Latest Odisha News

BREAKING NEWS

Browsing Tag

Jagatsinghpur

ହସ୍ପିଟାଲରେ ସ୍ୱାମୀର ମୃତ୍ୟୁ ପରେ ସ୍ତ୍ରୀର ଆତ୍ମହତ୍ୟା

ଜଗତସିଂହପୁର: ସ୍ୱାମୀର ମୃତ୍ୟୁ ପରେ ଜୀବନ ହାରିଲେ ସ୍ତ୍ରୀ । ସ୍ୱାମୀର ମୃତ୍ୟୁକୁ ସହି ନପାରି ସ୍ତ୍ରୀ କଲା ଆତ୍ମହତ୍ୟା । ଏଭଳି ଦୁଃଖଦ ଘଟଣା ଘଟିିଛି ଜଗତସିଂହପୁର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ । ଜଗତସିଂହପୁର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟର ଆଇସୋଲେସନ ୱାର୍ଡରେ ଜଣେ ପ୍ରବାସୀଙ୍କ ମୃତ୍ୟୁ…

ଜଗତସିଂହପୁରରେ ୧୧ ଲକ୍ଷଣ ବିହୀନ କରୋନା ରୋଗୀ କୋଭିଡ୍ ହସ୍ପିଟାଲକୁ ସ୍ଥାନାନ୍ତରୀତ

ଜଗତସିଂହପୁର: ଜଗତସିଂହପୁର ଜିଲ୍ଲା ପ୍ରଶାସନ ବୁଧବାର ଦିନ କରୋନା ରୋଗର କୌଣସି ଲକ୍ଷଣ ନଥିବା ୧୧ ଜଣ ଆକ୍ରାନ୍ତଙ୍କୁ କୋଭିଡ୍ ହସ୍ପିଟାଲକୁ ସ୍ଥାନାନ୍ତରୀତ କରିଛନ୍ତି । ଅଧିକ ପଢନ୍ତୁ: କଟକରେ ଚିହ୍ନଟ ୪ ନୂଆ କରୋନା ପଜିଟିଭଙ୍କ ସମ୍ପର୍କରେ ଜାଣନ୍ତୁ ଗଣମାଧ୍ୟମକୁ ସୂଚନାଦେଇ ଜିଲ୍ଲାପାଳ…

ଆଗାମୀ ୧୨ ଘଣ୍ଟା ମଧ୍ୟରେ ଏହି ଜିଲ୍ଲା ଗୁଡ଼ିକରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର: ବାତ୍ୟା ‘ଅମ୍ଫାନ୍‌’ ପଶ୍ଚିମବଙ୍ଗର ଦୀଘା ଓ ବାଂଲାଦେଶର ହାତିଆ ଦୀପ ଦେଇ ଦିନ ୩ଟା ୩୦ରୁ ସନ୍ଧ୍ୟା ୫ଟା ୩୦ ମଧ୍ୟରେ ସୁନ୍ଦରବନ ଅଞ୍ଚଳ ଅତିକ୍ରମ କରିଛି । ଏହି ସମୟରେ ପବନର ବେଗ ଘଣ୍ଟା ପ୍ରତି ୧୫୫ରୁ ୧୬୫ କିଲୋମିଟର ରହିଥିବା ସହିତ ୧୮୫ ର ଝଟକା ଥିଲା । ଏହାର ପ୍ରଭାବରେ ଆଗାମୀ…

ସମ୍ଭାବ୍ୟ ବାତ୍ୟା ପରିସ୍ଥିତି ଲାଗି ୪ଟି ଜିଲ୍ଲାକୁ ହାଇ ଆଲର୍ଟ !

ଭୁବନେଶ୍ୱର: ବଙ୍ଗୋପସାଗରରେ ଝଡ଼ ଯୋଗୁଁ ଉତ୍ତର ଉପକୂଳବର୍ତ୍ତୀ ଓଡ଼ିଶାର ଜଗତସିଂହପୁର, କେନ୍ଦ୍ରାପଡ଼ା, ଭଦ୍ରକ ଏବଂ ବାଲେଶ୍ୱର ଜିଲ୍ଲାକୁ ହାଇ ଆଲର୍ଟ ଜାରି କରାଯାଇଛି । ଆଜି ଏସମ୍ପର୍କରେ ରାଜ୍ୟ ମୁଖ୍ୟ ସଚିବ ଅସିତ୍ ତ୍ରିପାଠୀ ଏବଂ ସ୍ୱତନ୍ତ୍ର ରିଲିଫ୍ କମିଶନର୍ (ଏସଆରସି) ପ୍ରଦୀପ…

ଜଗତସିଂହପୁରରେ ୨ ଗୋଷ୍ଠୀ ମଧ୍ୟରେ ମୁହାଁମୁହିଁ; ଯୁବକ ଗୁରୁତର

ଜଗତସିଂହପୁର: ଜଗତସିଂହପୁର ଜିଲ୍ଲା ବାଲିକୁଦା ଥାନା ଅନ୍ତର୍ଗତ ଅଳାଭଳ ଗ୍ରାମରେ କୌଣସି କାରଣବଶତଃ ଦୁଇ ଗୋଷ୍ଠୀ ମଧ୍ୟରେ ମୁହାଁମୁହିଁ ହେବା ପରେ ଗୁଳିମାଡରେ ଜଣେ ଯୁବକ ଗୁରୁତର ଆହତ ହୋଇଛନ୍ତି । ଆହତ ଯୁବକ ଜଣକ ବାଲିକୁଦା ବାଲିସାହି ଗ୍ରାମର ଦେବରାଜ ବିଶ୍ୱାଳ ବୋଲି ଜଣାପଡିଛି ।…

ଜଗତସିଂହପୁର: ହସ୍ପିଟାଲ୍ ପାଇଖାନାରୁ ଉଦ୍ଧାର ହେଲା ନବଜାତକର ମୃତଦେହ

ଜଗତସିଂହପୁର : ଜଗତସିଂହପୁର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟର ଟଏଲେଟରୁ ସୋମବାର ଦିନ ଏକ ନବଜାତ ଶିଶୁପୁତ୍ରର ମୃତଦେହ ଉଦ୍ଧାର କରାଯାଇଛି। ଯାହାକୁ ନେଇ ମେଡିକାଲ୍ ପରିସରରେ ଉତ୍ତେଜନା ପ୍ରକାଶ ପାଇଛି । ପ୍ରାପ୍ତ ସୂଚନାନୁଯାୟୀ ଜଣେ ରୋଗୀଙ୍କ ସମ୍ପର୍କୀୟ ପାଇଖାନା ଭିତରେ ଏକ ନବଜାତ ଶିଶୁର…