ସୀମାରେ ଯବାନ ପାଳିଲେ ସ୍ୱାଧୀନତା ଦିବସ
ନୂଆଦିଲ୍ଲୀ: ସୀମାରେ ଯବାନ ପାଳିଲେ ୭୪ତମ ସ୍ୱାଧୀନତା ଦିବସ । ଜାତୀୟ ପତାକା ଉତ୍ତୋଳନ କରିଛନ୍ତି ଦେଶର ସୁରକ୍ଷା ଦାୟିତ୍ୱରେ ଥିବା ସୁରକ୍ଷାବାହିନୀ । ଲଦାଖରେ ସମୁଦ୍ର ପତ୍ତନରୁ ୧୭ ହଜାର ଫୁଟ୍ ଉପରେ ତ୍ରିରଙ୍ଗା ଉଡ଼ାଇଛନ୍ତି ଆଇଟିବିପି ଯବାନ ।
Indo-Tibetan Border Police (ITBP)…