Latest Odisha News

BREAKING NEWS

Browsing Tag

jagannath

ଜରରେ କମ୍ପୁଛନ୍ତି ଶ୍ରୀଜୀଉ, ଅଲାରନାଥ ପୀଠରେ ଲାଗିଛି ଭକ୍ତଙ୍କ ଗହଳି

ପୁରୀ: ସ୍ନାନ ପୂର୍ଣ୍ଣିମାରେ ଅତ୍ୟଧିକ ସ୍ନାନ ଯୋଗୁଁ ଶ୍ରୀଜୀଉମାନେ ଏବେ ଶ୍ରୀମନ୍ଦିରର ଅଣସର ଘରେ ରହିଛନ୍ତି । ଦଇତାପତିମାନେ ମହାପ୍ରଭୁଙ୍କ ଅସୁସ୍ଥତାର ଉପଚାର କରିବା ସହ ଓଷ ଲାଗି କରୁଛନ୍ତି । ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ସର୍ବସାଧାରଣ ଦର୍ଶନ ବନ୍ଦ ରହିଥିବାରୁ ପୁରୀକୁ ଆସୁଥିବା…

ଶ୍ରୀକ୍ଷେତ୍ରର ଅନନ୍ୟ ପରମ୍ପରା ‘ସାହିଯାତ’

ପୁରୀ (ସନ୍ତୋଷ ଦାସ): ସାହିଯାତ… ଶ୍ରୀକ୍ଷେତ୍ରର ଏକ ଅନନ୍ୟ ପରମ୍ପରା । ଯାହା ଅନ୍ୟ କୌଣସିଠାରେ ଦେଖିବାକୁ ମିଳି ନଥାଏ । ଶ୍ରୀଜଗନ୍ନାଥ ସଂସ୍କୃତିରେ ଶ୍ରୀରାମ ଓ ଶ୍ରୀକୃଷ୍ଣଙ୍କ ଲୀଳାର ପ୍ରତିଫଳନ ଦେଖିବାକୁ ମିଳେ, ଯାହାର ଏକ ଉଦାହରଣ ହେଉଛି ଶ୍ରୀକ୍ଷେତ୍ରର ସାହିଯାତ ପରମ୍ପରା । ସାହିଯାତ…

ତିନିଦିନିଆ ଓଡ଼ିଶା ଗସ୍ତରେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ, କାଳିଆ ଦର୍ଶନ ସହ ନବୀନଙ୍କୁ ଭେଟିବେ ମମତା

ଭୁବନେଶ୍ବର : ଆଜିଠାରୁ ତିନିଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ । ଭୁବନେଶ୍ବର ବିମାନବନ୍ଦରରେ ମଙ୍ଗଳବାର ପହଞ୍ଚିବାପରେ ସେଠାରୁ ପୁରୀ ଯାଇ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ସେଠାରେ ରାତ୍ରୀ ଯାପନ କରିବେ । ଆସନ୍ତାକାଲି ଅପରାହ୍ମରେ…

ଲଷ୍ମୀନୃସିଂହ ବେଶରେ ଭକ୍ତମାନଙ୍କୁ ଦର୍ଶନ ଦେଇଛନ୍ତି ମହାପ୍ରଭୁ

ପୁରୀ : ଆଜି ପଞ୍ଚୁକ ଶୁକ୍ଲ ଚର୍ତୁଦ୍ଦଶୀ ତିଥି ।  ଲଷ୍ମୀନୃସିଂହ ବେଶରେ ଭକ୍ତମାନଙ୍କୁ ଦର୍ଶନ ଦେଇଛନ୍ତି ମହାପ୍ରଭୁ। ଆଜି ସକାଳେ ଅବକାଶ ନୀତି ବଢ଼ିବା ପରେ ମହାପ୍ରଭୁଙ୍କୁ ଲଷ୍ମୀ ନୃସିଂହ ବେଶରେ ସଜ୍ଜିତ କରାଯାଇଥିଲା। ମହାପ୍ରଭୁଙ୍କ ଏହି ଦୁର୍ଲ୍ଲଭ ବେଶ ଦେଖିବା ପାଇଁ ଶ୍ରୀମନ୍ଦିରରେ ପ୍ରବଳ…

ତ୍ରିବିକ୍ରମ ବେଶରେ ଭକ୍ତ ମାନଙ୍କୁ ଦର୍ଶନ ଦେଉଛନ୍ତି ମହାପ୍ରଭୁ

ପୁରୀ: ଆାଜି ହେଉଛି ପଞ୍ଚୁକର ତୃତୀୟ ଦିନ। ତ୍ରିବିକ୍ରମ ବେଶରେ ଶ୍ରଦ୍ଧାଳୁଙ୍କୁ ଦର୍ଶନ ଦେଉଛନ୍ତି ମହାପ୍ରଭୁ । କାର୍ତ୍ତିକ ମାସ ଶୁକ୍ଳପକ୍ଷ ତ୍ରୟୋଦଶୀ  ତିଥିରେ ରତ୍ନ ସିଂହାସନ ଉପରେ ମହାପ୍ରଭୁଙ୍କର ତିବିକ୍ରମ ବେଶ  ଅନୁଷ୍ଠିତ ହୋଇଛି | ଏହି ବେଶରେ ପ୍ରଭୁ ସୁବର୍ଣ୍ଣର ଅଳଙ୍କାରରେ ବିଭୂଷିତ…

ଶ୍ରୀମନ୍ଦିରରେ ସଂସ୍କାର ପ୍ରସଙ୍ଗ: କେବେ କାର୍ଯ୍ୟକାରୀ ହେବ ସୁପ୍ରିମକୋର୍ଟଙ୍କ ଆଦେଶ ?

ପୁରୀ: କୋଟିକୋଟି ହିନ୍ଦୁଙ୍କ ଆରାଧ୍ୟ ଦେବତା ମହାପ୍ରଭୁ ଶ୍ରୀଜଗନ୍ନାଥ । ଶ୍ରୀ ଜଗନ୍ନାଥଙ୍କ ଦର୍ଶନ ପାଇଁ ସେଥିପାଇଁ ହଜାରହଜାର ଭକ୍ତ ଶ୍ରୀମନ୍ଦିରକୁ ଆସିଥାନ୍ତି  । ତେବେ ପୁରୀ ଆସିବା ବେଳେ ଅନେକ ଶ୍ରଦ୍ଧାଳୁ ଭିନ୍ନ ଅଭିଯୋଗ କରିଯାଇଥାନ୍ତି । ଶ୍ରଦ୍ଧାଳୁଙ୍କ ଅଭିଯୋଗ ଆଜିର ନୁହଁ ବର୍ଷ…

ମହାପ୍ରଭୁ ହେଲେ ନୀଳାଦ୍ରି ବିଜେ

ପୁରୀ: ଶୃଙ୍ଖଳିତ ଭାବେ ଶେଷ ହୋଇଛି ମହାପ୍ରଭୁଙ୍କର ନିଳାଦ୍ରୀ ବିଜେ ନୀତି। ନବଦିନାତ୍ମକ ଯାତ୍ରା ଶେଷ କରି ନୀଳକନ୍ଦରକୁ ବାହୁଡି ଯାଇଛନ୍ତି ନିଳାଦ୍ରୀ ନାଥ। ନିର୍ଦ୍ଧାରିତ ସମୟ ଅନୁଯାଇ ସନ୍ଧ୍ୟା ୬ ଟାରେ ପହଣ୍ଡି ଆରମ୍ଭ ହୋଇଥିଲା।ଲକ୍ଷ୍ମୀ ସାଆନ୍ତାଣୀଙ୍କୁ ରସଗୋଲା ଖୁଆଇ ମାନଭଞ୍ଜନ କରିଛନ୍ତି…

ଆଜି ଚତୁର୍ଦ୍ଧା ବିଗ୍ରହଙ୍କର ନିଳାଦ୍ରୀବିଜେ

ପୁରୀ:  ଆଜି ଚତୁର୍ଦ୍ଧା ବିଗ୍ରହଙ୍କର ନିଳାଦ୍ରୀବିଜେ । ରଥରୁ ଗୋଟି ପହଣ୍ଡିରେ ରତ୍ନମଣ୍ଡପକୁ ବିଜେ କରିବେ ମହାପ୍ରଭୁ । ଅପରାହ୍ନ ରେ ପହଣ୍ଡି ଆରମ୍ଭ ହୋଇ ରାତି ୧୦ଟା ଭିତରେ ଶେଷ କରିବାକୁ ସମୟ ନିର୍ଘଣ୍ଟ ହୋଇଛି । ୧୨ ଦିନର ଲୀଳାଖେଳା ପରେ ଶ୍ରୀମନ୍ଦିର ରତ୍ନବେଦୀରେ ଉଭା ହେବେ ଶ୍ରୀବିଗ୍ରହ…

ବାହୁଡାଯାତ୍ରା ନୀତି ସଅଳ ହେବ

ପୁରୀ: ମହାପ୍ରଭୁଙ୍କ  ବାହୁଡ଼ାଯାତ୍ରା ଯାତ୍ରା ପାଇଁ ବଡ଼ ଦାଣ୍ଡ ପ୍ରସ୍ତୁତ ଥିବାବେଳେ ଏବେ ରଥ ମଧ୍ୟ ପ୍ରସ୍ତୁତ ରହିଛି । ମହାପ୍ରଭୁଙ୍କୁ ମଧ୍ୟ ବାହୁଡ଼ାଯାତ୍ରାରେ ଆଣିବା ପାଇଁ ପ୍ରଶାସନ ପକ୍ଷରୁ ସମସ୍ତ କାର୍ଯ୍ୟକ୍ରମ ପ୍ରସ୍ତୁତି ଆରମ୍ଭ ହୋଇଛି । ଚଳିତ ବର୍ଷ ବାହୁଡ଼ା ଯାତ୍ରାର ନୀତି ସଅଳ…

ଆଜି ଦକ୍ଷିଣମୋଡ଼ ନେବ ତିନି ରଥ

ପୁରୀ: ମହାପ୍ରଭୁଙ୍କ  ବାହୁଡା ଯାତ୍ରା ପାଇଁ ପ୍ରସ୍ତୁତି ଆରମ୍ଭ ହୋଇଛି ।  ଗୁଣ୍ଡିଚା ମନ୍ଦିର ନିକଟ ଶରଧାବାଲିରେ  ଥିବା ତିନିରଥ ଦକ୍ଷିଣମୋଡ଼ ନେବ । ତିନି ରଥ ନାକଚଣା ଦ୍ୱାରସ୍ଥିତ ଶରଧାବାଲିରେ ବିଜେ କରିବେ । ଏଥିପାଇଁ ଶରଧାବାଲି ସମ୍ମୁଖକୁ ସଫାସୁତରା କରାଯାଇଛି । ବାଲି ବିଛା ଯାଇ ସମତୁଲ…