ବ୍ରାଜିଲ ରାଷ୍ଟ୍ରପତିଙ୍କ କୋଭିଡ୍ ଟେଷ୍ଟ ରିପୋର୍ଟ ପୁଣି ପଜିଟିଭ୍
ବ୍ରସିଲିଆ: ବ୍ରାଜିଲ ରାଷ୍ଟ୍ରପତି ଜୈର ବୋଲସୋନାରୋଙ୍କ କୋଭିଡ୍ ଟେଷ୍ଟ ପଜିଟିଭ୍ ପୁଣି ଆସିଛି ପଜିଟିଭ୍ । ଏନେଇ ରାଷ୍ଟ୍ରପତିଙ୍କ କାର୍ୟ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି । ଆସନ୍ତା ଦୁଇ ସପ୍ତାହ ପାଇଁ ବୋଲସୋନାରୋ କ୍ୱାରେଣ୍ଟାଇନରେ ରହିବେ । ଏହାସହ ରାଷ୍ଟ୍ରପତିଙ୍କ ଆଗାମୀ ଗସ୍ତ ସବୁ ବାତିଲ…