Latest Odisha News

BREAKING NEWS

Browsing Tag

Jajpur

‘ମାମୁ ଭଣଜା ଯୋଡି ଡିନାମାଇଟ ଲଗାଇ ବନ୍ଧ ଭାଙ୍ଗିଛନ୍ତି’

ଭୁବନେଶ୍ୱର: ମାମୁ ଭଣଜା ଯୋଡି ଡିନାମାଇଟ ଲଗାଇ ନଦୀର ବନ୍ଧ ଭାଙ୍ଗିଛନ୍ତି । ନଦୀ ବନ୍ଧ ଭାଙ୍ଗି ଲକ୍ଷାଧିକ ଲୋକଙ୍କ ଜୀବନକୁ ସଂକଟାପନ୍ନ କରିଛନ୍ତି । ଏପରି କହି ଆଜି ସାମ୍ବାଦିକ ସମ୍ମିଳନୀରେ ବିଜେଡି ଉପରେ ବର୍ଷିଛନ୍ତି ବିଜେପି ସାଧାରଣ ସମ୍ପାଦିକା ଲେଖାଶ୍ରୀ ସାମନ୍ତସିଂହାର । ସେ…

ଗାଁ ଦାଣ୍ଡରେ ଆଁ କରିଛି କୁମ୍ଭୀର

ଯାଜପୁର: ଗାଁ ଦାଣ୍ଡରେ କୁମ୍ଭୀର । ବିରାଟ କୁମ୍ଭୀରକୁ ଦେଖି ଲେକେ ଛାନିଆ । ବର୍ଷା ପାଣିରେ ଗାଁ ଭିତରକୁ ବିରାଟ କୁମ୍ଭୀର ପଶି ଆସିଛି । ଯାଜପୁର ଦଶରଥପୁର ଗାଁ ଦାଣ୍ଡରେ ଏହି ଦୃଶ୍ୟ ଦେଖିବାକୁ ମିଳିଛି । ଲଗାଣ ବର୍ଷା ଯୋଗୁଁ ଗାଁରେ ଆଣ୍ଠୁଏ ଲେଖାଏଁ ପାଣି ଜମି ରହିଛି । ନଦୀର ବନ୍ୟା ଜଳ…

ଖୁବଶୀଘ୍ର ଯାଜପୁରରେ ଆରମ୍ଭ ହେବ ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟକ୍ରମ

ଯାଜପୁର: ଯାଜପୁରର ସାମଗ୍ରିକ ବିକାଶ ପାଇଁ ରାଜ୍ୟ ସରକାର ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ନେଇଛନ୍ତି । ଦୀର୍ଘଦିନ ଧରି ବ୍ୟାସନଗର ପୌରାଂଚଳ ଏବଂ ପାଣିକୋଇଲି ଅଂଚଳରେ ବିକାଶ ମୂଳକ କାର୍ଯ୍ୟ ପଛେଇ ଯାଇଥିବାରୁ ଏହି ଅଂଚଳର ବିକାଶ ପାଇଁ ଜିଲ୍ଲା ଖଣିଜ ପାଣ୍ଠିରୁ ଅର୍ଥ ଖର୍ଚ୍ଚ କରିବାକୁ ନିଷ୍ପତି…

କରୋନା ମୁକାବିଲା ପାଇଁ ସୁନ୍ଦରଗଡ ଓ ଯାଜପୁର ଜିଲ୍ଲାକୁ ମିଳିବ ୧୦ କୋଟି

ଭୁବନେଶ୍ୱର: ରାଜ୍ୟରେ ଦିନକୁ ଦିନ ବଗିଡିବାରେ ଲାଗିଛି କରୋନା ସ୍ଥିତି । ତେଣୁ ଏହାର ମୁକାବିଲା ପାଇଁ ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପୁଣି ଥରେ ଅଶଉ ଦୁଇ ଜିଲ୍ଲାର ସ୍ଥିତି ସମୀକ୍ଷା କରିଛନ୍ତି । ସୁନ୍ଦରଗଡ ଓ ଯାଜପୁର ଜିଲ୍ଲା ସ୍ଥିତି ସମୀକ୍ଷା କରିଛନ୍ତି ମୁଖ୍ୟମନ୍ତ୍ରୀ । ସ୍ଥିତି…

ଆଜି ଯାଜପୁରରୁ ଚିହ୍ନଟ ଆକ୍ରାନ୍ତଙ୍କ ସବିଶେଷ ତଥ୍ୟ, ଜାଣନ୍ତୁ

ଯାଜପୁର: ଆଜି ଯାଜପୁର ଜିଲ୍ଲାରେ ୨୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହି ୨୦ ଜଣଙ୍କୁ ମିଶାଇ ଜିଲ୍ଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୧୦୪୩ ରେ ପହଞ୍ଚିଛି। ଏଥିମଧ୍ୟରୁ ୮୭୬ ଜଣ ସୁସ୍ଥ ହୋଇ ଫେରିଥିବା ବେଳେ କରୋନାରେ ଜଣଙ୍କର ମୃତ୍ୟୁ ହୋଇଛି । ବର୍ତ୍ତମାନ ଜିଲ୍ଲାରେ ୧୬୫ ଟି ଆକ୍ଟିଭ…

୪ ଜିଲ୍ଲାରେ ବଦଳିଲା ବ୍ୟାଙ୍କ ଖୋଲିବା ସମୟ

ଭୁବନେଶ୍ୱର: ବଦଳିଲା ବ୍ୟାଙ୍କ ଖୋଲିବା ସମୟ । କାଲିଠୁ ଆସନ୍ତା ୩୧ ତାରିଖ ପର୍ଯ୍ୟନ୍ତ ଲକଡାଉନ ଅଂଚଳରେ ବ୍ୟାଙ୍କ ଖୋଲିବା ସମୟରେ ପରିବର୍ତ୍ତନ କରାଯାଇଛି । ଏନେଇ ନିର୍ଦ୍ଦେଶାବଳୀ ଜାରି କରିଛନ୍ତି ରାଜ୍ୟ ସରକାର । ଗଞ୍ଜାମ, ଖୋର୍ଦ୍ଧା, କଟକ, ଯାଜପୁର ଜିଲ୍ଲା ସହିତ ରାଉରକେଲା ସହରରେ…

୭୫ ବର୍ଷର ସ୍ମରଣୀୟ ଯାତ୍ରା: ଏନ୍‍.ସି. କଲେଜ

ଯାଜପୁର ପରି ସଂସ୍କୃତି ଓ ଐତିହ୍ୟ ସଂପନ୍ନ ଅଞ୍ଚଳରେ ଶିକ୍ଷାଦାନ ରାଜ୍ୟର ଅନ୍ୟ ଅଞ୍ଚଳଠାରୁ ଯଥେଷ୍ଟ ଆଗରୁ ଆରମ୍ଭ ହୋଇଥିଲା । ଯାଜପୁର ଜିଲ୍ଲା ସ୍କୁଲ କେବେଠାରୁ ୧୨୫ ବର୍ଷ ଅତିକ୍ରାନ୍ତ କରି ସାରିଲାଣି । ଶିକ୍ଷକ ଓ ଶିକ୍ଷାଦାନର ପରଂପରା ସବୁଦିନେ ଯାଜପୁରରେ ଅନନ୍ୟ । ସେଇଲାଗି ସେ ସହର ଓ…

ଲକଡାଉନ୍ ଘୋଷିତ ଚାରି ଜିଲ୍ଲାରେ ୬୪% ଆକ୍ଟିଭ୍ କେସ୍

ଭୁବନେଶ୍ୱର: କରୋନା ମୁକାବିଲା ପାଇଁ ଅଧିକ ସଂକ୍ରମିତ ଚାରି ଜିଲ୍ଲା ଗଞ୍ଜାମ, ଖୋର୍ଦ୍ଧା, କଟକ ଓ ଯାଜପୁରକୁ ଲକଡାଉନ୍ ଘୋଷଣା କରିଛନ୍ତି ସରକାର । ଏହାସହ ରାଉରକେଲା ମହାନଗର ନିଗମ ଅଞ୍ଚଳରେ ବି ୧୪ ଦିନିଆ ସଟଡାଉନ୍ ଲାଗୁ ହେବ । କାରଣ ସେସବୁ ଜିଲ୍ଲାରେ ସଂକ୍ରମିତ ଓ ଆକ୍ଟିଭ୍ କେସ୍ ଅଧିକ…

ଅନ୍ଧବିଶ୍ୱାସରେ ଆଜିବି ବନ୍ଧା ମଣିଷ: ଗୁଣି ସନ୍ଦେହରେ ନିର୍ମମ ହତ୍ୟାକାଣ୍ଡ

ଯାଜପୁର: ଅନ୍ଧବିଶ୍ୱାସର ଅନ୍ଧ ଗଳିରେ ଆଜିବି ବଞ୍ଚିଛନ୍ତି ଅନେକ । ଏହାର ଏକ ଜ୍ୱଳନ୍ତ ଉଦାହରଣ ଦେଖିବାକୁ ମିଳିଛି ଯାଜପୁର ଜିଲ୍ଲା ଯାଜପୁର ରୋଡ଼ ଥାନା ଅନ୍ତର୍ଗତ ଓଲ୍ଲଳ ଠାରେ। ଗୁଣିଗାରେଡି ସନ୍ଦେହରେ ଜଣେ ୬୫ ବର୍ଷୀୟା ବୃଦ୍ଧାଙ୍କୁ ଅତି ନିର୍ମମ ଭାବେ ହତ୍ୟା ଅଭିଯୋଗ। ବୃଦ୍ଧାଙ୍କ କଟା…

ଯାଜପୁରରୁ ଆଜି ଚିହ୍ନଟ ସମସ୍ତ ୮୬ ପଜିଟିଭଙ୍କ ସବିଶେଷ ତଥ୍ୟ, ଜାଣନ୍ତୁ

ଯାଜପୁର: ଆଜି ଯାଜପୁର ଜିଲ୍ଲାରେ ସର୍ବାଧିକ ୮୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହି ୮୬ ଜଣଙ୍କୁ ମିଶାଇ ଜିଲ୍ଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୭୫୯ ରେ ପହଞ୍ଚିଛି। ଏଥିମଧ୍ୟରୁ ୪୮୮ ଜଣ ସୁସ୍ଥ ହୋଇ ଫେରିଥିବା ବେଳେ ବର୍ତ୍ତମାନ ଜିଲ୍ଲାରେ ୨୭୦ ଟି ଆକ୍ଟିଭ କେସ ରହିଛି। ଏଥିସହିତ…