[ଦେଖନ୍ତୁ ଭିଡିଓ] ଗାଁରୁ ସହର ସବୁଠି ରଜ ମଉଜ: ରଜ ଦୋଳି ସହ ପିଠା, ମିଠା ପାନର ଜମୁଛି ଆସର
ଯାଜପୁର : ଓଡ଼ିଆ ପରମ୍ପରା ଭିତରେ ରଜର ସ୍ଥାନ ସ୍ୱତନ୍ତ୍ର । ୩ ଦିନ ପାଳନ ହେଉଥିବା ଏକ ମାତ୍ର ପର୍ବ ହେଉଛି ରଜ। ଆଧୁନିକତାର ପ୍ରଭାବରେ ଏହି ରଜ ପର୍ବର ଆକର୍ଷଣ କମି କମି ଆସୁଥିବା ବେଳେ ଏହି ପରମ୍ପରାକୁ ବଞ୍ଚାଇ ରଖିବା ପାଇଁ ଉଦ୍ୟମ ଜାରି ରହିଛି । ଯାଜପୁରର ମଙ୍ଗଳପୁରରେ ଏହି ରଜ…