Latest Odisha News

BREAKING NEWS

Browsing Tag

JEE Main

NEET ଓ JEE ସ୍ଥଗିତ ରଖିବା ନେଇ ପ୍ରଧାନମନ୍ତ୍ରୀଙ୍କୁ ଅନୁରୋଧ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: NEET ଓ JEE ସ୍ଥଗିତ ରଖିବା ନେଇ ପ୍ରଧାନମନ୍ତ୍ରୀଙ୍କୁ ଅନୁରୋଧ କଲେ ମୁଖ୍ୟମନ୍ତ୍ରୀ । ଟେଲିଫୋନ୍ ଯୋଗେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସହ କଥା ହେଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । NEET ଓ JEE ସ୍ଥଗିତ ରଖିବା ପାଇଁ ପ୍ରଧାନମନ୍ତ୍ରୀଙ୍କୁ ଅନୁରୋଧ କରିଛନ୍ତି…

NEET ଓ JEE ସ୍ଥଗିତ ରଖିବା ପିଟିସନକୁ ଖାରଜ କଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ: ମେଡିକାଲ ଓ ଇଞ୍ଜିନିୟରିଂ ପାଠ୍ୟକ୍ରମରେ ନାମଲେଖା ପାଇଁ ପ୍ରବେଶିକା ପରୀକ୍ଷା ନିର୍ଦ୍ଧାରିତ ତାରିଖରେ ହେବ । ସେପ୍ଟେମ୍ବରରେ ଅନୁଷ୍ଠିତ ହେବ NEET ଓ JEE ମେନ୍ । ପ୍ରବେଶିକା ପରୀକ୍ଷା ଉପରେ ରୋକ ଲଗାଇବା ପାଇଁ ହୋଇଥିବା ଆବେଦନକୁ ଖାରଜ କରିଛନ୍ତି ସୁପ୍ରିମକୋର୍ଟ । ଜଷ୍ଟିସ…

NEET ଓ JEE କେବେ ଜାଣନ୍ତୁ, ଘୋଷଣା ହୋଇଛି ତାରିଖ

ମେଡିକାଲ ଓ ଇଞ୍ଜିନିୟରିଂ ପାଠ୍ୟକ୍ରମରେ ନାମ ଲେଖାଇବା ପାଇଁ ପ୍ରବେଶିକା ପରୀକ୍ଷା ପାଇଁ ତାରିଖ ଘୋଷଣା କରିଛନ୍ତି ସରକାର । ଜୁଲାଇରେ ସ୍ଥଗିତ ଥିବା ପରୀକ୍ଷା ଆସନ୍ତା ସେପ୍ଟେମ୍ବର ମାସରେ ହେବ । କେନ୍ଦ୍ର ମାନବ ସମ୍ବଳ ବିକାଶ ମନ୍ତ୍ରୀ ରମେଶ ପୋଖରିୟାଲ୍ ନିଶଙ୍କ ଏହି ସୂଚନା ଦେଇଛନ୍ତି ।…

ପ୍ରକାଶ ପାଇଲା ଜେଇଇ ମେନ୍ ରେଜଲ୍ଟ, ସୌରଭ ଓଡିଶାରେ ଟପ୍ପର

ଭୁବନେଶ୍ୱର: ସର୍ବଭାରତୀୟ ସ୍ତରରେ ଅନୁଷ୍ଠିତ ଯୁଗ୍ମ ପ୍ରବେଶିକା ପରୀକ୍ଷା (ଜେଇଇ) ମେନ୍‌-୧ ପରୀକ୍ଷାଫଳ ଶନିବାର ଦିନ ପ୍ରକାଶ ପାଇଛି । ଚଳିତ ବର୍ଷ ଏହି ପରୀକ୍ଷାରେ ଓଡିଶାରେ ସୌରଭ ସୌମ୍ୟକାନ୍ତ ଟପ୍ପର ହୋଇଛନ୍ତି । ସୌରଭ ୯୯.୯୯% ମାର୍କ ରଖି ଓଡିଶାରେ ଟପ୍ପର ହୋଇଥିବା ବେଳେ ୯୯.୯୮…

ଜେଇଇ ମେନ୍ ପରୀକ୍ଷା ଲାଗି ଓଡିଶାରୁ ୩୩ ହଜାର ପରୀକ୍ଷାର୍ଥୀ

ଭୁବନେଶ୍ୱର: ଜେଇଇ ମେନ୍ ପ୍ରଥମ ପର୍ଯ୍ୟାୟ ପରୀକ୍ଷା ସୋମବାର ଦିନ ଅନୁଷ୍ଠିତ ହେଉଥିବା ବେଳେ ଓଡିଶାର ପ୍ରାୟ ୩୩ ହଜାର ଛାତ୍ରଛାତ୍ରୀ ଏହି ପରୀକ୍ଷା ଦେବାକୁ ଯାଉଛନ୍ତି। ରାଜ୍ୟର ବାଲେଶ୍ୱର, ବ୍ରହ୍ମପୁର, ଭୁବନେଶ୍ୱର, କଟକ, ଢେଙ୍କାନାଳ, ରାଉରକେଲା ଓ ସମ୍ବଲପୁରରେ ପରୀକ୍ଷା କେନ୍ଦ୍ର…

୨୦୨୧ରୁ ଜେଇଇ ମେନ୍ ପରୀକ୍ଷାରେ ସ୍ଥାନ ପାଇବ ଓଡିଆ ଭାଷା !

ଭୁବନେଶ୍ୱର: ଜେଇଇ ମେନ୍ ପରୀକ୍ଷାରେ ଓଡିଆ ଭାଷା ସାମିଲ କରିବା ଲାଗି କେନ୍ଦ୍ର ପକ୍ଷରୁ ନ୍ୟାସନାଲ୍ ଟେଷ୍ଟିଂ ଏଜେନ୍ସି (ଏନଟିଏ)କୁ ନିର୍ଦ୍ଦେଶ ଦିଆଯାଇଛି । ଯାହା ୨୦୨୧ ମସିହାରୁ ସର୍ବଭାରତୀୟ ପ୍ରବେଶିକା ପରୀକ୍ଷା ‘ଜେଇଇ ମେନ୍’ରେ ଲାଗୁ କରାଯିବ । ଏହି ନିର୍ଣ୍ଣୟ ଫଳରେ ଓଡିଶାର ପ୍ରାୟ…