ଯାଜପୁରରେ ଦୁଇ ବାଇକ ମୁଁହାମୁହିଁ ଧକ୍କା: ଜଣେ ମୃତ
ଯାଜପୁର: ଯାଜପୁର ଜିଲ୍ଲା ସୁକିନ୍ଦା ଥାନା କନ୍ତିରା ଛକ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା। ଦୁଇ ବାଇକ୍ ମଧ୍ୟରେ ମୁହାଁମୁହିଁ ଧକ୍କା। ଫଳରେ ଘଟଣାସ୍ଥଳରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ଜଣେ ଗୁରୁତର ଆହତ ହୋଇଛନ୍ତି।
ଗୁରୁତରଙ୍କୁ ସୁକିନ୍ଦା ମେଡ଼ିକାଲରେ ପ୍ରାଥମିକ ଚିକିତ୍ସା…