Latest Odisha News

BREAKING NEWS

Browsing Tag

Jajpur

ଶିକ୍ଷୟିତ୍ରୀଙ୍କୁ ଗୋଡାଇ ଗୋଡାଇ ହାଣିଲେ

ଯାଜପୁର: ଦିନ ଦିପହରେ ହତ୍ୟାକାଣ୍ଡ । ଶିକ୍ଷୟିତ୍ରୀଙ୍କୁ ଗୋଡ଼ାଇ ଗୋଡ଼ାଇ ହାଣିଦେଲେ ଦୁର୍ବୃତ୍ତ। ଯାଜପୁର ରୋଡ୍ ରାଛିପୁର ଛକରେ ଘଟିଛି ଏପରି ଅଭାବନୀୟ ଘଟଣା । ମୃତ ଶିକ୍ଷୟିତ୍ରୀଙ୍କ ନାଁ ମହାମାୟା ଜେନା। ଅନ୍ୟ ଜଣେ ଶିକ୍ଷକ ମୋହିନୀ ମୋହନ ମୁଦୁଲିଙ୍କ ସହ ଶିକ୍ଷୟିତ୍ରୀ ଜଣକ ବାଇକ୍‌ରେ…

ଯାଜପୁର: ସୁକିନ୍ଦା ବ୍ଲକ ଛୁଇଁଲା କରୋନା, ଜାଣନ୍ତୁ ସବିଶେଷ ତଥ୍ୟ

ଯାଜପୁର : ଆଜି ଯାଜପୁର ଜିଲ୍ଲାରେ ଆଉ ୨୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହି ୨୫ ଜଣଙ୍କୁ ମିଶାଇ ଜିଲ୍ଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୬୬୪ ରେ ପହଞ୍ଚିଛି। ଏଥିମଧ୍ୟରୁ ୪୧୦ ଜଣ ସୁସ୍ଥ ହୋଇ ଫେରିଥିବା ବେଳେ ବର୍ତ୍ତମାନ ଜିଲ୍ଲାରେ ୨୫୩ ଟି ଆକ୍ଟିଭ କେସ ରହିଛି। ଯାଜପୁରର ସୁକିନ୍ଦା…

ସାଧାରଣ ଲୋକଙ୍କୁ ସରକାରୀ କାର୍ଯ୍ୟାଳୟ ମନା

ଯାଜପୁର: ସରକାରୀ କାର‌୍ୟ୍ୟାଳୟକୁ ସାଧାରଣ ଲୋକଙ୍କୁ ଯିବା ମନା । ଜୁଲାଇ ୮ ଯାଏଁ ଜିଲ୍ଲାର ସମସ୍ତ ସରକାରୀ କାର‌୍ୟ୍ୟାଳୟକୁ ଏହି କଟକଣା ପାଳନ ପାଇଁ ନିର୍ଦ୍ଦେଶ ଦିଆଯାଇଛି । କର୍ମଚାରୀମାନେ ମାସ୍କ ପିନ୍ଧି ଓ ସାମାଜିକ ଦୂରତା ମାନି କାର‌୍ୟ୍ୟ କରିବେ । ଯାଜପୁରରେ କରୋନା ସଂକ୍ରମଣ…

ଯାଜପୁରରେ ଯୌତୁକ ଜନିତ ମୃତ୍ୟୁ ଅଭିଯୋଗରେ ବାପ ପୁଅ ଗିରଫ

ଯାଜପୁର: ଜଣେ ମହିଳାଙ୍କ ଯୌତୁକ ଜନିତ ମୃତ୍ୟୁ ଘଟଣାରେ ଯାଜପୁର ଜିଲ୍ଲାରେ ବାପ ପୁଅଙ୍କୁ ଗିରଫ କରିଛି ପୋଲିସ । ମିଳିଥିବା ସୂଚନାନୁଯାୟୀ, ୨୦୧୮ରେ ଦଶରଥପୁର ବ୍ଲକ ଅନ୍ତର୍ଗତ ନୂଆପାଟଣା ଗ୍ରାମର ସଙ୍ଗିତା ଦାସ ଦୁଦୁରନ୍ତା ଗ୍ରାମର ବିକାଶ ପରିଡ଼ାଙ୍କୁ ବୈଦିକ ରୀତି ଅନୁଯାୟୀ ବିବାହ କରିଥିଲେ…

ଯାଜପୁରରେ ଏଯାଏଁ ପଞ୍ଜିକରଣ କଲେ ୫୦ ହଜାରରୁ ଅଧିକ ପ୍ରବାସୀ

ଯାଜପୁର: ବାହାର ରାଜ୍ୟରୁ ଯାଜପୁର ଜିଲ୍ଲାରେ ପହଞ୍ଚିବାରେ ଲାଗିଛନ୍ତି ଓଡ଼ିଆ ପ୍ରବାସୀ ଫେରନ୍ତା । ଯାଜପୁର ଜିଲ୍ଲାରେ ୫୦ ହଜାରୁ ଉର୍ଦ୍ଧ୍ଵ ପ୍ରବାସୀ ଫେରନ୍ତା ନିଜର ନାମ ପଞ୍ଜୀକରଣ କରିସାରିଛନ୍ତି । ସେଥିପାଇଁ ଜିଲ୍ଲାରେ ୧୪୦୦ରୁ ଉର୍ଦ୍ଧ୍ଵ ଅସ୍ଥାୟୀ ମେଡିକାଲ କ୍ୟାମ୍ପ ଖୋଲାଯାଇଛି ।…

ଯାଜପୁର ଜିଲ୍ଲା ରସୁଲପୁର ବ୍ଲକର ୬ ପଞ୍ଚାୟତ କଣ୍ଟେନ୍‌ମେଣ୍ଟଜୋନ୍ ଭାବେ ଘୋଷିତ

ଯାଜପୁର: ଯାଜପୁର ଜିଲ୍ଲା ପ୍ରଶାସନ ଆଜି ରସୁଲପୁର ବ୍ଲକର ରାହାମ୍ବା, ଭୋଟକା, ରସୁଲପୁର, ଶ୍ରୀବନ୍ତପୁର, ଜାବରା ଏବଂ ନାଥବର ଗ୍ରାମ ପଞ୍ଚାୟତର ୧୩ଟି ଗ୍ରାମକୁ କଣ୍ଟେନ୍‌ମେଣ୍ଟ ଜୋନ୍ ଭାବେ ଘୋଷିତ କରିଛନ୍ତି । ଆଜି ଯାଜପୁର ଜିଲ୍ଲାର ରାହାମ୍ବା ଗ୍ରାମ ପଞ୍ଚାୟତର ସଦାନନ୍ଦପୁର ଗ୍ରାମରେ…

କ୍ୱାରେଣ୍ଟାଇନ୍ କେନ୍ଦ୍ରରେ ରହିବାକୁ ନେଇ ଆକ୍ରମଣ; ଜଣେ ଗୁରୁତର

ଯାଜପୁର: ଯାଜପୁର ସଦର ଥାନା ଅନ୍ତର୍ଗତ କାକୁଡିକୁଦ ପଂଚାୟତର ନିଳକଣ୍ଠପୁର ଗାଁରେ ସରକାରୀ କ୍ୱାରେଣ୍ଟାଇନରେ ରହିବାକୁ ନେଇ ଗଣ୍ଡଗୋଳ ଘଟିଛି । ଗଣ୍ଡଗୋଳରେ ଜଣେ  ବ୍ୟକ୍ତି ଗୁରୁତର ହୋଇଛନ୍ତି । ମିଳିଥିବା ସୂଚନାନୁଯାୟୀ, ଗାଁର ଜଣେ ଯୁବକ ଜିଲା ଓ ଜିଲା ବାହାରୁ ବୁଲାବୁଲି କରି ଗାଁକୁ…

ଯାଜପୁରରେ ଆଉଜଣେ କରୋନା ପଜିଟିଭ୍ ଚିହ୍ନଟ: ଆକ୍ରାନ୍ତଙ୍କ ସଂଖ୍ୟା ୧୭୬କୁ ବୃଦ୍ଧି

ଯାଜପୁର: ରାଜ୍ୟରେ ଆଉ ଜଣେ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହି ଆକ୍ରାନ୍ତ ଜଣକ ଯାଜପୁର ଜିଲ୍ଲାର ବୋଲି ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ୱିଟ୍ ମାଧ୍ୟମରେ ସୂଚନା ପ୍ରଦାନ କରାଯାଇଛି । ଆଜି ଗୋଟିଏ ଦିନରେ ଓଡ଼ିଶାରେ ୭ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି ।…

କରୋନା ଆତଙ୍କ: ବସ୍ ଯୋଗେ ସୁରଟରୁ ଯାଜପୁର ଫେରିଲେ ୧୦୫ ପ୍ରବାସୀ ଓଡ଼ିଆ

ଯାଜପୁର: ଆଜି ଯାଜପୁର ଫେରିଲେ ସୁରଟରୁ ପ୍ରବାସୀ ଓଡ଼ିଆ । ଗୁଜରାଟର ସୁରତରୁ ବସରେ ଯାଜପୁର ଜିଲ୍ଲାକୁ ଫେରିଛନ୍ତି ୧୦୫ଜଣ ପ୍ରବାସୀ ଓଡ଼ିଆ । ମିଳିଥିବା ସୂଚନାନୁଯାୟୀ,  ଆଜି ସକାଳେ ସେମାନେ ୨ଟି ବସରେ ଜିଲ୍ଲାର ପ୍ରବେଶ ପଥ ଛତିଆରେ ପହଁଚିବା ପରେ ପ୍ରଶାସନ ପକ୍ଷରୁ ସେମାନଙ୍କୁ ସେଠାରେ…

ଡାକ୍ତରଙ୍କୁ ଦୁର୍ବ୍ୟବହାର କରି ଗିରଫ ହେଲେ ଯୁବକ

ଯାଜପୁର: କରୋନା ସଙ୍କଟ ସମୟରେ ଡାକ୍ତରମାନଙ୍କୁ ଯୋଦ୍ଧାର ମାନ୍ୟତା ଦେଇଛନ୍ତି ରାଜ୍ୟ ସରକାର । ସେମାନଙ୍କ ସୁରକ୍ଷା ପାଇଁ ସ୍ୱତନ୍ତ୍ର ଆଇନ ମଧ୍ୟ ପ୍ରସ୍ତୁତ କରିଛନ୍ତି । ଏଭଳି ପରିସ୍ଥିତିରେ ଯାଜପୁର ବରୀ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଡାକ୍ତରଙ୍କୁ ଦୁର୍ବ୍ୟବହାର କରାଯାଇଛି । ମିଳିଥିବା…