Latest Odisha News

BREAKING NEWS

Browsing Tag

jagannath

ଆଜି ହେରା ପଞ୍ଚମୀ

ପୁରୀ: ଆଜି ଗୁଣ୍ଡିଚା ମନ୍ଦିରରେ ଅନୁଷ୍ଠିତ ହେବ “ହେରା ପଞ୍ଚମୀ” ଉତ୍ସବ । “ହେରା” ଶବ୍ଦ ର ଅର୍ଥ ଦର୍ଶନ ଏବଂ “ପଞ୍ଚମୀ” ଶବ୍ଦ ର ଅର୍ଥ ପଞ୍ଚମ ଦିନ. ପୁରାଣ ଅନୁସାରେ ମହାପ୍ରଭୁ ଶ୍ରୀ ଜଗନ୍ନାଥ ରଥ ଯାତ୍ରା ଦିନ ମା ଲକ୍ଷ୍ମୀଙ୍କୁ ପ୍ରତିଶୃତି ଦେଇଥିଲେ ଯେ ଗୋଟିଏ ଦିନ ପରେ ସେ ମାଉସୀ ମା ଙ୍କ…

ବନକଲାଗି ପାଇଁ ଆଜି ସଂଧ୍ୟାରେ ୪ ଘଣ୍ଟା ବନ୍ଦ ରହିବ ଆଡ଼ପ ମଣ୍ଡପ ଦର୍ଶନ

ପୁରୀ: ଶ୍ରୀଜିଉଙ୍କ ବନକଲାଗି ପାଇଁ ଆଜି ୪ ଘଣ୍ଟା ବନ୍ଦ ରହିବ ଆଡ଼ପ ମଣ୍ଡପ ଦର୍ଶନ । ଆଷାଢ଼ ଶୁକ୍ଳ ପଞ୍ଚମୀ ତିଥିରେ ଆଡ଼ପ ମଣ୍ଡପରେ ଶ୍ରୀଜିଉଙ୍କ ‘ବନକଲାଗି’ ନୀତି ଅନୁଷ୍ଠିତ ହେବ। ତେଣୁ ଦ୍ବିତୀୟ ଭୋଗମଣ୍ଡପ ପରେ ଶ୍ରୀବିଗ୍ରହଙ୍କ ସର୍ବସାଧାରଣ ଦର୍ଶନ ଆଜି ୪ ଘଣ୍ଟା ପାଇଁ ବନ୍ଦ ରହିବ। ଦ୍ବିତୀୟ…

ଆଜି ଜନ୍ମବେଦିକୁ ବିଜେ କରିବେ ଚତୁର୍ଦ୍ଧାମୂର୍ତ୍ତି : ସଂଧ୍ୟାରେ ହେବ ଗୋଟି ପହଣ୍ଡି

ପୁରୀ:  ଆଜି ମହାପ୍ରଭୁ ଜନ୍ମବେଦିକୁ ପହଣ୍ଡି ବିଜେ କରିବେ । ଏଥିପାଇଁ ସମସ୍ତ ନୀତି ସକାଳୁ ଆରମ୍ଭ ହୋଇଛି । ଗୁଣ୍ଡିଚା ମନ୍ଦିରରେ ମହାପ୍ରଭୁ ଅବସ୍ଥାନ କରୁଥିବା ବେଳେ ଦଇତାମାନେ ସେବା ପୂଜା କରିଥାନ୍ତି । ଗୁଣ୍ଡିଚା ଘରେ ସମସ୍ତେ ମହାପ୍ରଭୁଙ୍କୁ ଛୁଇଁଥାନ୍ତି । ଆଡ଼ପ ମଣ୍ଡପରେ ମହାପ୍ରଭୁ…

ଆସନ୍ତାକାଲି ମହାପ୍ରଭୁଙ୍କ ରଥଯାତ୍ରା , ଆଜି ତିନି ରଥ ନେବେ ଉତ୍ତର ମୋଡ଼

ରାତି ପାହିଲେ ଶ୍ରୀକ୍ଷେତ୍ରରେ ଆରମ୍ଭ ହେବ ମହାପ୍ରଭୁଙ୍କ ରଥ ଯାତ୍ରା । ରଥ ଯାତ୍ରା ପାଇଁ ସମସ୍ତ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଁଚିଥିବା ବେଳେ ଆଜି ଶ୍ରୀକ୍ଷେତ୍ରରେ ଉଭାଯାତ୍ରା ପାଳନ ହେଉଛି । ଏଥିପାଇଁ ଗୋପାଳ ବଲ୍ଲଭ ଓ ସକାଳ ଧୂପ ନୀତି ସଂପନ୍ନ ହେବା ପରେ ରଥଖଳାକୁ ଯିବ ମହାପ୍ରଭୁଙ୍କ…

ଭଗବାନ ଜଗନ୍ନାଥ ଜଗତର ସ୍ୱାମୀ : ପ୍ରଧାନମନ୍ତ୍ରୀ

ଆଜି ମନ କି ବାତରେ ପ୍ରଧାନମନ୍ତ୍ରୀ ମୋଦି ଜଗନ୍ନାଥଙ୍କ କଥା ସ୍ମରଣ କରିଛନ୍ତି ।  କହିଛନ୍ତି କି ଭଗବାନ ଜଗନ୍ନାଥ ହେଉଛନ୍ତି ଜଗତର ସ୍ୱାମୀ । ଆମ ଦେଶରେ ସମୟ ସମୟରେ ଅଲଗା ଅଲଗା ଦେବଯାତ୍ରା ଦେଖିବାକୁ ମିଳିଥାଏ ।  ଦେବଯାତ୍ରା ଅର୍ଥାତ୍ ଯେଉଁଥିରେ କେବଳ ଭକ୍ତ ନୁହଁନ୍ତି, ଭଗବାନ ମଧ୍ୟ…

ସ୍ନାନମଣ୍ଡପରେ ବିଜେ ହେଲେ ମହାପ୍ରଭୁ

ପୁରୀ : ରତ୍ନ ବେଦି ଛାଡି ସ୍ନାନ ବେଦୀରେ ମହାପ୍ରଭୁ । ଭକ୍ତମାନଙ୍କୁ ଦର୍ଶନ ଦେବା ପାଇଁ ଅତି ସୁନ୍ଦର ଭାବେ ଲୀଳା କରି ସ୍ନାନବେଦିକୁ ଆସିଛନ୍ତି ଚତୁର୍ଧାମୂରତି । ଦୁଇ ବର୍ଷ ପରେ ମହାପ୍ରଭୁଙ୍କ ସ୍ନାନ ଯାତ୍ରାରେ ଭକ୍ତମାନେ ସାମିଲ ହୋଇଛନ୍ତି । ମହାପ୍ରଭୁ ଆଜି 108 ଗରା ଜଳରେ ସ୍ନାନ କରିବେ…

ଆରମ୍ଭ ହେଲା ଶ୍ରୀଜିଉଙ୍କ ରାଧା ଦାମୋଦର ବେଶ

ପୁରୀ : ଆଜି ପବିତ୍ର ଆଶ୍ବିନ ଶୁକ୍ଳ ଏକାଦଶୀ ତିଥି । ଏହାସହ ଆଜିଠୁ ଶ୍ରୀମନ୍ଦିରରେ ଆରମ୍ଭ ହୋଇଛି ଶ୍ରୀଜିଉଙ୍କ ରାଧା ଦାମୋଦର ବେଶ । କାର୍ତ୍ତିକ ଶୁକ୍ଳ ଦଶମୀ ପର୍ଯ୍ୟନ୍ତ ଦୀର୍ଘ ଏକ ମାସ ଧରି ପ୍ରତିଦିନ ଆଳତି ଅବକାଶ ନୀତି ପରେ ଏହି ବେଶ ଅନୁଷ୍ଠିତ ହେବ । ଏହାସହ ଶ୍ରୀମନ୍ଦିରରେ ଏଣିକି…

ଶ୍ରୀଜଗନ୍ନାଥ ଚେତନା …

(ଶ୍ରୀଜଗନ୍ନାଥଙ୍କ ଆଧ୍ୟାତ୍ମିକ ଅନୁଭୂତିକୁ ନେଇ କୁମାର ଭୀମସେନଙ୍କ ନିୟମିତ ସ୍ତମ୍ଭ: ଶ୍ରୀଜଗନ୍ନାଥ କଥାମୃତ) ଶ୍ରୀଜଗନ୍ନାଥ ଏକ ଚେତନାର, ଚିନ୍ତାସାଗର, ସଂସ୍କୃତିର ସଂକେତ । ବିଶ୍ୱପ୍ରେମ, ଶାନ୍ତି, ସାମ୍ୟ, ମୁକ୍ତି ଓ ଅନନ୍ତ ବ୍ୟାପ୍ତିର ପ୍ରତୀକ । ସେ ଜଗତର ନାଥ ଅର୍ଥାତ୍, ଅସୀମ…

ପୂର୍ବରୁ ଥରେ ମଧ୍ୟ ଗଜପତି କରିନଥିଲେ ‘ଛେରାପହଁରା’; ଜାଣନ୍ତୁ କେବେ ଓ କାହିଁକି ?

ଭୁବନେଶ୍ୱର/ପୁରୀ: ପବିତ୍ର ଦେବସ୍ନାନ ପୂର୍ଣ୍ଣିମାରେ ମହାପ୍ରଭୁଙ୍କର ସ୍ନାନଯାତ୍ରା ପାରମ୍ପରିକ ରୀତିନୀତିରେ ପାଳିତ ହୋଇଛି । ଠାକୁରମାନଙ୍କ ଅଣସର ନୀତି ମଧ୍ୟ ଆରମ୍ଭ ହୋଇଯାଇଛି । ସ୍ନାନବେଦୀରେ ଶ୍ରୀଜୀଉମାନେ ସ୍ନାନ କରୁଥିବା ବେଳେ କିମ୍ବା ଗଜାନନ ବେଶ ବେଳେ ଯେପରି ସବୁଥର ‘ହରିବୋଲ’ ଓ ‘ଜୟ…

ଯବନ କଣ୍ଠରୁ ମହାପ୍ରଭୁ ଶୁଣିଲେ ଗୀତଗୋବିନ୍ଦର ଅଷ୍ଟପଦୀ !

ଜଗତର ନାଥ ଶ୍ରୀଜଗନ୍ନାଥଙ୍କୁ ନେଇ ଭକ୍ତବୃନ୍ଦଙ୍କର ଅନେକ ଅନୁଭୂତି ରହିଛି । ଅନେକ ହୃଦୟସ୍ପର୍ଶୀ ଆଧ୍ୟାତ୍ମିକ ଅନୁଭୂତି ଜନମାନସରେ ଆଦୃତି ଲାଭ କରିଛି । ମହାପ୍ରଭୁ ଶ୍ରୀଜଗନ୍ନାଥ ପୁରୀ ଶ୍ରୀକ୍ଷେତ୍ର ଧାମରେ ଲୀଳାବିତାନ କରୁଛନ୍ତି । ତାଙ୍କର ଲୀଳା ଅବର୍ଣ୍ଣନୀୟ, ଅମୃତମୟ ଓ ଅତୁଳନୀୟ ।…