Latest Odisha News

BREAKING NEWS

Browsing Tag

Jajpur

ବାଲି ଚୋରା ଚାଲାଣ ପ୍ରତିବାଦରେ ଜିଲ୍ଲାପାଳଙ୍କୁ ଦାବିପତ୍ର

ଯାଜପୁର: ବୈତରଣୀ, ବୁଢା,ଖରସ୍ରୋତା ନଦୀରୁ ବେଆଇନ ଭାବରେ ବାଲି ଚୋରା ଚାଲାଣ କରାଯାଉଛି  । ଆଜି ପ୍ରତିବାଦରେ ଯାଜପୁର ଜିଲ୍ଲା ବିଜେପି ଯୁବମୋର୍ଚ୍ଚା ପକ୍ଷରୁ ତହସିଲଦାରଙ୍କୁ ଏକ ଦାବିପତ୍ର ପ୍ରଦାନ କରାଯାଇଛି । ତେବେ ଆଗାମୀ ସାତ ଦିନ ମଧ୍ୟରେ ବେଆଇନ ବାଲି ଚାଲାଣକୁ ରୋକାନଗଲେ ତହସିଲ…

୧୦ଫୁଟ ଲମ୍ବର ଅଜଗର ସାପ ଉଦ୍ଧାର

ଯାଜପୁର : ବଡ଼ଚଣା ବ୍ଲକ ଅଧୀନସ୍ଥ ଦର୍ପଣ ପଂଚାୟତ କୋଲସାହି ଅଂଚଳରୁ ଅଜଗର ସାପ ଉଦ୍ଧାର। ନିକଟସ୍ଥ ଜଙ୍ଗଲରୁ ଏହି ଅଜଗର ସାପଟି ଗାଁ ଅଭିମୁଖେ ଚାଲି ଆସିଥିବା ବେଳେ ଅଜଗର ସାପଟିକୁ ଦେଖି ସ୍ଥାନୀୟ ଲୋକେ ଭୟଭୀତ ହୋଇ ପଡ଼ିଥିଲେ। ଏ ନେଇ ସ୍ଥାନୀୟ ଲୋକେ ଚଣ୍ଡିଖୋଲ ବନ ବିଭାଗକୁ ଜଣାଇଥିଲେ। ଘଟଣା…

କାଳୀପୂଜା ଭସାଣକୁ ନେଇ ଥାନା ପକ୍ଷରୁ ପ୍ରସ୍ତୁତି ବୈଠକ

ଯାଜପୁର: ଶ୍ୟାମାକାଳୀ ଓ ଲକ୍ଷ୍ମୀନାରାୟଣ ପୂଜା ଭସାଣକୁ ନେଇ ଯାଜପୁର ଥାନା ପରିସରରେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ଯାଜପୁର ଥାନା ଅଧିକାରୀ ଅଜୟ କୁମାର ଜେନାଙ୍କ ସଭାପତିତ୍ବରେ ଅନୁଷ୍ଠିତ ସଭାରେ ମୁଖ୍ୟ ଅତିଥି ଭାବେ ଉପଜିଲ୍ଲାପାଳ ଗୋପିନାଥ କଅଁର ଯୋଗ ଦେଇଥିଲେ। ତହସିଲଦାର…

ସ୍କୁଲ ନଯିବା ଜିଦରେ ଦେହରେ କିରାସିନି ଢାଳିଦେଲେ ଛାତ୍ର

ଯାଜପୁର: ଛାତ୍ରଙ୍କୁ ମହଙ୍ଗା ପଡ଼ିଲା ସ୍କୁଲ ନଯିବା ଜିଦ୍‌  । ଟମକା ଥାନା ସମର ପିଟା ଗାଁ ରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି । ସ୍କୁଲ ନ ଯିବାକୁ ଜିଦ କରି ଦେହରେ କିରାସିନି ଢାଳି ହୋଇ ନାବାଳକ ଆତ୍ମହତ୍ୟା ଉଦ୍ୟମ କରିଛି ଛାତ୍ର । ଏହି ଘଟଣାକୁ ନେଇ  ସ୍ଥାନୀୟ ଅଞ୍ଚଳରେ ସୃଷ୍ଟି…

ମଦ ବାର ଖୋଲିବାକୁ ବିରୋଧ କଲେ ଗ୍ରାମବାସୀ

ଯାଜପୁର : ମଦ ବାର ଖୋଲିବା ନେଇ ଦେଖିବାକୁ ମିଳିଛି ହଟ୍ଟଗୋଳ । ବରି ବ୍ଳକ ବାଲିଆ ଗାଁରେ ପ୍ରସ୍ତାବିତ ମଦ ବାର ଖୋଲିବାକୁ ବିରୋଧ କଲେ ପଞ୍ଚାୟତବାସୀ । ଏ ନେଇ ଜିଲ୍ଲା ପ୍ରଶାସନର ଦ୍ୱାରସ୍ଥ ହେଲେ ଗ୍ରାମବାସୀ । ବରି ବ୍ଳକ ବାଲିଆ ପଂଚାୟତରେ ସାମଲ ହୋଟେଲ ଆଣ୍ଡ ରେଷ୍ଟୁରାଣ୍ଟରେ ପ୍ରସ୍ତାବିତ…

ଅଫିସରେ ଭଡ଼ା ଲାଗିଥିବା ଗାଡ଼ି ପାଇଁ କନିଷ୍ଠ କିରାଣିଙ୍କ ଦ୍ୱାରା ଲାଞ୍ଚ ନେଉଥିଲେ DEO

ଯାଜପୁର: ଲାଞ୍ଚ ନେଇ ଧରା ପଡ଼ିଲେ ଜିଲ୍ଲା ନିଯୁକ୍ତି ଅଫିସର । ଯାଜପୁର ଜିଲ୍ଲା ନିଯୁକ୍ତି ଅଧିକାରୀ ତାପସ କୁମାର ସ୍ୱାଇଁ ଭିଜିଲାନ୍ସ ହାତରେ ପଡ଼ିଛନ୍ତି । ତାଙ୍କ କାର୍ଯ୍ୟାଳୟର କନିଷ୍ଠ କିରାଣିଙ୍କ ହାତରେ ୧୨ ହଜାର ୬ ଶହ ଟଙ୍କା ଲାଞ୍ଚ ନେଉଥିଲେ ତାପସ ସ୍ୱାଇଁ । ଅଫିସ୍ କାର୍ଯ୍ୟ ପାଇଁ…

ଦୁଲାଖ ପାଟଣା ରେଳ ଷ୍ଟେସନରେ ଯାତ୍ରୀଙ୍କ ଧାରଣା  

ଯାଜପୁର : ବିଭିନ୍ନ ଦାବି ନେଇ ରାଜରାସ୍ତାକୁ ଓହ୍ଲାଇଲେ ଦୁଲାଖ ପାଟଣା ରେଳ ଷ୍ଟେସନରେ ପାସେଞ୍ଜର  । ବାଲେଶ୍ୱରରୁ ଭୁବନେଶ୍ୱର ଯାଉଥିବା ଡିଏମୟୁ ପାସେଞ୍ଜର ଟ୍ରେନକୁ ଅଟକାଇ ଧାରଣା ଦେଇଥିଲେ ଯାତ୍ରୀ । କରୋନା କଟକଣା ଉଠି ସରିବା ପରେ ମଧ୍ୟ ରେଳ ବିଭାଗ ଯାତ୍ରୀ ମାନଙ୍କ ଠାରୁ ପାସେଞ୍ଜର ଭଡା…

ବିଜୟାଦଶମୀରେ ପୂଜା ମଣ୍ଡପରେ ମହିଳା ମାନଙ୍କ ସିନ୍ଦୁର ଖେଳ

ଯାଜପୁର : ଶାରଦୀୟ ଦୁର୍ଗାପୂଜାର ଅନ୍ତିମ ପର୍ଯ୍ୟାୟ । ମହାସପ୍ତମୀ, ମହାଷ୍ଟମୀ ଓ ମହାନବମୀ ବିଭିନ୍ନ ମଣ୍ଡପରେ ଆଜି ପାଳିତ ହୋଇଛି ବିଜୟା ଦଶମୀ ଉତ୍ସବ ଓ ଅପରାଜିତା ପୂଜା । ଯାଜପୁର ବ୍ୟାସନଗର ସହରର ମୁଣ୍ଡମାଳ ଏବଂ ନହକା ପୂଜାମଣ୍ଡପରେ ବଙ୍ଗୀୟ ରୀତିନୀତିରେ ପାଳିତ ହୋଇଛି ସିନ୍ଦୁର ଖେଳ ।…

ମା ବିରଜାଙ୍କ ପୀଠରେ ମହାଷ୍ଟମୀ ପୂଜା

ଧରାପୃଷ୍ଠକୁ ଅବତରଣ କରିଛନ୍ତି ମା । ସବୁଠି ଚାଲିଛି ମା ଙ୍କ ଆବାହନି। ମୃଣ୍ମୟୀ ଦେବୀ ମଣ୍ଡପ ରେ ଆଜି ମହାସପ୍ତମୀ ପୂଜା ଅନୁଷ୍ଠିତ ହେଉଥିବା ବେଳେ ମା ବିରଜା ଙ୍କ ପୀଠରେ ମହାଷ୍ଟମୀ ପୂଜା ଅନୁଷ୍ଠିତ ହେଉଛି। ଏଥିପାଇଁ ଆଜି ବଢି ଭୋରରୁ ଶ୍ରଦ୍ଧାଳୁ ମାଙ୍କ ପାଦ ସ୍ପର୍ଶ ଓ ମୁଖ ଦର୍ଶନ କରିବା…

ନବରାତ୍ର ପୂଜା ପାଇଁ ମା’ ବିରଜାଙ୍କ ପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼

ଯାଜପୁର: ଯାଜପୁରର ଅଧିଷ୍ଠାତ୍ରୀ ଦେବୀ ମା’ ବିରଜାଙ୍କ ପୀଠରେ ଆରମ୍ଭ ହୋଇଛି ନବରାତ୍ର ପୂଜା । ଚାଲିଛି ଜଗତଜନନୀ ମା’ଙ୍କ ଆରାଧନା ।  ମା ଦୂର୍ଗା ରୁପରେ ପୂଜା ପାଉଛନ୍ତି ମା’ ବିରଜା । ଏଥିପାଇଁ ପ୍ରାତଃ କାଳରୁ ମା’ ଙ୍କ ପାଦ ସ୍ପର୍ଶ ସହିତ ମୁଖ ଦର୍ଶନ କରିବା ପାଇଁ ଶ୍ରଦ୍ଧାଳୁଙ୍କ ଭିଡ…