Latest Odisha News

BREAKING NEWS

Browsing Tag

Jalpaigudi Accident

ଜଲପାଇଗୁଡ଼ି ଦୁର୍ଘଟଣା ନେଇ ଦୁଃଖପ୍ରକାଶ କଲେ ପ୍ରଧାନମନ୍ତ୍ରୀ, ଅନୁକମ୍ପା ସହାୟତା ଘୋଷଣା

ନୂଆଦିଲ୍ଲୀ: ପଶ୍ଚିମବଙ୍ଗ ଜଲପାଇଗୁଡ଼ି ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ନେଇ ଦୁଃଖ ପ୍ରକାଶ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଟ୍ୱିଟ୍ କରି ଶୋକସନ୍ତପ୍ତ ପରିବାରକୁ ସମବେଦନା ଜଣାଇଛନ୍ତି । ଆହତଙ୍କ ଆଶୁ ଆରୋଗ୍ୟ କାମନା କରିବା ସହ ମୃତାହତଙ୍କ ଉଦ୍ଦେଶ୍ୟରେ ସହାୟତା ରାଶି ଘୋଷଣା…

ପଶ୍ଚିମବଙ୍ଗ ଜଲପାଇଗୁଡ଼ିରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା, ୧୩ ମୃତ

ପଶ୍ଚିମବଙ୍ଗ ଜଲପାଇଗୁଡ଼ାରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ଏଥିରେ ୧୩ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୧୮ ଜଣ ଆହତ ହୋଇଥିବା ସୂଚନା ମିଳିଛି । ଆହତଙ୍କ ମଧ୍ୟରୁ କିଛି ଲୋକଙ୍କର ସ୍ୱାସ୍ଥ୍ୟାବସ୍ଥା ଗୁରୁତର ରହିଛି । ଆଗକୁ ମୃତ୍ୟୁସଂଖ୍ୟା ବଢ଼ିପାରେ । ଗତକାଲି ବିଳମ୍ବିତ ରାତିରେ ଜଲପାଇଗୁଡ଼ି…