Latest Odisha News

BREAKING NEWS

Browsing Tag

Jharafula Death Case

ଝରାଫୁଲ ମୃତ୍ୟୁ ମାମଲା: ଫେରାର୍ ଅଭିଯୁକ୍ତ ଶକ୍ତି ଶେଖର ଗିରଫ

ଭୁବନେଶ୍ୱର: ରମାଦେବୀ ଛାତ୍ର ଝରାଫୁଲ ମୃତ୍ୟୁ ମାମଲାରେ ଫେରାର୍ ଅଭିଯୁକ୍ତ ଗିରଫ । ଅନ୍ୟ ଜଣେ ସହଯୋଗୀ ଶକ୍ତି ଶେଖର ସ୍ୱାଇଁକୁ ଗିରଫ କରିଛି ଯାଜପୁର ପୋଲିସ । ତାକୁ ଭୁବନେଶ୍ୱରରୁ ଗିରଫ କରାଯାଇଛି । ଏହି ଘଟଣାରେ ବର୍ତ୍ତମାନ ସୁଦ୍ଧା ତିନି ଜଣ ଗିରଫ ହୋଇଛନ୍ତି । ପୂର୍ବରୁ ଝରାଫୁଲଙ୍କ…

ଝରାଫୁଲ ମୃତ୍ୟୁ ଘଟଣାକୁ ପୁରିଲା ୧ ମାସ; ଏବେବି ସତ ଉପରୁ ଉଠିନି ପରଦା

ଭୁବନେଶ୍ୱର: ବହୁ ଚର୍ଚ୍ଚିତ ରମାଦେବୀ ମହିଳା ବିଶ୍ୱବିଦ୍ୟାଳୟ ଛାତ୍ରୀ ଝରାଫୁଲ ନାୟକଙ୍କ ମୃତ୍ୟୁକୁ ଏହା ମଧ୍ୟରେ ୧ ମାସ ବିତିଛି। ଇତିମଧ୍ୟରେ ତାଙ୍କ ପ୍ରେମିକ ରାକେଶ ସ୍ବାଇଁ ଗିରଫ ହୋଇଥିଲେ ମଧ୍ୟ ଏହି ରହସ୍ୟଜନକ ମୃତ୍ୟୁ ଉପରୁ ପର୍ଦ୍ଦା ହଟାଇ ନାହିଁ ପୋଲିସ। ଘଟଣାସ୍ଥଳ ପାଖରେ ଥିବା…

ଝରାଫୁଲ ମୃତ୍ୟୁ ଘଟଣା: ଭୁବନେଶ୍ୱର ଗେଷ୍ଟ ହାଉସରେ ସିନ ରିକ୍ରେସନ କଲା ପୋଲିସ

ଭୁବନେଶ୍ୱର : ରମାଦେବୀ ଛାତ୍ରୀ ଝରାଫୁଲ ନାୟକ ମୃତ୍ୟୁ ଘଟଣାରେ ଅଭିଯୁକ୍ତ ରାକେଶ ସ୍ୱାଇଁଙ୍କୁ ଆଜି ପୋଲିସ ଭୁବନେଶ୍ୱର ଆଣିଛି । ଦୁହେଁ ରହିଥିବା ଖଣ୍ଡଗିରିିର ଶିବସାଇ ଗେଷ୍ଟ ହାଉସରେ ସିନ ରିକ୍ରେସନ କରାଯାଇଛି । ୨୦୧ ନମ୍ବର ରୁମରେ ସେଦିନ ରାତିରେ କଣ ଘଟିଥିଲା । ଆଉ ଏହା ପରେ ରାକେଶ ଓ…

ଝରାଫୁଲ ମୃତ୍ୟୁ ମାମଲାରେ ତିନି ଦିନିଆ ରିମାଣ୍ଡରେ ଗଲା ଅଭିଯୁକ୍ତ ରାକେଶ ସ୍ୱାଇଁ

ଭୁବନେଶ୍ୱର: ବହୁଚର୍ଚ୍ଚିତ ରମାଦେବୀ ଛାତ୍ରୀ ଝରାଫୁଲ ମୃତ୍ୟୁ ମାମଲାରେ ଅଭିଯୁକ୍ତ ରାକେଶ ସ୍ୱାଇଁକୁ ତିନି ଦିନିଆ ରିମାଣ୍ଡରେ ନେବ କୁଆଖିଆ ପୋଲିସ । ଏ ନେଇ ଆଜି କୋର୍ଟ ଅନୁମତି ପ୍ରଦାନ କରିଛନ୍ତି । ତେବେ ୫ଦିନିଆ ରିମାଣ୍ଡରେ ନେବାକୁ ପୋଲିସ ପକ୍ଷରୁ ରିମାଣ୍ଡ ଆବେଦନ କରାଯାଇଥିଲା ।…