Latest Odisha News

BREAKING NEWS

Browsing Tag

Jagganath Temple

ବାଧ୍ୟତାମୂଳକ କୋଭିଡ ରିପୋର୍ଟ ଯୋଗୁଁ କମ ଭକ୍ତ କରୁଛନ୍ତି ଜଗା ଦର୍ଶନ

ପୁରୀ: ଶ୍ରୀମନ୍ଦିରରେ ଶ୍ରୀଜୀଉଙ୍କ ସର୍ବସାଧାରଣ ଦର୍ଶନ ପାଇଁ ଗତ ତିନି ତାରିଖରୁ ଶ୍ରୀମନ୍ଦିର ଖୋଲିଛି। ତେବେ ଶ୍ରଦ୍ଧାଳୁଙ୍କ ପାଇଁ କୋଭିଡ୍ ନେଗେଟିଭ୍ ରିପୋର୍ଟ ଦେଖାଇ ଭିତରକୁ ଯିବା ବାଧ୍ୟତାମୂଳକ ଥିବାରୁ ବହୁ ସଂଖ୍ୟାରେ ଭକ୍ତ ଫେରିଯାଉଛନ୍ତି । ଗତକାଲି ମାତ୍ର ଦେଢ ହଜାର ଭକ୍ତ ଦର୍ଶନ…

ଶ୍ରୀମନ୍ଦିରରେ କାମିନୀ ଏକାଦଶୀ ପାଳିତ

ପୁରୀ: ଆଜି ଶ୍ରୀମନ୍ଦିରରେ ଅନୁଷ୍ଠିତ ହୋଇଯାଇଛି କାମିନୀ ଏକାଦଶୀ । ଶ୍ରୀମନ୍ଦିର ପରମ୍ପରା ଅନୁଯାୟୀ ଶ୍ରୀମନ୍ଦିରରୁ ମହାପ୍ରଭୁଙ୍କ ଆୟୁଧ ସୁଦର୍ଶନ ଚକ୍ରଙ୍କୁ ନଗର ପରିକ୍ରମା କରାଯାଇଥାଏ । ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କର ଦୈନନ୍ଦିନ ନୀତିକାନ୍ତି ସହ ମଧ୍ୟାହ୍ନ ଧୂପ ସମ୍ପନ୍ନ ହେବା ପରେ…