Latest Odisha News

BREAKING NEWS

Browsing Tag

Jaleswar police

ବିଲ ମଝିରୁ ୨ଟି କଟା ଗୋଡ଼ ଉଦ୍ଧାର

ଜଳେଶ୍ୱର: ଜାତୀୟ ରାଜପଥ ପାର୍ଶ୍ୱ ବିଲ ମଝିରେ ପଡ଼ିଛି ୨ଟି କଟା ଗୋଡ଼ । ତେବେ ଏହି ଗୋଡ଼ କାହାର ଜଣାପଡ଼ି ନାହିଁ । ଚାଷ କାମ କରିବାକୁ ଯାଉଥିବା ଲୋକେ କଟା ଗୋଡ଼ ଦେଖି ପୁଲିସକୁ ଖବର ଦେଇଥିଲେ । ବାଲେଶ୍ୱର ଜିଲ୍ଲା ଜଳେଶ୍ୱର ଥାନା ଜମାଲପୁର ଗାଁରେ ଘଟିଛି ଘଟଣା । ସବୁଦିନ ପରି ଆଜି କିଛି ଲୋକ…

ଜଳେଶ୍ୱରରୁ ପୁଣି ୬ଲକ୍ଷରୁ ଅଧିକ ଟଙ୍କାର ବ୍ରାଉନସୁଗର ଜବତ

ବାଲେଶ୍ୱର: ବ୍ରାଉନସୁଗର ବେପାର ପେଣ୍ଠସ୍ଥଳୀ ପାଲଟିଛି ବାଲେଶ୍ୱର । ପୁଣି ବ୍ରାଉନସୁଗର ଜବତ ହୋଇଛି । ଜଳେଶ୍ୱରରୁ ଜଣେ ବ୍ୟକ୍ତିଙ୍କ ନିକଟରୁ ୬୮ ଗ୍ରାମ୍‌ ବ୍ରାଉନସୁଗର ଜବତ କରିଛି ପୋଲିସ । ଯାହାର ଆନୁମାନିକ ମୂଲ୍ୟ ସାଢ଼େ ୬ ଲକ୍ଷ ଟଙ୍କାରୁ ଅଧିକ ହେବ । ଜଳେଶ୍ୱର ଥାନା ଅନ୍ତର୍ଗତ ହଟଛକ…

ବ୍ରାଉନ୍ ସୁଗାର ଲିଙ୍କ: ୨ କିଙ୍ଗପିନ୍‌ଙ୍କ ସମେତ ୫ ଗିରଫ

ବାଲେଶ୍ୱର: ବାଲେଶ୍ୱରରେ ବଢ଼ିଚାଲିଛି ବ୍ରାଉନ ସୁଗାର କାରବାର । ଏହି ଲିଙ୍କର ଜଳେଶ୍ୱରରୁ ଦୁଇ କିଙ୍ଗପିନ୍‌ଙ୍କ ସମେତ ୫ ଜଣଙ୍କୁ ଉଠାଇନେଇଛି ଏସ୍‌ଟିଏଫ୍ । ଆଜି ସକାଳୁ ମୁନ୍ନା ଓ ସାଜନଙ୍କ ସହ ସେମାନଙ୍କ ୩ ସହଯୋଗୀଙ୍କୁ ଏସ୍‌ଟିଏଫ୍ ଉଠାଇ ନେଇଛି । ବ୍ରାଉନସୁଗର ବିକ୍ରି ମାମଲାରେ ଏମାନଙ୍କ…