Latest Odisha News

BREAKING NEWS

Browsing Tag

jaynarayan Mishra

ଜୟଙ୍କ ପାଇଁ ଟାର୍ଗେଟରେ ସମ୍ବଲପୁର

ଭୁବନେଶ୍ୱର: ଆଗାମୀ ସାଧାରଣ ନିର୍ବାଚନରେ ଶାସକ ବିଜେଡିର ନଜର ସମ୍ବଲପୁର ବିଧାନସଭା କ୍ଷେତ୍ର ଉପରେ। ରାଜ୍ୟର ଅନ୍ୟ ନିର୍ବାଚନ ମଣ୍ଡଳୀ ପାଇଁ ଶାସକ ବିଜେଡିର ଯେତିକି ଚିନ୍ତା ନାହିଁ ତାଠୁ କାହିଁ କେତେ ଗୁଣରେ ଅଧିକ ଚିନ୍ତା ସମ୍ବଲପୁର ପାଇଁ ବୋଲି ଚର୍ଚ୍ଚା ହେଉଛି। ବିଜେଡି ପାଇଁ ଏବେ ସବୁଠୁ…

ଆଗ୍ରେସିଭ ରାଜ୍ୟ ବିଜେପି, କେନ୍ଦ୍ରର ସହଯୋଗ ମିଳିବ ତ?

ଭୁବନେଶ୍ୱର: ଆକ୍ରମଣତ୍ମକ ମୁଦ୍ରାରେ ରାଜ୍ୟ ବିଜେପି। ନୂଆ ଆଗ୍ରେସିଭ ଟିମକୁ ନେଇ ଆଗାମୀ ସାଧାରଣ ନିର୍ବାଚନରେ ଶାସନକୁ ଆସିବାକୁ ଯୋଜନା କରୁଛି ଦଳ। ବିରୋଧୀ ଦଳ ନେତା ଜୟ ନାରାୟଣ ମିଶ୍ର ଶାସକ ଦଳ ଉପରେ ଲଗାତର ବର୍ଷି ଚାଲିଛନ୍ତି। ବହୁ ସମ୍ବେଦନଶୀଳ ପ୍ରସଙ୍ଗରେ ଶାସକ ଦଳର ମଙ୍ଗୁଆଳଙ୍କୁ…

ବିଜେପିର ନୂଆ ଫଣ୍ଡା, ଆନୁଗତ୍ୟ ନୁହେଁ ପ୍ରଦର୍ଶନକୁ ଗୁରୁତ୍ୱ

ଭୁବନେଶ୍ୱର: ଆଗାମୀ ନିର୍ବାଚନ ପାଇଁ ସଜାଡି ହେଉଛି ବିଜେପି। ସୁନୀଲ ବଂଶଲ ବିଜେପିର କ୍ଷେତ୍ରିୟ ପ୍ରଭାରୀ ଦାୟୀତ୍ୱ ନେବା ସହ ଜୟନାରାୟଣ ବିରୋଧୀ ଦଳ ନେତା ପଦ ସମ୍ଭାଳିଛନ୍ତି। ଏବେ ଆଉ ଜଣେ ପୁରୁଖା ଅନୁଭବୀ ନେତା ମନମୋହନ ସାମଲ ରାଜ୍ୟ ବିଜେପିର ସଭାପତି ପଦ ମଣ୍ଡନ କରିଛନ୍ତି। ବଂଶଲ ପ୍ରଭାରୀ…

ବିଜେପୁର ହତ୍ୟା ମାମଲାରେ ଜୟନାରାୟଣଙ୍କୁ ମିଳିଲା ଜାମିନ୍

ଭୁବନେଶ୍ୱର: ୨୦୧୮ ବରଗଡ଼ ସୋହେଲାରେ ବିଜେଡି ନେତାଙ୍କୁ ହତ୍ୟା ମାମଲାରେ ବିରୋଧୀ ଦଳ ନେତା ଜୟନାରାୟଣ ମିଶ୍ରଙ୍କ ଆଶ୍ୱସ୍ତି ମିଳିଛି । ଭୁବନେଶ୍ୱର ସ୍ୱତନ୍ତ୍ର ଏଡିଜେ କୋର୍ଟ ଜୟନାରାୟଣ ମିଶ୍ରଙ୍କୁ ଜାମିନ୍ ପ୍ରଦାନ କରିଛନ୍ତି । ବିଜେଡି ନେତା ଦିଲେଶ୍ୱର ସାହୁ ହତ୍ୟା ମାମଲାରେ ଜୟନାରାୟଣଙ୍କ…

ଜୟନାରାୟଣଙ୍କ ପାଇଁ ବିଜେପି ସୁରକ୍ଷା ମାଗିବା ଅତ୍ୟନ୍ତ ହାସ୍ୟାସ୍ପଦ: ବିଜେଡି

ଭୁବନେଶ୍ୱର: ବିରୋଧୀ ଦଳ ନେତା ଜୟନାରାୟଣଙ୍କୁ ନେଇ ରାଜନୀତି ତେଜୁଛି । ବିଜେପି ଜୟନାରାୟଣଙ୍କ ସୁରକ୍ଷା ପ୍ରସଙ୍ଗ ଉଠାଇଥିବା ବେଳେ ବିଜେଡି ସମାଲୋଚନା କରିଛି । ବିଜେଡି ମୁଖପାତ୍ର ସୁଲତା ଦେଓ କହିଛନ୍ତି, ବିଜେପି ନେତା ଜୟନାରାୟଣ ମିଶ୍ର ଜଣେ ଅଭ୍ୟାସଗତ ଅପରାଧୀ, ଯାହାଙ୍କ ବିରୁଦ୍ଧରେ ହତ୍ୟା…

ଜୟନାରାୟଣଙ୍କ ବିସ୍ଫୋରକ ବୟାନ: ବିଜେଡି ବିଜୟ ପଛରେ ରାଜନୈତିକ ଡିଲ୍

ଭୁବନେଶ୍ୱର: କଂଗ୍ରେସ ସହ ଡିଲ୍ କରିଥିଲା ବିଜେଡି । ପଦ୍ମପୁର ପ୍ରଚାରକୁ ଯିବା ପୂର୍ବରୁ ମୁଖ୍ୟମନ୍ତ୍ରୀ ଓ କଂଗ୍ରେସ ମଧ୍ୟରେ ଏହି ଡିଲ୍ ହୋଇଥିଲା । ଏପରି ବୟାନ ଦେଇଛନ୍ତି ବିରୋଧୀ ଦଳ ନେତା ଜୟ ନାରାୟଣ ମିଶ୍ର  । ବିରୋଧୀ ଦଳ ନେତା ଜୟ ନାରାୟଣ ମିଶ୍ରଙ୍କ ବିସ୍ଫୋରକ ବୟାନ ରାଜ୍ୟ ରାଜନୀତିକୁ…