Latest Odisha News

BREAKING NEWS

Browsing Tag

Jajpur

ମୁଖ୍ୟମନ୍ତ୍ରୀଙ୍କୁ କେନ୍ଦ୍ରମନ୍ତ୍ରୀଙ୍କ ଟାର୍ଗେଟ୍ ! ଆଦିବାସୀ ପରିବାରରେ ଅପପୁଷ୍ଟି ନେଇ ଆକ୍ଷେପ କଲେ ଅର୍ଜୁନ

ଭୁବନେଶ୍ୱର : ଶିଳ୍ପ ସମୃଦ୍ଧ କଳିଙ୍ଗନଗରରେ ଦାରିଦ୍ର୍ୟର କରାଳ ରୂପ ! ଏକଥା ଆମେ କହୁନାହୁଁ, ଯାଜପୁର ଦାନଗଦୀ ବ୍ଲକ୍‌ ରଣାଗୁଣ୍ଡି ପଞ୍ଚାୟତ ରଗଡ଼ା-ଘାଟିସାହିର ବାଙ୍କୁ ହେମ୍ବ୍ରମ ଓ ତୁଳସୀ ହେମ୍ବ୍ରମଙ୍କ ୩ବର୍ଷର ଶିଶୁକନ୍ୟା ସାଂଘାତିକ ଅପପୁଷ୍ଟିରେ ଆକ୍ରାନ୍ତ ହେବା ଘଟଣା ଓ ଏହାକୁ ନେଇ…

ଫେସବୁକ୍‌ ପ୍ରେମ; ତ୍ରିପୁରାରୁ ଯାଜପୁର ଏବେ ଥାନାରେ…..

ଯାଜପୁର : ଫେସବୁକରୁ ଆରମ୍ଭ ହୋଇଥିଲା ପ୍ରେମ । ବର୍ତ୍ତମାନ ଥାନାର ଦ୍ୱାରସ୍ଥ ହୋଇଛନ୍ତି ମହିଳା । ରୋଡ଼ ଥାନା ଅଞ୍ଚଳରେ ଏଭଳି ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି l ନିଜକୁ ଇଞ୍ଜିନିୟର ପରିଚୟ ଦେଇ ଡାକ୍ତରୀ ଛାତ୍ରୀଙ୍କୁ ପ୍ରେମ ଜାଲରେ ଫସାଇଥିବା ଅଭିଯୋଗ ହୋଇଛି। ତ୍ରିପୁରା ରାଜ୍ୟ…

ଗତବର୍ଷର ଅଘଟଣ ପାଇଁ ଚଳିତ ବର୍ଷ ହୋଲିରେ ଗାଁ ପାଲଟିଛି ରଙ୍ଗହୀନ

ଯାଜପୁର : ରଙ୍ଗର ପର୍ବ ହେଉଛି ହୋଲି ପର୍ବ । ଯେଉଁ ହୋଲି ରଙ୍ଗ ରେ ରଙ୍ଗିନ ହେଉଥିଲା ପୁରା ଗାଁ , ଆଜି ସେହି ଗାଁ ପାଲଟିଛି ସମ୍ପୂର୍ଣ୍ଣ ରଙ୍ଗହୀନ । ସମସ୍ତଙ୍କ ଆଖିରେ ଲୁହ ଆଉ ମନରେ କୋହ । ଗାଁରେ କେବଳ ଗୋଟିଏ ଚର୍ଚ୍ଚା, ଗୋଟିଏ ଦିନରେ ଆରପାରିକୁ ଚାଲିଗଲେ ୬ ଭାଇ  । ଆମେ କହୁଛୁ…

ଜହ୍ଲାଦ ପୁଅର କୁତ୍ସିତ କାରନାମା, ବାପାକୁ ହତ୍ୟା ପରେ ମାଆକୁ ଦୁଷ୍କର୍ମ !

ଯାଜପୁର: ପୁଅ ଟିଏ ପାଇବାକୁ ବାପାମାଆ ଲକ୍ଷେ ଶିବ ପୂଜି ଥାନ୍ତି । ଆଶା ଥାଏ ବୟସର ଅପରାହ୍ଣରେ ପୁଅ ସେମାନଙ୍କ ଆଶାବାଡ଼ି ସାଜିବ । ଛୁଆ ବେଳେ ସେମାନେ ପୁଅକୁ ଯେମିତି ସ୍ନେହ ଆଦର ଦେଇ ବଡ଼ କରିଥିଲେ ବୁଢ଼ା ବୟସରେ ପୁଅ ସେମିତି ସେମାନଙ୍କୁ ସ୍ନେହ ଆଦର ଦେବ । କିନ୍ତୁ ହତାଭାଗ ବାପର ଜୀବନରେ…

୨ ଟ୍ରକ୍‌ ମୁହାଁମୁହିଁ, ଘଟଣାସ୍ଥଳରେ ଚାଲିଗଲା ୭ ଜୀବନ

ଯାଜପୁର: ଧର୍ମଶାଳା ଥାନା ନେଉଳପୁର ରେଲୱେ ଓଭରବ୍ରିଜ ନିକଟରେ ବଡ ଧରଣର ଅଘଟଣ। ସଡ଼କ ଦୁର୍ଘଟଣାରେ ୭ ଜଣଙ୍କର ମୃତ୍ୟୁ ଘଟିଛି। ସୂଚନା ଅନୁଯାୟୀ, କୋଲକାତା ପଟୁ ଆସୁଥିବା ଏକ ଟ୍ରକ ଦୁର୍ଘଟଣାଗ୍ରସ୍ତ ଟ୍ରକୁକୁ ଧକ୍କା ଦେଇଥିଲା। ଏହି ଦୁର୍ଘଟଣାରେ ମୃତ୍ୟୁବରଣ କରିଥିବା ସମସ୍ତ ୭ ଜଣ…

ଯୌତୁକ ପାଇଁ… ବିଷ ଦେଇ ମାଆ ସହ ଗର୍ଭସ୍ଥ ଛୁଆକୁ ମାରିଦେଲେ !

ଯାଜପୁର: ସ୍ତ୍ରୀ ମୃତ୍ୟୁ ଶଯ୍ୟାରେ ସଂଘର୍ଷ କରୁଥିଲା, ହେଲେ ସ୍ୱାମୀ ଦେଖିବାକୁ ଆସୁନଥିଲା । ଶ୍ୱଶୁର ଘର ଲୋକେ ବି ବୋହୂକୁ ଦେଖିବାକୁ ଆସିଲେନି । ଶେଷରେ ହସ୍ପିଟାଲ୍ ବେଡରେ ଜୀବନ ସହ ସଂଘର୍ଷ କରି ଆଖି ବୁଜିଦେଲେ ମିଲି । ଏଭି ଅଭିଯୋଗ ଆସିଛି ଯାଜପୁର ଜିଲ୍ଲା ବିଞ୍ଝାରପୁର ଥାନା ଗୁହାଳି…

ଝଲସୁଛି ଯାଜପୁର, ରଙ୍ଗାରଙ୍ଗ ପରିବେଶ ମଧ୍ୟରେ ଉଦଘାଟିତ ହେଲା ଜିଲ୍ଲା ମହୋତ୍ସବ

ଯାଜପୁର: ରଙ୍ଗାରଙ୍ଗ ପରିବେଶ ମଧ୍ୟରେ ଉଦଘାଟିତ ହେଲା ଯାଜପୁର ମହୋତ୍ସବ ଏବଂ ପଲିଶ୍ରୀ ମେଳା । ବାଳାଶ୍ରମ ପଡିଆରେ ଅନୁଷ୍ଠିତ ଏହି ମହୋତ୍ସବକୁ ମୁଖ୍ୟମନ୍ତ୍ରୀ ନବୀନ ପଟନାୟକ ଭିଡିଓ କନଫରେନ୍ସିଂ ମାଧ୍ୟମରେ ଉଦଘାଟନ କରିଛନ୍ତି । ଜିଲ୍ଲାର କଳା ସଂସ୍କୃତି ଓ ଐତିହ୍ୟ ପରମ୍ପରାକୁ ପ୍ରଶଂସା କରିବା…

ପେଟ୍ରୋଲ ପମ୍ପରୁ ଡକାୟତି ଉଦ୍ୟମ ବେଳେ ୫ ଗିରଫ, ବନ୍ଧୁକ ଓ ମାରଣାସ୍ତ୍ର ଜବତ

ଯାଜପୁର: ଡକାୟତି ଯୋଜନା ପଣ୍ଡ, ୫ ଗିରଫ । ଯାଜପୁର ଜିଲ୍ଲା ବୈରୀ ଥାନା ପୋଲିସ ଏକ ଡକାୟତ ଗ୍ୟାଙ୍ଗର ୫ ଜଣ ସଦସ୍ୟଙ୍କୁ ଗିରଫ କରିବା ସହ ବନ୍ଧୁକ ଓ ମାରଣାସ୍ତ୍ର ଜବତ କରିଛି । ଛତିଆ ସ୍ଥିତ ଏକ ପେଟ୍ରୋଲ୍ ପମ୍ପରୁ ଡକାୟତି ନେଇ ଯୋଜନା କରୁଥିବା ବେଳେ ବୈରୀ ଥାନା ପୋଲିସ ୫ ଜଣଙ୍କୁ ଗିରଫ କରି…

ବରୁଣେଶ୍ୱର ମହୋତ୍ସବ ଉଦ୍‌ଘାଟିତ

ଯାଜପୁର : ଯାଜପୁର ବିଂଝାରପୁର ବ୍ଳକ ଅରେଇରେ ବରୁଣେଶ୍ୱର ମହୋତ୍ସବ ଉଦଘାଟିତ ହୋଇଯାଇଛି। ଏହି ଉଦଘାଟନୀ ଉତ୍ସବରେ ରାଜସ୍ବ ମନ୍ତ୍ରୀ ପ୍ରମିଳା ମଲ୍ଲିକ ଯୋଗ ଦେଇ ପଲିଶ୍ରୀ ମେଳାର ଉଦଘାଟନ କରିଥିଲେ। ଜିଲ୍ଲାପରିଷଦ ସଭ୍ୟ ନନ୍ଦ କିଶୋର ସାମଲଙ୍କ ସଭାପତିତ୍ୱରେ ଆୟୋଜିତ ସଭାରେ ମୁଖ୍ୟ ଅତିଥି…

ବଡ଼ଚଣା ବିଧାୟକଙ୍କ ଗାଡ଼ି ଦୁର୍ଘଟଣାଗ୍ରସ୍ତ

ଯାଜପୁର : ଯାଜପୁର ଜିଲ୍ଲା ବଡ଼ଚଣା ବିଧାୟକ ଅମର ପ୍ରସାଦ ଶତପଥୀଙ୍କ ଗାଡ଼ି ଦୁର୍ଘଟଣାଗ୍ରସ୍ତ। ବିଧାୟକଙ୍କ ଗାଡି ପଛ ପଟେ ପିଟି ବାଇକ ଚାଳକ ଗୁରୁତର ଆହତ ହୋଇଛନ୍ତି । ଏଭଳି ଅଭାବନୀୟ ଘଟଣା ଘଟିଛି ୧୬ନଂ ଜାତୀୟ ରାଜପଥର ବନ୍ଦାଳ ଛକ ନିକଟରେ। ସୂଚନା ଅନୁଯାୟୀ ଗତକାଲି ରାତିରେ ବିଧାୟକ ନିଜ…