ପାର୍ବଣରେ ବୁଲିଯାଆନ୍ତୁ ଝଙ୍କଡ ବାସିନୀ ମାଆ ସାରଳାଙ୍କ ପୀଠ
ଭୁବନେଶ୍ୱର: ଆରମ୍ଭ ହୋଇଯାଇଛି ପାର୍ବଣର ମାହୋଲ । ଜଗତଜନନୀ ମାଆ ଦୁର୍ଗାଙ୍କ ଦଶହରା ପୂଜା ପରେ ଆଗକୁ ଆସୁଛି ମା କାଳୀଙ୍କ ପୂଜା । ପାର୍ବଣର ଏହି ମାହୋଲରେ ବୁଲି ଯାଆନ୍ତୁ ଜଗତସିଂହପୁର ଝଙ୍କଡ଼ ସ୍ଥିତ ମା' ସାରଲଙ୍କ ପୀଠ ।
ହିନ୍ଦୁମାନଙ୍କ ବହୁ ପ୍ରସିଦ୍ଧ ମନ୍ଦିର ମାନଙ୍କ ମଧ୍ୟରୁ…