ଘୋଷ ଯାତ୍ରା ଓଡିଆ ସ୍ୱାଭିମାନର ପ୍ରତୀକ
ମୁଁ ଭକ୍ତ ସାଲବେଗ ନୁହେଁ, ନା ମୁଁ ବଳରାମ ଦାସ, ନା ଦାସିଆ ବାଉରୀ, ନା ଗଣମାଧ୍ୟମରେ ସିଧା ପ୍ରସାରଣର ଭାଷ୍ୟକାର, ନା ମୁଁ ମହାପ୍ରଭୁଙ୍କୁ ରତ୍ନ ବେଦୀରେ ଅଟକାଇ ଦେବି। ହେଲେ ମହାପ୍ରଭୁଙ୍କ ସଙ୍ଗେ କିଛି ନିଜର ଭାବ ଅବା ଅଭିମାନ ଥିବା ହେତୁ ଇଚ୍ଛା ହେଲା କିଛି ପରିପ୍ରକାଶ କରିବା ପାଇଁ।…