Latest Odisha News
Browsing Tag

jagannath

ଭକ୍ତଙ୍କୁ ବାଧକ ହେଉନି ଲକ୍‌ଡାଉନ୍‌; ୬୦ କିଲୋମିଟର ଆସି ମହାପ୍ରଭୁଙ୍କୁ ଦେଉଛନ୍ତି ତୁଳସୀ !

ପୁରୀ: ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ପୂଜାର୍ଚ୍ଚନାରେ ତୁଳସୀ ଏକ ଅପରିହାର୍ଯ୍ୟ ଦ୍ରବ୍ୟ । ସମସ୍ତ ପୁଷ୍ପ ଅପେକ୍ଷା ତୁଳସୀ ପ୍ରତି ଶ୍ରୀଜଗନ୍ନାଥଙ୍କର ଶ୍ରଦ୍ଧା ଅଧିକ ମାତ୍ରାରେ ରହିଥାଏ । ଦୈନିକ ଭକ୍ତମାନେ ବିଭିନ୍ନ ସ୍ଥାନରୁ ତୁଳସୀ ଆଣି ଶ୍ରୀମନ୍ଦିରରେ ଯୋଗାଇଦେଇ ଥାଆନ୍ତି । ଏବେ ଲକ୍‌ଡାଉନ୍…

ପୁରୀ ସାହିଯାତରେ ରାବଣ: ସମ୍ପନ୍ନ ହେଲା ଲଙ୍କାପୋଡ଼ି ନୀତି

ପୁରୀ: ପୁରୀ ସାହିଯାତ ପ୍ରସିଦ୍ଧି ଲାଭ କରିଥିବା ବେଳେ ଲକ୍‌ଡାଉନରେ ଏହି ସାହିଯାତର ମଜ୍ଜା ଦେଖିବାକୁ ମିଳିନାହିଁ । ଔପଚାରିକ ଭାବେ ଆଜି ଅନୁଷ୍ଠିତ ହୋଇଯାଇଛି ଲଙ୍କାପୋଡ଼ି ନୀତି । ଆଜି ଶ୍ରୀମନ୍ଦିରରୁ ଶ୍ରୀରାମ ଓ ଲକ୍ଷ୍ମଣଙ୍କ ଚଳନ୍ତି ପ୍ରତିମା ଶ୍ରୀଜଗନ୍ନାଥ ବଲ୍ଲଭ ମଠକୁ ବିଜେ କରିଥିଲେ…

ପୁରୀରେ ସମ୍ପନ୍ନ ହେଲା ଚଳନ୍ତି ପ୍ରତିମାଙ୍କ ସୀତାଚୋରି ନୀତି

ପୁରୀ: ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଶ୍ରୀମନ୍ଦିରରେ ଶ୍ରୀରାମ ନବମୀଠାରୁ ଆରମ୍ଭ ହୋଇଛି ସ୍ୱତନ୍ତ୍ର ନୀତିକାନ୍ତି । ପ୍ରଭୁ ଶ୍ରୀରାମଚନ୍ଦ୍ର, ଲକ୍ଷ୍ମଣ ଓ ଦେବୀ ସୀତାଙ୍କର ଚଳନ୍ତି ପ୍ରତିମା ଜଗନ୍ନାଥବଲ୍ଲଭ ମଠକୁ ବିଜେ କଲାପରେ ସେଠାରେ ଶ୍ରୀରାମଙ୍କ ଜନ୍ମ ଉତ୍ସବରୁ ଆରମ୍ଭ ହୋଇଛି ନୀତି ।…

ପୁରୀ ସହରରେ କଡ଼ାକଡ଼ି ଚାଲିଛି ଲକ୍‌ଡାଉନ୍‌

ପୁରୀ: ଓଡ଼ିଶାରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୨୦କୁ ବୃଦ୍ଧି ପାଇଥିବା ବେଳେ ପୁରୀ ଜିଲ୍ଲାରୁ ଜଣେ କରୋନା ସଂକ୍ରମିତ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ପୁରୀ ଶ୍ରୀମନ୍ଦିରରେ ଗତ ମାର୍ଚ୍ଚ ୨୦ ତାରିଖରୁ ଭକ୍ତଙ୍କ ଦର୍ଶନକୁ ସମ୍ପୂର୍ଣ୍ଣ ବନ୍ଦ କରାଯାଇଥିବା ବେଳେ ଏବେ ଲକ୍‌ଡାଉନ୍ ଯୋଗୁଁ ପୁରୀ…

ଯୋଦ୍ଧା ସାଜିବେ ଶ୍ରୀଜୀଉ: ୨୫ ବର୍ଷ ପରେ ନାଗାର୍ଜୁନ ବେଶରେ ଦେବେ ଦର୍ଶନ

ପୁରୀ: ଦୀର୍ଘ ୨୫ ବର୍ଷ ପରେ ଚଳିତ ବର୍ଷ ପଡୁଛି ଶ୍ରୀଜୀଉଙ୍କ ଦୁର୍ଲ୍ଲଭ ତଥା ବିରଳ ନାଗାର୍ଜୁନ ବେଶ । ତିଥି, ନକ୍ଷତ୍ର ଆଧାରରେ ସ୍ଥିର ହୋଇଛି ଦିନ । ପଞ୍ଜିକା ଗଣନା ଅନୁସାରେ ଚଳିତ ୨୦୨୦ ବର୍ଷ ନଭେମ୍ବର ୨୭ ତାରିଖରେ ଏହି ଅଲୌକିକ ବେଶ ଧାରଣ କରିବେ ମହାପ୍ରଭୁ । ଦୀର୍ଘ ୨୫ ବର୍ଷ ପରେ…

ବାହୁଡାଯାତ୍ରା ଲାଗି ପୁରୀରେ ପ୍ରସ୍ତୁତି ଆରମ୍ଭ

ପୁରୀ: ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କର ବାହୁଡା ଯାତ୍ରା ଆଗାମୀ ୧୨ ତାରିଖରେ ପୁରୀରେ ଅନୁଷ୍ଠିତ ହେବାକୁ ଯାଉଛି । ମାଉସୀମା ଘରକୁ ବୁଲି ଯାଇଥିବା ଚତୁର୍ଦ୍ଧା ମୂରତି ଏବେ ଫେରିବେ ବଡ ଦେଉଳକୁ । ଏନେଇ ପୁରୀ ଜିଲ୍ଲା ପ୍ରଶାସନ ପକ୍ଷରୁ ଆରମ୍ଭ ହୋଇଯାଇଛି ପ୍ରସ୍ତୁତି ପର୍ବ । ଗଣମାଧ୍ୟମକୁ…

ଆଜି ଶ୍ରୀଜିଉଙ୍କ ‘ବନକଲାଗି’ ନୀତି, ବନ୍ଦ ରହିବ ଦର୍ଶନ

ପୁରୀ : ଶ୍ରୀଗୁଣ୍ଡିଚା ମନ୍ଦିରରେ ତିନି ଠାକୁର ଭକ୍ତମାନଙ୍କୁ ଦର୍ଶନ ଦେଉଥିବାବେଳେ ଶନିବାର ଦିନ ସେମାନଙ୍କର ବନକଲାଗି ନୀତି ଅନୁଷ୍ଠିତ ହେବ । ମିଳିଥିବା ସୂଚନାନୁଯାୟୀ ଆଜି ମଧ୍ୟାହ୍ନ ଧୂପ ଓ ଭୋଗ ମଣ୍ଡପ ନୀତି ପରେ ଭଗବାନଙ୍କ ବନକଲାଗି ନୀତି ହେବ । ଏହି ଅବସରରେ ଶ୍ରୀଜିଉଙ୍କ ଦର୍ଶନ…