ବ୍ରହ୍ମଚାରୀ ହାଇସ୍କୁଲରେ ମଧ୍ୟାହ୍ନ ଭୋଜନ ଚାଉଳ ବଣ୍ଟନରେ ଅନିୟମିତତା ଅଭିଯୋଗ
ଯାଜପୁର: ମଧ୍ୟାହ୍ନ ଭୋଜନ ଚାଉଳ ବଣ୍ଟନରେ ଅନିୟମିତତା ଅଭିଯୋଗ । ଏହିଭଳି ଅଭିଯୋଗ ଆସିଛି ଯାଜପୁର ଜିଲ୍ଲା ଖଇରାବାଦ ପଞ୍ଚାୟତର ବ୍ରହ୍ମଚାରୀ ହାଇସ୍କୁଲରୁ ।
କୋଭିଡ଼ ପାଇଁ ଏବେ ମଧ୍ୟାହ୍ନ ଭୋଜନ ବନ୍ଦ ଥିବାବେଳେ ଛାତ୍ରଛାତ୍ରୀଙ୍କୁ ଚାଉଳ ବଣ୍ଟନ କରାଯାଉଛି । ହେଲେ ଏହି ବିଦ୍ୟାଳୟରେ…