Latest Odisha News

BREAKING NEWS

Browsing Tag

jagannath

ଜାଣନ୍ତୁ, ଶ୍ରୀମନ୍ଦିରରେ କିପରି ପାଳିତ ହୁଏ ନୃସିଂହଙ୍କ ଜନ୍ମନୀତି

ଆଜି ବୈଶାଖ ଶୁକ୍ଳ ଚତୁର୍ଦ୍ଦଶୀ । ଆଜିର ପବିତ୍ର ଦିନରେ ଶ୍ରୀମନ୍ଦିରରେ ପାଳିତ ହେଉଛି ନୃସିଂହ ଦେବଙ୍କ ଜନ୍ମନୀତି । ପାରମ୍ପରିକ ଭାବେ ଶ୍ରୀମନ୍ଦିରରେ ଏହି ତିଥିଟିକୁ ପାଳନ କରାଯାଇଥାଏ । ସ୍କନ୍ଦ ପୁରାଣ ଅନୁଯାୟୀ ପୁରୁଷୋତ୍ତମ କ୍ଷେତ୍ରରେ ଜଗନ୍ନାଥ ନୃସିଂହ ରୂପରେ ରାଜା…

ରଥଯାତ୍ରା: ପୁରୀରେ ପହଞ୍ଚିଲା ୧୦ମ ପର୍ଯ୍ୟାୟ ରଥକାଠ

ପୁରୀ: କରୋନା ମହାମାରୀ ଯୋଗୁଁ ଚଳିତ ବର୍ଷ ରଥଯାତ୍ରା ଅନୁଷ୍ଠିତ ହେବାନେଇ ଅନିଶ୍ଚିତତା ଜାରି ରହିଛି । ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ବିଶ୍ୱପ୍ରସିଦ୍ଧ ରଥଯାତ୍ରା ଲାଗି ତିନିରଥ ନିର୍ମାଣ ଲାଗି ରଥ କାଠ ମଧ୍ୟ ପର୍ଯ୍ୟାୟ କ୍ରମେ ପୁରୀରେ ପହଞ୍ଚିବାରେ ଲାଗିଛି । ରବିବାର ଦିନ ୧୦ମ ପର୍ଯ୍ୟାୟରେ…

ଶ୍ରୀଜଗନ୍ନାଥଙ୍କ ଚନ୍ଦନଯାତ୍ରା; ଜାଣନ୍ତୁ କିପରି ପାଳିତ ହୁଏ..

ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଦ୍ବାଦଶ ଯାତ୍ରା ମଧ୍ୟରେ ଦୋଳ, ଚନ୍ଦନ ଓ ରଥଯାତ୍ରା ଅନ୍ୟତମ । ଦୋଳରେ ଗୋବିନ୍ଦ, ଚନ୍ଦନରେ ମଧୁସୂଦନ ଓ ରଥରେ ବାମନ ରୂପେ ପ୍ରଭୁ ଭକ୍ତଙ୍କ ଦୁଃଖ ହରଣ କରନ୍ତି । ଆସନ୍ତୁ ଆମେ ଜାଣିବା ଚନ୍ଦନ ଯାତ୍ରା ବିଷୟରେ। ଦୋଳେ ଚ ଦୋଳ ଗୋବିନ୍ଦ ଚାପେ ଚ ମଧୁସୂଦନ ରଥେତୁ…

ଶ୍ରୀମନ୍ଦିର ପରିସରରେ ରଥକାଠ; ବାହାରବେଢାରେ ପାରମ୍ପରିକ ଅନୁକୂଳ ପୂଜାନୀତି

ପୁରୀ: ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ବିଶ୍ୱପ୍ରସିଦ୍ଧ ରଥଯାତ୍ରା ଉତ୍ସବ ଅନୁଷ୍ଠିତ ହେବାର ସମ୍ଭାବନା କ୍ରମେ ବୃଦ୍ଧି ପାଉଛି । କରୋନା ମହାମାରୀ ସକାଶେ ଦେଶରେ ଲକ୍‌ଡ଼ାଉନ ପରିସ୍ଥିତି ସୃଷ୍ଟି ହୋଇଥିବା ଯୋଗୁଁ ରଥଯାତ୍ରା ଉତ୍ସବ ଅନୁଷ୍ଠିତ ହେବାନେଇ ଆଶଙ୍କା ସୃଷ୍ଟି ହୋଇଥିଲା । ଆଜି ହେଉଛି…

ଜାଣନ୍ତୁ, କାହିଁକି ସିରୁଳୀରେ ରହି ଶ୍ରୀମନ୍ଦିରକୁ ନୀରିକ୍ଷଣ କରୁଛନ୍ତି ଶ୍ରୀହନୁମାନ !

ପୁରୀ: ସିରୁଳୀ ମହାବୀର ମନ୍ଦିର  ଗଙ୍ଗବଂଶୀ  ରାଜା ମାନଙ୍କ ଦ୍ଵାରା ତ୍ରୟୋଦଶ ଶତାବ୍ଦୀରେ ନିର୍ମିତ ସିରୁଳୀ ମହାବୀର ମନ୍ଦିର ଏକ ସୁନ୍ଦର ଓ ପ୍ରସିଦ୍ଧ ଦର୍ଶନୀୟ ସ୍ଥାନ । ମନ୍ଦିର ର ନିର୍ମାଣ ସମ୍ପର୍କରେ ପ୍ରାମାଣିକ ତଥ୍ୟ ନ ମିଳିଲେ ମଧ୍ୟ ମନ୍ଦିରର ପୂଜାରୀଙ୍କ ତଥ୍ୟ ଅନୁସାରେ ଗଙ୍ଗବଂଶୀ…

ଢେଙ୍କାନାଳରୁ ପୁରୀ ଶ୍ରୀକ୍ଷେତ୍ର; ବାଇକ୍‌ରେ ଭକ୍ତ ଆଣୁଛନ୍ତି ତୁଳସୀ !

ପୁରୀ: ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ପୂଜାର୍ଚ୍ଚନାରେ ତୁଳସୀ ଏକ ଅପରିହାର୍ଯ୍ୟ ଦ୍ରବ୍ୟ । ସମସ୍ତ ପୁଷ୍ପ ଅପେକ୍ଷା ତୁଳସୀ ପ୍ରତି ଶ୍ରୀଜଗନ୍ନାଥଙ୍କର ଶ୍ରଦ୍ଧା ଅଧିକ ମାତ୍ରାରେ ରହିଥାଏ । ଦୈନିକ ଭକ୍ତମାନେ ବିଭିନ୍ନ ସ୍ଥାନରୁ ତୁଳସୀ ଆଣି ଶ୍ରୀମନ୍ଦିରରେ ଯୋଗାଇଦେଇ ଥାଆନ୍ତି । ଏବେ ଲକ୍‌ଡାଉନ୍…

ଶ୍ରୀମନ୍ଦିରରେ ଶ୍ରୀହନୁମାନ ଜୟନ୍ତୀ: ଆଜ୍ଞାମାଳ ମିଳିବାପରେ ପାଇଲେ ପୂଜା

ପୁରୀ: ଆଜି ମହାବିଷୁବ ସଂକ୍ରାନ୍ତି । ଓଡ଼ିଶାର ଘରେ ଘରେ ପଣା ସଂକ୍ରାନ୍ତି ଭାବେ ଏହି ଦିବସଟିକୁ ପାଳନ କରାଯାଇଛି । ଆଜିର ଦିନରେ ଶ୍ରୀରାମଙ୍କ ପରମ ଭକ୍ତ ଶ୍ରୀ ହନୁମାନଜୀଙ୍କ ଜୟନ୍ତୀ । ଶ୍ରୀକ୍ଷେତ୍ରସ୍ଥିତ ଶ୍ରୀମନ୍ଦିରରେ ଆଜି ହନୁମାନଜୀଙ୍କ ପୂଜାର୍ଚ୍ଚନା ଅନୁଷ୍ଠିତ ହୋଇଯାଇଛି ।…

ପୁରୀରେ ପହଞ୍ଚିଲା ୬ଷ୍ଠ ପର୍ଯ୍ୟାୟ ରଥକାଠ

ପୁରୀ: ଆସନ୍ତା ଏପ୍ରିଲ୍ ୨୬ ତାରିଖରେ ପବିତ୍ର ଅକ୍ଷୟ ତୃତୀୟା ତିଥି । ଏହି ପବିତ୍ର ତିଥିରେ ପୁରୀ ଶ୍ରୀମନ୍ଦିରରେ ସ୍ୱତନ୍ତ୍ର ନୀତି ପାଳିତ ହେବା ସହିତ ମହାପ୍ରଭୁଙ୍କ ଚନ୍ଦନ ଯାତ୍ରା ଅନୁଷ୍ଠିତ ହେବ । ନରେନ୍ଦ୍ର ପୁଷ୍କରିଣୀରେ ଏହି ଦିନ ଚାପ ଖେଳ ଅନୁଷ୍ଠିତ ହେବା ସହିତ ଚନ୍ଦନ ଯାତ୍ରା ଆରମ୍ଭ…

ପୁରୀ ସାହିଯାତ: ଶ୍ରୀ ଜଗନ୍ନାଥ ବଲ୍ଲଭ ମଠରେ ସମ୍ପନ୍ନ ହେଲା ରାବଣ ବଧ ନୀତି

ପୁରୀ: ପୁରୀ ସାହିଯାତ ପ୍ରସିଦ୍ଧି ଲାଭ କରିଥିବା ବେଳେ ଲକ୍‌ଡାଉନରେ ଏହି ସାହିଯାତର ମଜ୍ଜା ଦେଖିବାକୁ ମିଳିନାହିଁ । ଔପଚାରିକ ଭାବେ ଆଜି ଅନୁଷ୍ଠିତ ହୋଇଯାଇଛି ରାବଣ ବଧ ନୀତି । ପୁରୀ ଶ୍ରୀମନ୍ଦିରରୁ ଶ୍ରୀରାମ ଲକ୍ଷ୍ମଣଙ୍କ ଚଳନ୍ତି ପ୍ରତିମା ଶ୍ରୀ ଜଗନ୍ନାଥ ବଲ୍ଲଭ ମଠକୁ ବିଜେ କରିବା ପରେ…

ପୁରୀରେ ପହଞ୍ଚିଲା ୫ମ ପର୍ଯ୍ୟାୟ ରଥକାଠ

ପୁରୀ: ଆସନ୍ତା ଏପ୍ରିଲ୍ ୨୬ ତାରିଖରେ ପବିତ୍ର ଅକ୍ଷୟ ତୃତୀୟା ତିଥି । ଏହି ପବିତ୍ର ତିଥିରେ ପୁରୀ ଶ୍ରୀମନ୍ଦିରରେ ସ୍ୱତନ୍ତ୍ର ନୀତି ପାଳିତ ହେବା ସହିତ ମହାପ୍ରଭୁଙ୍କ ଚନ୍ଦନ ଯାତ୍ରା ଅନୁଷ୍ଠିତ ହେବ । ନରେନ୍ଦ୍ର ପୁଷ୍କରିଣୀରେ ଏହି ଦିନ ଚାପ ଖେଳ ଅନୁଷ୍ଠିତ ହେବା ସହିତ ଚନ୍ଦନ ଯାତ୍ରା ଆରମ୍ଭ…