Latest Odisha News

BREAKING NEWS

Browsing Tag

Jail

ଉତ୍ତର ଭାରତ ଜେଲରେ ଥିବା ଗ୍ୟାଙ୍ଗଷ୍ଟାର୍ସଙ୍କୁ ଆଣ୍ଡାମାନ ଜେଲ ପଠାଇବାକୁ ପ୍ରସ୍ତୁତ, ଗୃହ ମନ୍ତ୍ରଣାଳୟକୁ ଏନଆଇଏର…

ନୂଆଦିଲ୍ଲୀ: ଉତ୍ତର ଭାରତର ଜେଲରେ ଥିବା ୧୦ ରୁ ୧୨ ଗ୍ୟାଙ୍ଗଷ୍ଟାରଙ୍କୁ ଆଣ୍ଡାମାନ ଏବଂ ନିକୋବର ଜେଲକୁ ସ୍ଥାନାନ୍ତର କରିବାକୁ ପ୍ରସ୍ତୁତି ଚାଲିଛି। ସୂତ୍ରରୁ ପ୍ରକାଶ ଯେ ଜାତୀୟ ଅନୁସନ୍ଧାନ ଏଜେନ୍ସି (ଏନଆଇଏ) ଗୃହ ମନ୍ତ୍ରଣାଳୟକୁ ଏକ ଚିଠି ଲେଖିଛି ଯେଉଁଥିରେ ଦିଲ୍ଲୀ, ପଞ୍ଜାବ ଏବଂ…

ମଦ ପିଇ ଗାଡ଼ି ଚଳାଉଥିଲେ ସାବଧାନ ! ଯାଇ ପାରନ୍ତି ଜେଲ୍…

ଭୁବନେଶ୍ୱର: ଅବହେଳା ଓ ଖାମ ଖିଆଲ୍ ମନୋଭାବ ପାଇଁ ଘଟୁଥିବା ଦୁର୍ଘଟଣା ଏଡ଼ାଇବାକୁ ମଦୁଆଙ୍କ ଉପରେ ନଜର ରଖିବ ପରବହନ ବିଭାଗ । ଏନେଇ ରାଜ୍ୟ ସରକାର ନିର୍ଦ୍ଦେଶନାମା ଜାରି କରିଛନ୍ତି । ରାଜ୍ୟରେ ମଦ ପିଇ ଗାଡ଼ି ଚାଳନା କରୁଥିବା ଡ୍ରାଇଭରଙ୍କୁ ଧରାଯିବ । ଜାରି ନିର୍ଦ୍ଦେଶନାମା ଅନୁସାରେ,…

ଜେଲ୍‌‌ ବିଭାଗର ଅଭିନବ ଯୋଜନା; କଏଦୀଙ୍କୁ ପାଠ ପଢ଼଼ାଇବେ ଉଚ୍ଚ ଶିକ୍ଷାଗତ ଯୋଗ୍ୟତା ଥିବା କଏଦୀ, ପାଇବେ ପାରିଶ୍ରମିକ

ଭୁବନେଶ୍ୱର: ଏଣିକି ଜେଲରେ ଉଚ୍ଚ ଶିକ୍ଷାଗତ ଯୋଗ୍ୟତା ଥିବା କଏଦୀ ଅନ୍ୟ କଏଦୀଙ୍କୁ ପାଠ ପଢ଼଼ାଇବେ। କିଛି ଏଭଳି ଅଭିନବ ବ୍ୟବସ୍ଥା ଲାଗୁ କରିବାକୁ ରାଜ୍ୟ ଜେଲ୍‌‌ ବିଭାଗ ଯୋଜନା କରିଛି। ସୂଚନା ଅନୁସାରେ ଉପଯୁକ୍ତ ଶିକ୍ଷାଗତ ଯୋଗ୍ୟତା ଥିବା କଏଦୀ ପାଠ ପ୍ରତି ଆଗ୍ରହୀ ଅନ୍ୟ କଏଦୀଙ୍କୁ ପାଠ…

ଡାକ୍ତରଖାନାକୁ ଯିବାବେଳେ ବଞ୍ଚିଥିଲେ କି ଗୋବିନ୍ଦ?

ବଲାଙ୍ଗୀର : ଗୋବିନ୍ଦ ସାହୁ ମୃତ୍ୟୁକୁ ନେଇ ରାଜ୍ୟରେ ହଇଚଇ ସୃଷ୍ଟି ହୋଇଛି । ଗୋବିନ୍ଦର ମୃତ୍ୟୁ ଏକ ରହସ୍ୟ ହୋଇ ରହିନଯାଉ, ସେଥିପାଇଁ ଖୁବ ସାବଧାନତା ସହିତ ତଦନ୍ତ କରୁଛି କ୍ରାଇମବ୍ରାଞ୍ଚ । ଏଭଳି ସ୍ଥିତିରେ ଏକ ଚାଞ୍ଚଲ୍ୟକର ତଥ୍ୟ ସାମ୍ନାକୁ ଆସିଛି । ଗୋବିନ୍ଦଙ୍କ ଓକିଲ ଦୁର୍ଗା ମୋହନ…

ହ୍ୱାଟ୍ସଆପ୍‌ରେ ରେଡ୍ ହାର୍ଟ୍ ଇମୋଜି ପଠାଉଛନ୍ତି କି? ହୋଇପାରେ ଜେଲ ଦଣ୍ଡାଦେଶ

ଭୁବନେଶ୍ୱର: ଡିଜିଟାଲ୍ ଯୁଗରେ ହ୍ୱାଟ୍ସଆପ୍ ଭଳି ବାର୍ତ୍ତାବାହକ ଆପ୍ଲିକେସନ୍ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଛି । ତେବେ ଏହାର ଭୁଲ ବ୍ୟବହାର ଆପଣଙ୍କୁ ସମସ୍ୟାରେ ପକାଇପାରେ । ହ୍ୱାଟ୍ସଆପ୍‌ରେ ଯଦି ଆପଣ କାହାକୁ ରେଡ୍ ହାର୍ଟ ଇମୋଜି ପଠାଉଛନ୍ତି, ତେବେ ବେଳ ଥାଉଥାଉ ସାବଧାନ…

ଭୁବନେଶ୍ୱରରେ ଯୁବତୀଙ୍କୁ ବଳାତ୍କାର ମାମଲାରେ ଅଭିଯୁକ୍ତକୁ ୧୦ ବର୍ଷ କାରାଦଣ୍ଡ

ଭୁବନେଶ୍ୱର : ଭୁବନେଶ୍ୱରରେ ଯୁବତୀଙ୍କୁ ବଳାତ୍କାର ମାମଲାରେ ରାୟ ଶୁଣାଣି । ସ୍ଥାନୀୟ ଅତିରିକ୍ତ ଦୌରାନ୍ୟାୟାଧୀଶ ଅଦଲତରେ ଗୁରୁବାର ଏହି ବଳାତ୍କାର ମାମଲାର ରାୟ ପ୍ରକାଶ ପାଇଛି । ଅତିରିକ୍ତ ଦୌରା ନ୍ୟାୟଧୀଶ ମିନାକ୍ଷୀ ଦାଶ ଅଭିଯୁକ୍ତ ଟୁଡୁ ଓରଫ ସୌମେନ୍ଦ୍ର ନାରାୟଣ ଦାସକୁ ୧୦ ବର୍ଷ…

ଚିଟଫଣ୍ଡ ଦଲାଲଙ୍କୁ ଜେଲ ଦଣ୍ଡାଦେଶ

କଟକ : ଚିଟଫଣ୍ଡ ଦଲାଲଙ୍କୁ ଜେଲଦଣ୍ଡ । କଟକବାସୀଙ୍କୁ ପ୍ରଲୋଭନ ଦେଖାଇ ଟଙ୍କା ଲୁଟ କରୁଥିବା ସିଦ୍ଧ ମହାପୁରୁଷ ମନି ସୋସାଇଟି ଚିଟଫଣ୍ଡ ସଂସ୍ଥାର ୭ ଜଣକୁ ୭ ବର୍ଷ ସଶ୍ରମ କାରାଦଣ୍ଡ । ଦଣ୍ଡାଦେଶ ଶୁଣାଇଛନ୍ତି ସ୍ବତନ୍ତ୍ର OPID କୋର୍ଟ । କେନ୍ଦ୍ରାପଡ଼ାର ଏକ ମାମଲାରେ ଚାରି ଜଣଙ୍କୁ ଧାରା…

ଦଗାଦିଆ ଛାତ୍ରକୁ ଜେଲ ପଠାଇଲେ ପ୍ରେମିକା ଶିକ୍ଷୟତ୍ରୀ

ରାମପୁର(ଉ.ପ୍ର): ଗୁରୁ ଓ ଶିଷ୍ୟ ଭଳି ପବିତ୍ର ସଂପର୍କରେ ପଡିଲା କଳଙ୍କର ଛିଟା । ପବିତ୍ର ସଂପର୍କକୁ ପ୍ରେମ ସଂପର୍କରେ ପରିଣତ କରିଥିଲେ ଜଣେ ଛାତ୍ର ଓ ଶିକ୍ଷୟତ୍ରୀ । ହେଲେ ଶେଷରେ ଏହି ପ୍ରେମ କାହାଣୀର ପରିଣାମ ଛାତ୍ର ପାଇଁ କାଳ ସାଜିଛି । ତେବେ ଏକତରଫା ନୁହେଁ ବରଂ ଉଭୟଙ୍କ ମନରେ ଉଠିଥିଲା…

ମିଳିଲାନି ବେଲ୍‌, ଜେଲ ଗଲେ ବିଧାୟକ ପ୍ରଦୀପ ପାଣିଗ୍ରାହୀ

ଭୁବନେଶ୍ୱର: ଝାରପଡା ଜେଲ ଗଲେ ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀ । ଜାମିନ ଖାରଜ ହେବା ପରେ ତାଙ୍କୁ ୧୪ ଦିନ ପାଇଁ ବିଚାର ବିଭାଗୀୟ ହାଜତକୁ ପଠାଇ ଦିଆଇଛି । ଆଜି ସନ୍ଧ୍ୟାରେ ଗିରଫ ପରେ ଏସଡିଜେଏମ୍ କୋର୍ଟରେ ହାଜର କରାଯାଇଥିଲା । ସ୍ୱାସ୍ଥ୍ୟଗତ କାରଣ ଦର୍ଶାଇ ତାଙ୍କ ଓକିଲ ଜାମିନ ପାଇଁ…

ବ୍ରହ୍ମପୁର ଜେଲରେ ୪୨ କରୋନା ପଜିଟିଭ୍ ଚିହ୍ନଟ

ବ୍ରହ୍ମପୁର: ବ୍ରହ୍ମପୁର ମଣ୍ଡଳ କାରଗାରରୁ ୪୨ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ମଧ୍ୟରେ ୩୩ ଜଣ ବିଚାରଧୀନ କଏଦୀ ଥିବା ବେଳେ ଅନ୍ୟ ୯ ଜଣ ଜେଲର କର୍ମଚାରୀ ବୋଲି ଜଣାପଡିଛି । ଗତକାଲି ଜେଲରେ କରୋନା ସଂକ୍ରମିତ ଥିବା ଗଣମାଧ୍ୟମରେ ଚର୍ଚ୍ଚା ହୋଇଥିଲା । ଏହାକୁ ଆଧାର କରି…