Latest Odisha News

BREAKING NEWS

Browsing Tag

Jajpur

ଦାନଗଦୀ ହାଟରେ ସ୍ତ୍ରୀ କୁ ଗୋଡ଼ାଇ ଗୋଡ଼ାଇ ହାଣିଲା ସ୍ୱାମୀ

ଯାଜପୁର : ପାରିବାରିକ କଳହର କରୁଣ ପରିଣତି। ସ୍ତ୍ରୀ କୁ ହାଟ ଉପରେ ଗୋଡ଼ାଇ ଗୋଡ଼ାଇ ହାଣିଲା ସ୍ୱାମୀ । ଯାଜପୁର ଦାନଗଦି ହାଟ ନିକଟରେ ସ୍ୱାମୀର କଟୁରି ଚୋଟରେ ସ୍ତ୍ରୀ ସମେତ ୧  ଆହାତ। ସୂଚନା ମୁତାବକ ଅଭିଯୁକ୍ତ ଜଣକ ହେଲେ ଟମକା ଅଞ୍ଚଳର ମୁନାପାତ୍ର  । ସେ ୨ଜଣ ମହିଳାଙ୍କୁ ବିବାହ କରିଥିଲେ।…

ଶିକ୍ଷକ ନିଯୁକ୍ତି ଦାବିରେ ତାତିଲେ ଛାତ୍ରଛାତ୍ରୀ

ଯାଜପୁର : ଶିକ୍ଷକ ନିଯୁକ୍ତି ଦାବିରେ ରାଜରାସ୍ତାକୁ ଓହ୍ଲାଇଲେ ଛାତ୍ରଛାତ୍ରୀ ଓ ଅଭିଭାବକ। ମଙ୍ଗଳପୁର ରାସ୍ତା ବାଳାଶ୍ରେମ ନିକଟରେ ଧାରଣାରେ ବସିଲେ ଛାତ୍ରଛାତ୍ରୀ  । ଯାଜପୁର ପୌରପାଳିକା ଅନ୍ତର୍ଗତ ଉତ୍କଳ ବାଳାଶ୍ରମ ପ୍ରାଥମିକ ବିଦ୍ୟାଳୟରେ ଆବଶ୍ୟକୀୟ ଶିକ୍ଷକ ନଥିବାରୁ ଛାତ୍ରଛାତ୍ରୀ ମାନେ…

ଆଧୁନିକତାର ପ୍ରଭାବରେ ହଜିଲାଣି ପାଲା ସଂସ୍କୃତି

ଯାଜପୁର : ଆଧୁନିକତାର ପ୍ରଭାବରେ ଧିରେ ଧିରେ ହଜିବାକୁ ବସିଛି ପାଲା ସଂସ୍କୃତି । ପାଲା ସଂସ୍କୃତିକୁ ବଞ୍ଚାଇ ରଖିବାକୁ ଗ୍ରାମବାସୀଙ୍କ ପ୍ରୟାସ ଜାରି ରହିଛି। ବିଂଝାରପୁର ବ୍ଲକ ଅରେଇରେ ଆୟୋଜିତ ହୋଇଛି ସପ୍ତମ ବାର୍ଷିକ ରାଜ୍ୟ ସ୍ତରୀୟ ପାଲା ମହୋତ୍ସବ । ତେବେ ଏହି ପାଲା ସଂସ୍କୃତିକୁ…

ସାମ୍ବାଦିକ ସମ୍ମିଳନୀ କରି ସରପଞ୍ଚଙ୍କ ବିରୋଧରେ ଅଭିଯୋଗ ଆଣିଲେ ଗ୍ରାମବାସୀ

ଯାଜପୁର: ସରପଞ୍ଚଙ୍କ ପରିବାର ବିରୁଦ୍ଧରେ ସାମ୍ବାଦିକ ସମ୍ମିଳନୀ କରି ଅଭିଯୋଗ କଲେ ଗ୍ରାମବାସୀ । ଯାଜପୁର ବିଞ୍ଝାରପୁର ବ୍ଲକ ଗୁହାଳି ପଞ୍ଚାୟତର ସରପଞ୍ଚ ଦିବ୍ୟଜ୍ୟୋତି ଘଡାଇ ଓ ତାଙ୍କ ପରିବାର ବିରୁଦ୍ଧରେ ସାଂଘାତିକ ଅଭିଯୋଗ ଆଣିଛନ୍ତି ପଞ୍ଚାୟତବାସୀ। ସରପଞ୍ଚଙ୍କ ଶ୍ଵଶୂର, ସ୍ଵାମୀ ଓ ଦିଅର…

ମୁଖ୍ୟମନ୍ତ୍ରୀଙ୍କ ଜନ୍ମଦିନ ଅବସରରେ ଧର୍ମଶାଳା ଯୁବ ବିଜେଡି ପକ୍ଷରୁ ୧୦୮ ଦୀପଦାନ

ଯାଜପୁର : ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ୭୭ତମ ଜନ୍ମଦିନ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଜନ୍ମଦିନ ଅବସରରେ ଧର୍ମଶାଳା ବିଜୁ ଯୁବ ଜନତା ଦଳ ପକ୍ଷରୁ ୧୦୮ ଦୀପଦାନ। ଆଜି ସକାଳୁ ଯାଜପୁର ଜିଲ୍ଲାର ଅନ୍ୟତମ  ପ୍ରସିଦ୍ଧ ଶୈବ ପୀଠ ଗୋକର୍ଣ୍ଣେଶ୍ୱର ମନ୍ଦିର ପରିସରରେ…

ମୁଖ୍ୟମନ୍ତ୍ରୀଙ୍କ ଜନ୍ମଦିନ ପାଳନ ପାଇଁ ଯାଜପୁରରେ ସ୍ବତନ୍ତ୍ର ପ୍ରସ୍ତୁତି

ଯାଜପୁର : ଆଜି ହେଉଛି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଜନ୍ମଦିନ। ଏହି ଜନ୍ମଦିନକୁ ମହାସମାରୋହରେ ପାଳନ କରିବା ପାଇଁ ଯାଜପୁରରେ ଚାଲିଛି ବ୍ୟାପକ ପ୍ରସ୍ତୁତି।ଯାଜପୁର ସହରସ୍ଥିତ ବାଳାଶ୍ରମ ପଡିଆରେ ବିଜୁ ଜନତା ଦଳ ପକ୍ଷରୁ ଏହି ଭବ୍ୟ ଆୟୋଜନ କରାଯାଇଛି। ଏଥିରେ ମୁଖ୍ୟମନ୍ତ୍ରୀଙ୍କ ୧୦୦ ଫୁଟର…

ସଡ଼କ ଦୁର୍ଘଟଣାରେ ଦୁଇ ମହିଳାଙ୍କ ମୃତ୍ୟୁ

ଯାଜପୁର: ବୈରୀ ଥାନା ଅନ୍ତର୍ଗତ ଛତିଆ ନିକଟରେ ଟ୍ରକ ଧକ୍କାରେ ଦୁଇ ଜଣ ମହିଳାଙ୍କ ମୃତ୍ୟୁ ଘଟିଛି ।  ଭୁବନେଶ୍ଵର ସହିଦନଗର ଅଞ୍ଚଳରୁ ଏକ ପରିବାର ଯାଜପୁର ବିରଜା ଦର୍ଶନ ପାଇଁ ଯାଉଥିବା ବେଳେ ଛତିଆ ନିକଟରେ ଜଳଖିଆ ଖାଇବା ପାଇଁ ରହିଥଲେ  । କାରର  ଡ୍ରାଇଭର ହ୍ୟାଣ୍ଡବ୍ରେକ ନ ପକାଇ ବାହାର କୁ…

ବିଦ୍ୟୁତ ନେଲା ଡ୍ରାଇଭରଙ୍କ ଜୀବନ

ଯାଜପୁର: ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ଗାଡି ଡ୍ରାଇଭରଙ୍କ ମୃତ୍ୟୁ । ଏଭଳି ଅଭାବନୀୟ ଘଟଣା ଯାଜପୁର ଜିଲ୍ଲା ପାଣିକୋଇଲି ଥାନା ଅନ୍ତର୍ଗତ ସିଙ୍ଗଡ଼ା ଛକରେ ଦେଖିବାକୁ ମିଳିଛି । ମୃତ ଡ୍ରାଇଭର ଜଣକ ହେଲେ ଗୋଳେଇପୁର ଅଞ୍ଚଳର ସୁରେଶ କୁମାର ଦାସ ବୋଲି ଜଣାପଡିଛି । ସୁରେଶ ଏକ ୧୪ ଚକିଆ ଟ୍ରକ୍…

ମୃତ ହିତାଧିକାରୀଙ୍କ ନାଁ ରେ କିଏ ନେଉଛି ଭତ୍ତା ଟଙ୍କା ?

ଯାଜପୁର: ଭତ୍ତା କେଳେଙ୍କାରୀକୁ ନେଇ ଆସିଲା ସାଂଘାତିକ ଅଭିଯୋଗ । ଜୀବିତ ହିତାଧିକାରୀଙ୍କ ଭତ୍ତା ଟଙ୍କା ଗାଏବ। ଭୂତ ଉଠାଉଛନ୍ତି ଭତ୍ତା ଟଙ୍କା। ବର୍ଷ ବର୍ଷ ଧରି ଚାଲିଛି ଏଭଳି ଆଶ୍ଚର୍ଯ୍ୟକର ଘଟଣା। ଏଠି ସତସତିକା ଭୁତ ଆସି ଭତା ଟଙ୍କା ହଡ଼ପ କରୁନାହାନ୍ତି ବରଂ କେତେକ ଦୁର୍ନୀତି ଗ୍ରସ୍ତ…

ଅଗ୍ନିକାଣ୍ଡରେ ୧୦ଗୃହପାଳିତ ପଶୁ ଜୀବନ୍ତ ଦଗ୍ଧ

ଯାଜପୁର: ରସୁଲପୁର ବ୍ଲକ ବନ୍ଧଢ଼ିହ ପଞ୍ଚାୟତ ଜୟସୁଙ୍ଗୁଡା ଗ୍ରାମରେ ଅଭାବନୀୟ ଘଟଣା ଘଟିଯାଇଛି।ଭୟାବହ ଅଗ୍ନିକାଣ୍ଡ ଘଟି ୫ବଖରା ଘର ଜଳିଯିବା ସହ ୧୦ଗୃହପାଳିତ ପଶୁ ଜୀବନ୍ତ ଦଗ୍ଧ ହୋଇଗଲେ । ଗତକାଲି ବିଳମ୍ବିତ ରାତିରେ ଗ୍ରାମର ଯଦୁ ମୁଦୁଲି ଓ ବୋଧି ମୁଦୁଲିଙ୍କ ଘରେ ହଠାତ ନିଆଁ…