Latest Odisha News
Browsing Tag

Jaypore

ଘାଟିରେ ଓଲଟିଲା ଗ୍ୟାସ ବୋଝେଇ ଟ୍ୟାଙ୍କର

ଜୟପୁର: ଘାଟିରେ ଓଲଟିଲା ଗ୍ୟାସ୍ ବୋଝେଇ ଟ୍ୟାଙ୍କର । କୋରାପୁଟ ଜିଲ୍ଲା ଜୟପୁର ନିକଟ ଘାଟିରେ ଭାରସାମ୍ୟ ହରାଇ ଏଲପିଜି ଗ୍ୟାସ ବୋଝେଇ ଟ୍ୟାଙ୍କର ଭାରସାମ୍ୟ ହରାଇ ଓଲଟି ପଡିଛି । ଏହି ଘଟଣା ପରେ ଟ୍ୟାଙ୍କରରୁ ଗ୍ୟାସ୍ ନିର୍ଗତ ହେଉଥିବା ଜଣା ପଡିଛି । ଖବର ପାଇ ଘଟଣାସ୍ଥଳରେ ପହଞ୍ଚିଛି ପୋଲିସ…

ଗାଁଦାଣ୍ଡରେ ସଂଘବଦ୍ଧ ଆକ୍ରମଣ: ପୁଅ ମୃତ, ବାପା ଗୁରୁତର

ଜୟପୁର: ବାପା-ପୁଅଙ୍କୁ ସଂଘବଦ୍ଧ ଆକ୍ରମଣ । ଗାଁ ଦାଣ୍ଡରେ ମରଣାନ୍ତକ ଆକ୍ରମଣ । ଏଥିରେ ପୁଅର ମୃତ୍ୟୁ ହୋଇଥିବା ବେଳେ ବାପା ଗୁରୁତର ଅଛନ୍ତି । କୋରାପୁଟ ଜିଲ୍ଲା ବିସିଂହପୁର ଥାନା ଅନ୍ତର୍ଗତ ଘଟୁଆଳ ଗୁଡ଼ା ଗାଁରେ ଏହି ଘଟଣା ଘଟିଛି । ମୃତକ ହେଲେ ଫକୀର ବିଶୋଇ । ତାଙ୍କ ବାପା ଦୟାନିଧି…

ରେଳ ଲାଇନରୁ ଯୁବକଙ୍କ ମୃତଦେହ ଉଦ୍ଧାର

ଜୟପୁର: ରେଳ ଲାଇନରୁ ଯୁବକଙ୍କ ମୃତଦେହ ଉଦ୍ଧାକର  । କୋରାପୁଟ ଜିଲ୍ଲା ଜୟପୁର ଉମୁରି ରେଳ ଷ୍ଟେସନ ନିକଟ ରେଳ ଲାଇନରୁ ମୃତକଙ୍କ ମୃତଦେହ ଉଦ୍ଧାର ହୋଇଛି  । ମୃତକ ହେଲେ ଜୟପୁର ବ୍ଲକ ଆନ୍ତା ଗ୍ରାମର ଜଗନ୍ନାଥ ବାଘ  । ସେ ଜଣେ ଡ୍ରାଇଭର  । ଟ୍ରେନ୍ ଲାଇନକୁ ସେ କେମିତି ଆସିଲେ ଓ ତାଙ୍କର…

କେନାଲ ଭିତରେ ପଶିଗଲା କାର୍, ଜଣେ ମୃତ

ଜୟପୁର: ଭାରସାମ୍ୟ ହରାଇ କେନାଲରେ ପଶିଲା କାର୍। ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଦୁଇ ଜଣଙ୍କୁ ଉଦ୍ଧାର କରାଯାଇଛି। କୋରାପୁଟ ଜିଲ୍ଲା ଜୟପୁର ହାଇସ୍କୁଲ ନିକଟରେ ଦୁର୍ଘଟଣା ଘଟିଛି। ମୃତାହତମାନେ ପିକନିକ୍ ସାରି ଫେରୁଥିବା ବେଳେ କାର ଦୁର୍ଘଟଣାଗ୍ରସ୍ତ ହୋଇଥିଲା । ଭାରସାମ୍ୟ ହରାଇ କେନାଲ…