ଲକଡାଉନ ଅବଧି ଏପ୍ରିଲ ମାସରେ ଜନୌଷଧି କେନ୍ଦ୍ରସମୂହର ରେକର୍ଡ ୫୨ କୋଟି ଟଙ୍କାର କାରବାର
ନୂଆଦିଲ୍ଲୀ: ଲକଡାଉନ କାଳରେ ଜିନିଷପତ୍ର ସଂଗ୍ରହ ଓ ବିକ୍ରିବଟାରେ ସମସ୍ୟା ସତ୍ୱେ ପ୍ରଧାନମନ୍ତ୍ରୀ ଭାରତୀୟ ଜନୌଷଧି କେନ୍ଦ୍ର ସମୂହ ( ପିଏମବିଜେଏକେ) ଏପ୍ରିଲ ମାସରେ ରେକର୍ଡ ୫୨ କୋଟି ଟଙ୍କାର ଔଷଧପତ୍ର ବିକ୍ରି କରିବାରେ ସଫଳ ହୋଇଛି । ଚଳିତ ବର୍ଷ ମାର୍ଚ୍ଚ ମାସରେ ଏହି ବିକ୍ରି ପରିମାଣ ଥିଲା…