Latest Odisha News

BREAKING NEWS

Browsing Tag

jajpur collector

[ଦେଖନ୍ତୁ ଭିଡିଓ] ରାସ୍ତା କଡ଼ରେ ମଦ ବାରକୁ ଅନୁମତି ପରେ ଜିଲ୍ଲାପାଳଙ୍କ ଦ୍ୱାରସ୍ଥ ହେଲେ ସ୍ଥାନୀୟ ବାସିନ୍ଦା

ଯାଜପୁର: ନିୟମ ନିୟମ ବାଟରେ ଆଉ ମଦ ଦୋକାନ… ଦୋକାନ ବାଟରେ । ମନ୍ଦିର କିମ୍ବା ଶିକ୍ଷାନୁଷ୍ଠାନ ନିକଟରେ ମଦ ଦୋକାନ ଖୋଲିବାକୁ ଅନୁମତି ଦିଆଯିବା କଥା ନୁହେଁ । ହେଲେ ଏଠି ସବୁ ନିୟମକୁ ଦଳି ଚକଟି ଦେଇଛି ଅବକାରୀ ବିଭାଗ । ଯାଜପୁର ଜିଲ୍ଲା ସିଂହପୁର ରାସ୍ତାର ଆକୁଲିଆ ନିକଟରେ ଖୋଲା ଯାଇଛି ମଦ…

ପଶ୍ଚିମବଙ୍ଗରୁ ଯାଜପୁର ଫେରିଛନ୍ତି ୬ଶହରୁ ୭ଶହ ଲୋକ

ଯାଜପୁର: ଯାଜପୁରରେ ଆଉ ୪ କରୋନା ଆକ୍ରାନ୍ତ ଚିହ୍ନଟ ହେବାପରେ ଆଉ ଏକ ଚାଂଚଲ୍ୟକର ତଥ୍ୟ ସାମ୍ନାକୁ ଆସିଛି । ଲକଡାଉନ୍ ବେଳେ ପଶ୍ଚିମବଙ୍ଗରୁ ଯାଜପୁରକୁ ଫେରିଛନ୍ତି ୬ଶହରୁ ୭ ଶହ ଲୋକ । ଏନେଇ ସୂଚନା ଦେଇଛନ୍ତି ଯାଜପୁର ଜିଲ୍ଲାପାଳ । ତେବେ ଏହି ପଶ୍ଚିମବଙ୍ଗ ଫେରନ୍ତା ଜିଲ୍ଲାପ୍ରଶାସନ ପାଇଁ…

ରସୁଲପୁର ବିଡିଓ ଓ ତହସିଲଦାରଙ୍କୁ ସଂଘବଦ୍ଧ ଆକ୍ରମଣ ଘଟଣାରେ ଆଉ ପାଞ୍ଚ ଗିରଫ

ଯାଜପୁର : କୁଆଖିଆ ଥାନା ଅନ୍ତର୍ଗତ ଗୋପୀନାଥପୁର ଗାଁରେ ରସୁଲପୁର ବିଡିଓ ଓ ତହସିଲଦାରଙ୍କୁ ସଂଘବଦ୍ଧ ଆକ୍ରମଣ ଘଟଣାରେ ସଂପୃକ୍ତ ଆଉ ୫ଜଣଙ୍କୁ ପୋଲିସ ଗିରଫ କରିଛି । ଶନିବାର ଏହି ଘଟଣାରେ ୩ଜଣକୁ ଗିରଫ କରି ପୋଲିସ କୋର୍ଟ ଚାଲାଣ କରିଥିଲା । ଆକ୍ରମଣ ଘଟଣା ପରେ ଗୋପୀନାଥପୁର ଗାଁର ମୁସଲିମ…

ଡ୍ୟୁଟି ବେଳେ ମଦ୍ୟପାନ କରି ୩ କର୍ମଚାରୀ ନିଲମ୍ବିତ

ଯାଜପୁର: ଯାଜପୁର ଜିଲ୍ଲାର ଜିଲ୍ଲାପାଳ ରଞ୍ଜନ କୁମାର ଦାସ ଶୁକ୍ରବାର ଦିନ ଯୋଗାଣ ବିଭାଗର ୩ ଜଣ କର୍ମଚାରୀଙ୍କୁ ଡ୍ୟୁଟି ସମୟରେ ମଦ୍ୟପାନ କରୁଥିବା ଯୋଗୁଁ ନିଲମ୍ବନ କରିଛନ୍ତି । ମିଳିଥିବା ସୂଚନା ଅନୁଯାୟୀ ଯୋଗାଣ ବିଭାଗର ଏହି ୩ ଜଣ କର୍ମଚାରୀ ଡ୍ୟୁଟି ସମୟରେ ମଦ୍ୟପାନ କରୁଥିବା ବେଳେ…