା ମୂର୍ତ୍ତିଙ୍କଠାରେ ଲାଗି ହୋଇଛି ସୁସ୍ୱାଦୁ, ସୁବାସିତ ପଣା । ୩ ଗୋଟି ରଥରେ ୩ଟି ଲେଖାଏ ମୋଟ ୯ଟି ମାଟି ତୁମ୍ଭରେ ଏହି ପଣା ଲାଗି ପରମ୍ପରା ଅନୁସାରେ ହୋଇଛି । ରଥ ଉପରେ ପଣା ଲାଗି ପରେ ସେହିଠାରେ ହିଁ ହାଣ୍ଡିକୁ…

କାଲି ମହାପ୍ରଭୁଙ୍କ ନବଯୌବନ ଦର୍ଶନ, ଜାଣନ୍ତୁ ନୀତି ନିର୍ଘଣ୍ଟ

ପୁରୀ: ଆସନ୍ତାକାଲି ମହାପ୍ରଭୁଙ୍କ ନବଯୌବନ ଦର୍ଶନ । ନବଯୌବନ ଦର୍ଶନ ପାଇଁ ନୀତି ନିର୍ଘଣ୍ଟ ଜାରି କରିଛି ଶ୍ରୀମନ୍ଦିର ପ୍ରଶାସନ । ସକାଳ ୮ଟାରେ ତାଟି ଫିଟିବା ପରେ ପ୍ରଥମ ୧ ଘଣ୍ଟା ପରିମାଣିକ ଦର୍ଶନ ହେବ । ପରେ ସକାଳ ୯ଟାରୁ ୧୦ଟା ୩୦ ଯାଏ ସର୍ବସାଧାରଣ ଦର୍ଶନ କରିପାରିବେ । ସେହିପରି ଦିନ…

[ଦେଖନ୍ତୁ ଭିଡିଓ] ପଶ୍ଚିମ ଓଡ଼ିଶାର ଶ୍ରୀକ୍ଷେତ୍ର କୁକୁରଜଙ୍ଗା ଜଗନ୍ନାଥ ମନ୍ଦିର

ଝାରସୁଗୁଡ଼ା: ପଶ୍ଚିମ ଓଡ଼ିଶାର ପୁରୀ । ଝାରସୁଗୁଡ଼ାର କୁକୁରଜଙ୍ଗା ଜଗନ୍ନାଥ ମନ୍ଦିରକୁ ପଶ୍ଚିମ ଓଡ଼ିଶାର ଶ୍ରୀକ୍ଷେତ୍ର ବୋଲି କୁହାଯାଏ । ୧୨୧୫ ମସିହାର ଏହି ପ୍ରାଚୀନ ମନ୍ଦିରର ଐତିହ୍ୟ ବି ବେଶ୍ ରୋଚକ । ଏଠି ପ୍ରତିବର୍ଷ ଘୋଷଯାତ୍ରା ହେଉଥିବା ବେଳେ ଜମେ ଲକ୍ଷାଧିକ ଭକ୍ତଙ୍କ ଭିଡ଼ ।…

ଗଜପତି ମହାରାଜାଙ୍କୁ ଶ୍ରୀଜୀଉଙ୍କ ସୁସ୍ଥତା ସନ୍ଦେଶ ଦେଲେ ଦଇତାପତି ସେବାୟତ

ପୁରୀ: ଅତ୍ୟଧିକ ସ୍ନାନ ଯୋଗୁ ଶ୍ରୀଜୀଉ ଅସୁସ୍ଥ ହୋଇ ପଡ଼ିଥିବା ବେଳେ ଦଇତାପତି ସେବକମାନଙ୍କ ସେବା ଶୁଶ୍ରୁଷା ପରେ ସୁସ୍ଥ ହୋଇଛନ୍ତି । ଶ୍ରୀଜୀଉଙ୍କ ସୁସ୍ଥତା ସୁସମ୍ବାଦ ଦଇତାପତି ସେବାୟତ ମାନେ ଆଜି ଗଜପତି ମହାରାଜାଙ୍କୁ ଜଣାଇବା ସହ ଅଣବସର ପ୍ରସାଦ ଗଜପତିଙ୍କୁ ଭେଟି ସ୍ୱରୂପ ପ୍ରଦାନ…