Latest Odisha News

BREAKING NEWS

Browsing Tag

Jagatsinghpur Collector

ଜଗତସିଂହପୁର ଜିଲ୍ଲାର ନୂତନ ଜିଲ୍ଲାପାଳ ଭାବେ ଦାୟିତ୍ବ ନେଲେ ପାରୁଲ ପଟୁଆରୀ

ଜଗତସିଂହପୁର : ଜଗତସିଂହପୁର ଜିଲ୍ଲାର ନୂତନ ଜିଲ୍ଲାପାଳ ଭାବେ ଦାୟିତ୍ବ ନେଲେ ପାରୁଲ ପଟୁଆରୀ । ଆଜି ସକାଳେ ଜଗତସିଂହପୁର ସର୍କିଟ ହାଉସରେ ପହଞ୍ଚିବା ପରେ ସେଠାରେ କିଛି ସମୟ ରହିଥିଲେ । ଏହାପରେ ସେଠାରୁ ଯାଇ ଜଗତସିଂହପୁର ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ପହଞ୍ଚି ଥିଲେ । ନୂଆ ଜିଲ୍ଲାପାଳ…

ଜଗତସିଂହପୁରରେ ଦୁର୍ଗାପୂଜା ମନା

ଜଗତସିଂହପୁର: ଏଥର ଫିକା ପହିବ ପାର୍ବଣ ଋତୁ । ହେବନି ଦୁର୍ଗାପୂଜା । ମହାମାରୀ କରୋନା ପାଇଁ ଜଗତସିଂହପୁର ଜିଲ୍ଲାରେ ଦୁର୍ଗା ପୂଜା ଉପରେ ଲାଗିଲା କଟକଣା । ଚଳିତ ବର୍ଷ ସାରା ଜିଲ୍ଲାରେ ସାର୍ବଜନୀନ ଦୁର୍ଗାପୂଜା ବନ୍ଦ ରହିବ ବୋଲି ଜିଲ୍ଲା ପ୍ରଶାସନ ନିଷ୍ପତି ନେଇଛି । ବିଭିନ୍ନ ପୂଜା…

ସ୍କଚ୍ ଆଓ୍ୱାର୍ଡ ପରେ ଜଗତସିଂହପୁର ଓ ନବରଙ୍ଗପୁର ଜିଲ୍ଲାପାଳଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: କୋଭିଡ୍ ପରିଚାଳନାରେ ଉଲ୍ଲେଖନୀୟ ପ୍ରଦର୍ଶନ ପାଇଁ ଜଗତସିଂହପୁର ଓ ନବରଙ୍ଗପୁର ଜିଲ୍ଲାକୁ ଜାତୀୟସ୍ତରର ସ୍କଚ୍ ଆୱାର୍ଡ-୨୦୨୦ ମିଳିଛି । ଅନ୍‌ଲାଇନ୍ ମାଧ୍ୟମରେ ଏହି ପୁରସ୍କାର ଉତ୍ସବ କରାଯାଇଥିଲା । ଏହି ସଫଳତା ପରେ ଉଭୟ ଜିଲ୍ଲାର ଜିଲ୍ଲାପାଳମାନଙ୍କୁ ଶୁଭେଚ୍ଛା ଓ ଅଭିନନ୍ଦନ…