Latest Odisha News

BREAKING NEWS

Browsing Tag

Jammu encounter

ଏନ୍‌କାଉଣ୍ଟରରେ ଟଳିଲେ ୨ ଆତଙ୍କବାଦୀ

ଜମ୍ମୁ-କାଶ୍ମୀର: ସୋପିଆନ ଜିଲ୍ଲାର ସୁଗନ ଅଂଚଳରେ ଆତଙ୍କବାଦୀ ଓ ସୁରକ୍ଷାକର୍ମୀ ମୁହାଁମୁହିଁ ହୋଇଛନ୍ତି । ସୁରକ୍ଷାକର୍ମୀଙ୍କ ଗୁଳିରେ ୨ ଆତଙ୍କବାଦୀ ନିହତ ହୋଇଥିବା ଜଣାପଡିଛି । ଏହି ଏନ୍‌କାଉଂଟର ମଙ୍ଗଳବାରରୁ ଜାରି ରହିଥିଲା । ଆତଙ୍କବାଦୀମାନେ ସୁଗନ ଅଂଚଳରେ ଲୁଚି ରହିଥିବା ଖବର ପାଇ…

ବଡଗାମରେ ସେନା ଏନକାଉଣ୍ଟର, ଜଣେ ଆତଙ୍କବାଦୀ ନିହତ

ଶ୍ରୀନଗର : ଜମ୍ମୁ-କାଶ୍ମୀର ବଡଗାମ୍ ଜିଲ୍ଲାର କରାଲପୋରା ଅଞ୍ଚଳରେ ଶୁକ୍ରବାର ଦିନ ସୁରକ୍ଷାକର୍ମୀ ଓ ଆତଙ୍କବାଦୀଙ୍କ ଗୁଳି ବିନିମୟରେ ଜଣେ ଆତଙ୍କବାଦୀ ନିହତ ହୋଇଛନ୍ତି । ଏନେଇ ଏକ ଜାତୀୟ ଗଣମାଧ୍ୟମରେ ରିପୋର୍ଟ ପ୍ରକାଶ ପାଇଛି ।…

ସୋପିଆନରେ ସେନା ଏନକାଉଣ୍ଟର, ୪ ଆତଙ୍କବାଦୀ ନିହତ

ଶ୍ରୀନଗର : ଜାମ୍ମୁ-କାଶ୍ମୀରର ସୋପିଆନ୍ ଜିଲ୍ଲାରେ ରବିବାର ଦିନ ସୁରକ୍ଷାକର୍ମୀ ଓ ଆତଙ୍କବାଦୀଙ୍କ ଗୁଳି ବିନିମୟରେ ୪ଜଣ ଆତଙ୍କବାଦୀ ନିହତ ହୋଇଛନ୍ତି । ସୋପିଆନ୍ ଜିଲ୍ଲାର କିଗମ ଅଞ୍ଚଳରେ କିଛି ଆତଙ୍କବାଦୀ ଲୁଚି ରହିଥିବା ନେଇ ସୁରକ୍ଷାକର୍ମୀଙ୍କୁ ଖବର ମିଳିଥିଲା । ପରବର୍ତ୍ତୀ ସମୟରେ…

ଗାଁରେ ପହଞ୍ଚିଲା ଓଡିଆ ଯବାନ ଅଜିତଙ୍କ ମରଶରୀର, ସହିଦଙ୍କୁ ଝୁରୁଛି ଜନ୍ମମାଟି

ଭୁବନେଶ୍ୱର : ଜମ୍ମୁ-କାଶ୍ମୀରରେ ଘଟିଥିବା ବର୍ବରୋଚିତ ଆତଙ୍କବାଦୀଙ୍କ ଆକ୍ରମଣରେ ସହିଦ ହୋଇଥିବା ଓଡିଆ ଯବାନଙ୍କ ମରଶରୀର ଗୁରୁବାର ଦିନ ତାଙ୍କ ପୈତୃକ ଗ୍ରାମ ଢେଙ୍କାନାଳରେ ପହଞ୍ଚିଛି । ମିଳିଥିବା ସୂଚନାନୁଯାୟୀ ଗତକାଲି ବିଳମ୍ବିତ ରାତିରେ ଅଜିତ ସାହୁଙ୍କ ପାର୍ଥୀବ ଶରୀର ଭୁବନେଶ୍ୱର…

ଜମ୍ମୁ-କାଶ୍ମୀର: ଆତଙ୍କବାଦୀ ଆକ୍ରମଣରେ ସହିଦ ହେଲେ ଓଡିଆ ଯବାନ

ଭୁବନେଶ୍ୱର : ଜମ୍ମୁ-କାଶ୍ମୀର ଅନ୍ତର୍ଗତ ଅନନ୍ତନାଗ ଜିଲ୍ଲାରେ ସୋମବାର ଦିନ ସୁରକ୍ଷାକର୍ମୀ ଓ ଆତଙ୍କବାଦୀଙ୍କ ମଧ୍ୟରେ ଘଟିଥିବା ଗୁଳି ବିନିମୟରେ ଜଣେ ଓଡିଆ ଯବାନ ସହିଦ ହୋଇଛନ୍ତି । ସହିଦ ଯବାନଙ୍କ ନାମ ଅଜିତ ସାହୁ ଏବଂ ତାଙ୍କ ଘର ଢେଙ୍କାନାଳ ଜିଲ୍ଲା କାମାକ୍ଷାନଗର ବ୍ଲକ୍ ଅନ୍ତର୍ଗତ…

ସୋପିଆନରେ ସେନା ଏନକାଉଣ୍ଟର, ୨ ଆତଙ୍କବାଦୀ ନିହତ

ଶ୍ରୀନଗର : ଜାମ୍ମୁ-କାଶ୍ମୀରର ସୋପିଆନ୍ ଜିଲ୍ଲାରେ ମଙ୍ଗଳବାର ଦିନ ସୁରକ୍ଷାକର୍ମୀ ଓ ଆତଙ୍କବାଦୀଙ୍କ ଗୁଳି ବିନିମୟରେ ୨ଜଣ ଆତଙ୍କବାଦୀ ନିହତ ହୋଇଛନ୍ତି । ସୋପିଆନ୍ ଜିଲ୍ଲାର ଅୱନୀରା ଅଞ୍ଚଳରେ କିଛି ଆତଙ୍କବାଦୀ ଲୁଚି ରହିଥିବା ନେଇ ସୁରକ୍ଷାକର୍ମୀଙ୍କୁ ଖବର ମିଳିଥିଲା । ପରବର୍ତ୍ତୀ…

ଜମ୍ମୁ-କାଶ୍ମୀର: ସୁରକ୍ଷାକର୍ମୀଙ୍କ ଗୁଳିରେ ଜଣେ ଆତଙ୍କବାଦୀ ନିହତ

ଶ୍ରୀନଗର : ଜାମ୍ମୁ-କାଶ୍ମୀରର ଅନନ୍ତନାଗ ଅଞ୍ଚଳରେ ଶନିବାର ଦିନ ସୁରକ୍ଷାକର୍ମୀ ଓ ଆତଙ୍କବାଦୀଙ୍କ ମଧ୍ୟରେ ହୋଇଥିବା ଗୁଳି ବିନିମୟରେ ଜଣେ ଆତଙ୍କବାଦୀ ନିହତ ହୋଇଛନ୍ତି । ସୂଚନା ଅନୁଯାୟୀ କିଛି ଆତଙ୍କବାଦୀ ଅନନ୍ତନାଗ ଅଞ୍ଚଳରେ ଲୁଚି ରହିଥିବା ନେଇ ସୁରକ୍ଷାକର୍ମୀଙ୍କୁ ଖବର ମିଳିଥିଲା ।…

ଜାମ୍ମୁ-କାଶ୍ମୀର: ସେନା ଏନକାଉଣ୍ଟରରେ ୨ ଆତଙ୍କବାଦୀ ନିହତ

ଶ୍ରୀନଗର : ଜାମ୍ମୁ-କାଶ୍ମୀର କୁଲଗାମ୍ ଜିଲ୍ଲାର ଗୋପାଲପୋରା ଅଞ୍ଚଳରେ ବୁଧବାର ଦିନ ସୁରକ୍ଷାକର୍ମୀ ଓ ଆତଙ୍କବାଦୀଙ୍କ ମଧ୍ୟରେ ହୋଇଥିବା ଗୁଳି ବିନିମୟରେ ୨ ଜଣ ଆତଙ୍କବାଦୀ ନିପାତ ହୋଇଛନ୍ତି । ଏନେଇ ଏକ ଜାତୀୟ ଗଣମାଧ୍ୟମ ରିପୋର୍ଟରୁ ଜଣାପଡିଛି ।…

ଜାମ୍ମୁ-କାଶ୍ମୀର: ଏନକାଉଣ୍ଟରରେ ୩ ଆତଙ୍କବାଦୀ ମୃତ, ଯବାନ ସହିଦ

ଶ୍ରୀନଗର : ଜାମ୍ମୁ-କାଶ୍ମୀର ଅନ୍ତର୍ଗତ ପୁଲୱାମା ଜିଲ୍ଲାରେ ଗୁରୁବାର ଦିନ ସୁରକ୍ଷାକର୍ମୀ ଓ ଆତଙ୍କବାଦୀ ଗୁଳି ବିନିମୟରେ ୩ ଜଣ ଆତଙ୍କବାଦୀ ନିହତ ହୋଇଥିବାବେଳେ ଜଣେ ଯବାନ ସହିଦ ହୋଇଛନ୍ତି । ପ୍ରାପ୍ତ ସୂଚନା ଅନୁଯାୟୀ ପୁଲୱାମା ଜିଲ୍ଲା ନିକଟସ୍ଥ ଦଲିପୋରା ଅଞ୍ଚଳରେ କେତେକ…

ବଡଗାମରେ ସେନା ଏନକାଉଣ୍ଟର, ୨ ଆତଙ୍କବାଦୀ ନିହତ

ଶ୍ରୀନଗର : ଜାମ୍ମୁ-କାଶ୍ମୀର ବଡଗାମ୍ ଜିଲ୍ଲାର ସୁସତୁ ଅଞ୍ଚଳରେ ଶୁକ୍ରବାର ଦିନ ସୁରକ୍ଷାକର୍ମୀ ଓ ଆତଙ୍କବାଦୀଙ୍କ ଗୁଳି ବିନିମୟରେ ୨ ଜଣ ଆତଙ୍କବାଦୀ ନିହତ ହୋଇଛନ୍ତି । ଏହି ଗୁଳିବିନିମୟ ବେଳେ ୪ ଯବାନ ଆହତ ହୋଇଥିବା ସୁତ୍ରରୁ ପ୍ରକାଶ ।…