Latest Odisha News

BREAKING NEWS

Browsing Tag

Jagannath Temple

ଆସନ୍ତାକାଲିଠୁ ଶ୍ରୀମନ୍ଦିରରେ ସର୍ବସାଧାରଣ ଦର୍ଶନ

ପୁରୀ : ସରିଲା ଅପେକ୍ଷା । ଆସନ୍ତାକାଲି ଠାରୁ ଶ୍ରୀମନ୍ଦିରରେ ଶ୍ରୀଜିଉଙ୍କୁ ଦର୍ଶନ କରିବେ ସାରା ରାଜ୍ୟର ଶ୍ରଦ୍ଧାଳୁ । ପ୍ରଥମ ପର୍ଯ୍ୟାୟରେ ସେବାୟତଙ୍କ ପରିବାରକୁ ଦର୍ଶନ ଅନୁମତି ଦିଆଯାଇଥିଲା । ଏହାପରେ ପୁରୀ ସହରବାସୀ ଶ୍ରୀଜିଉଙ୍କୁ ଦର୍ଶନ କରିଥିଲେ । ହେଲେ ଆସନ୍ତାକାଲି ଠାରୁ ଦୂର ହେବ…

ଅଗଷ୍ଟରୁ ଭକ୍ତଙ୍କ ପାଇଁ ଖୋଲିପାରେ ଶ୍ରୀମନ୍ଦିର ଦୁଆର, ଆସନ୍ତା ୪ରେ ହୋଇପାରେ ନିଷ୍ପତ୍ତି

ପୁରୀ: କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଶ୍ରୀମନ୍ଦିରରେ ବନ୍ଦ ରହିଛି ସର୍ବସାଧାରଣ ଦର୍ଶନ । କେବଳ ମହାପ୍ରଭୁଙ୍କ ଦୈନନ୍ଦିନ ନୀତିକାନ୍ତି ଚାଲିଛି । ଅପେକ୍ଷାରତ ଭକ୍ତଙ୍କୁ ବୋଧେ ଆଉ ବେଶୀ ଦିନ ଅପେକ୍ଷା କରିବାକୁ ପଡ଼ି ନପାରେ । ଶ୍ରୀମନ୍ଦିରରେ ଭକ୍ତଙ୍କ ପ୍ରବେଶ ସମ୍ପର୍କରେ ଆଲୋଚନା ପାଇଁ…

ପୁରୀ ସେବାୟତଙ୍କୁ ମିଳିବ ସ୍ବାସ୍ଥ୍ୟ ବୀମା

ପୁରୀ: ଏବେ ପୁରୀ ଜଗନ୍ନାଥ ମନ୍ଦିରର ସେବାୟତମାନଙ୍କୁ ମିଳିବ ସ୍ୱାସ୍ଥ୍ୟ ବୀମା। ଜଗନ୍ନାଥ ମନ୍ଦିରର ସମସ୍ତ ସେବାୟତଙ୍କୁ ସ୍ୱାସ୍ଥ୍ୟ ବୀମା ଯୋଗାଇବା ପାଇଁ ନ୍ୟୁ ଇଣ୍ଡିଆ ଆସୁରାନ୍ସ ନିଯୁକ୍ତ କରାଯାଇଛି। ଶ୍ରୀ ଜଗନ୍ନାଥ ମନ୍ଦିର ପ୍ରଶାସନର ମୁଖ୍ୟ ପ୍ରଶାସକ ଡ. କ୍ରିଷନ୍ କୁମାରଙ୍କ…

ଶ୍ରୀମନ୍ଦିରରେ ଜାରି ରହିଛି ବିଶୋଧନ ପ୍ରକ୍ରିୟା

ପୁରୀ: କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ରବିବାର ଦିନ ଶ୍ରୀମନ୍ଦିର ଭିତର ଓ ବାହାର ପରିସରକୁ ବିଶୋଧନ କରାଯାଇଛି। ପୂର୍ବ ନିଷ୍ପତି ଅନୁଯାୟୀ ରବିବାର ଭକ୍ତଙ୍କ ଦର୍ଶନ ବନ୍ଦ କରାଯାଇ ସାନିଟାଇଜ କରାଯାଉଛି। ଅଗ୍ନିଶମ ବାହିନୀ, ପୌର ସଂସ୍ଥା ଓ ଜିଲ୍ଲା ପ୍ରଶାସନ ଦ୍ୱାରା ଶ୍ରୀମନ୍ଦିରର…

ଶ୍ରୀମନ୍ଦିର ସହ ସମ୍ପୃକ୍ତ ଆଉ ୭ ଜଣ କରୋନା ପଜିଟିଭ ଚିହ୍ନଟ

ପୁରୀ: ଚିନ୍ତା ବଢ଼ାଉଛି ସଂକ୍ରମଣ । ପୁରୀ ଶ୍ରୀମନ୍ଦିର ସହ ବିଭିନ୍ନ ସେବାରେ ଜଡ଼ିତ ଆଉ ୭ ଜଣ କୋଭିଡ୍ ସଂକ୍ରମିତ ହୋଇଛନ୍ତି । ସେବାୟତ, ସେବାୟତ ପରିବାର, କର୍ମଚାରୀଙ୍କୁ ମିଶାଇ ୭ ପଜିଟିବ୍ ଚିହ୍ନଟ ହୋଇଥିବା ସୂଚନା ମିଳିଛି । ଏହାକୁ ମିଶାଇ ଶ୍ରୀମନ୍ଦିର ସହ ଜଡ଼ିତ କୋଭିଡ୍ ପଜିଟିଭ ସଂଖ୍ୟା…

ଶ୍ରୀମନ୍ଦିରରେ ବନକ ଲାଗି ନୀତି, ୪ ଘଣ୍ଟା ବନ୍ଦ ରହିବ ଦର୍ଶନ

ପୁରୀ: ଆଜି ଚୈତ୍ର ଶୁକ୍ଳ ତୃତୀୟ ତିଥିରେ ଶ୍ରୀଜିଉ ମାନଙ୍କ 'ବନକ ଲାଗି' ବା 'ଶ୍ରୀମୁଖ ସିଂହାର' ନୀତି ଅନୁଷ୍ଠିତ ହେବ । ବନକ ଲାଗି ଏକ ଗୁପ୍ତ ନୀତି ହୋଇଥିବାରୁ ଦ୍ୱିତୀୟ ଭୋଗ ମଣ୍ଡପ ଭୋଗ ପରେ ଅପରାହ୍ନ ୪ଟାରୁ ସନ୍ଧ୍ୟା ୮ଟା ଯାଏ ପ୍ରାୟ ୪ ଘଣ୍ଟା ଧରି ଶ୍ରୀମନ୍ଦିରରେ ସାଧାରଣ ଦର୍ଶନ ବନ୍ଦ…

ଶ୍ରୀମନ୍ଦିରର ୭ ସେବାୟତ କରୋନା ସଂକ୍ରମିତ

ପୁରୀ: ପୁରୀରେ ବଢୁଛି କରୋନା ସଂକ୍ରମିତଙ୍କ ସଂଖ୍ୟା । ଶ୍ରୀମନ୍ଦିରର ୭ ଜଣ ସେବାୟତ ଓ ସେମାନଙ୍କ ପରିବାରର ୩ ଜଣ କୋଭିଡ୍ ସଂକ୍ରମିତ ହୋଇଥିବା ଜଣାପଡ଼ିଛି । ଶ୍ରୀମନ୍ଦିର ପ୍ରଶାସନର ୩ ଜଣ କର୍ମଚାରୀ ଏବଂ ଶ୍ରୀମନ୍ଦିର ସମ୍ମୁଖରେ ଥିବା ସିଂହଦ୍ୱାର ଜୋତାଷ୍ଟାଣ୍ଡର ୮ ଜଣଙ୍କ ରିପୋର୍ଟ କୋଭିଡ୍…

କାଲିଠୁ ଶ୍ରୀମନ୍ଦିର ସେବାୟତଙ୍କ ଟିକାକରଣ

ପୁରୀ: ଶ୍ରୀ ଜଗନ୍ନାଥ ମନ୍ଦିରର ସେବାୟତମାନଙ୍କ କୋଭିଡ ଟିକାକରଣର ଦ୍ୱିତୀୟ ପର୍ଯ୍ୟାୟ ଶୁକ୍ରବାର ଠାରୁ ଆରମ୍ଭ ହେବାକୁ ଯାଉଛି। ଏନେଇ ପୁରୀ ଜିଲ୍ଲାପାଳ ସମର୍ଥ ବର୍ମା କହିଛନ୍ତି ଯେ ୪୫ ବର୍ଷ କିମ୍ବା ତଦୁର୍ଦ୍ଧ୍ୱ ବୟସର ସେବାୟତଙ୍କୁ ଦ୍ୱିତୀୟ ପର୍ଯ୍ୟାୟରେ ଉତ୍କଳ ହିନ୍ଦୀ ବିଦ୍ୟାପୀଠରେ…

ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ‘ଖସାପଡା ଲାଗି’ ନୀତି, ଆଜି ଅପରାହ୍ନ ୪ଟାରୁ ଦର୍ଶନ ବନ୍ଦ

ପୁରୀ: ଆଜି ଚୈତ୍ର କୃଷ୍ଣ ନବମୀ ତିଥି । ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ 'ଖସାପଡା ଲାଗି' ନୀତି ଅନୁଷ୍ଠିତ ହେବ। ଏଥିପାଇଁ କିଛି ସମୟ ଲାଗି ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ଅପରାହ୍ନ ଘ. ୪.୩୦ ରୁ ରାତି ଘ ୮.୦୦ ଟା ପର୍ଯ୍ୟନ୍ତ ଆପାତତଃ ଦର୍ଶନ ବନ୍ଦ ରହିବ । ସୂଚନା ଅନୁଯାୟୀ ଏପ୍ରିଲ ୫…

ଆଜିଠୁ ସବୁ ରବିବାର ବନ୍ଦ ରହିବ ଶ୍ରୀମନ୍ଦିର

ପୁରୀ: କୋଭିଡ୍ ସଂକ୍ରମଣ ପୁଣି ବଢ଼ିବା ପରେ ଶ୍ରୀମନ୍ଦିର ପ୍ରଶାସନ ପୁଣି ଥରେ ଏସଓପି ଜାରି କରିଛି । ନୂଆ ଏସଓପି ଅନୁସାରେ ଏଣିକି ରବିବାର ଶ୍ରୀମନ୍ଦିରରେ ବନ୍ଦ ରହିବ ଦର୍ଶନ । ଆଜିଠୁ ପ୍ରତି ରବିବାର ଶ୍ରୀମନ୍ଦିରରେ ସାଧାରଣ ଦର୍ଶନ ବନ୍ଦ କରାଯାଇ ମନ୍ଦିର ପରିସରକୁ ସାନିଟାଇଜ୍ କରାଯିବ ।…