Latest Odisha News

BREAKING NEWS

Browsing Tag

Jharaphula Death Case

ଝରାଫୁଲ ମୃତ୍ୟୁ ମାମଲାରେ ଆଉ ଜଣଙ୍କୁ ଗିରଫ କଲା ପୋଲିସ

ଭୁବନେଶ୍ବର : ବହୁଚର୍ଚ୍ଚିତ ରମାଦେବୀ ଛାତ୍ରୀ ଝରାଫୁଲ ମୃତ୍ୟୁ ମାମଲାରେ ଆଉ ଜଣେ ଅଭିଯୁକ୍ତ ଗିରଫ । ଗିରଫ ଅଭିଯୁକ୍ତ ଭୁବନେଶ୍ୱର ଏୟାରଫିଲ୍ଡ ଥାନା ସୁନ୍ଦରପଦାର ଅମରେଶ ରାଉତ ବୋଲି ଜଣାପଡିଛି । ଗିରଫ ପରେ ଅଭିଯୁକ୍ତ ଅମରେଶକୁ କୋର୍ଟ ଚାଲାଣ କରିଛି ପୋଲିସ । ଗତ ଜାନୁଆରୀ ୨୬ରେ ବସ୍…

ଝରାଫୁଲ ମୃତ୍ୟୁ ମାମଲା, ଜେଲ୍ ଗଲା ରାକେଶ

ଭୁବନେଶ୍ୱର : ରମାଦେବୀ ଛାତ୍ରୀ ଝରାଫୁଲ ମୃତ୍ୟୁ ଘଟଣାରେ ଖୋଲିବ ରହସ୍ୟ । ୩ ଦିନିଆ ରିମାଣ୍ଡ ସରିବା ପରେ ଅଭିଯୁକ୍ତ ରାକେଶକୁ ଜେଲକୁ ପଠାଇ ଦିଆଯାଇଛି । ରିମାଣ୍ଡ ସରିବା ପରେ ରାକେଶକୁ କୋର୍ଟରେ ହାଜର କରିଥିଲା ପୋଲିସ । ରିମାଣ୍ଡ ଅବଧି ସମୟରେ ରାକେଶ ଠାରୁ ଅନେକ ଗୁରୁତ୍ବପୂର୍ଣ୍ଣ ତଥ୍ୟ…

ରମାଦେବୀ ଛାତ୍ରୀ ମୃତ୍ୟୁ ମାମଲା: ଜବତ ହେଲା ସ୍କୁଟି, ମିଳିନି ଝରାଫୁଲଙ୍କ ମୋବାଇଲ୍ ଫୋନ୍

ଭୁବନେଶ୍ୱର: ରମାଦେବୀ ଛାତ୍ରୀ ଝରାଫୁଲ ମୃତ୍ୟୁ ରହସ୍ୟ ଉପରୁ ଏଯାଏ ହଟିନି ପରଦା । ଗିରଫ ବୟଫ୍ରେଣ୍ଡ ରାକେଶ ସ୍ୱାଇଁଙ୍କୁ ରିମାଣ୍ଡରେ ନେଇ ତଥ୍ୟ ହାସଲ କରୁଛି ଯାଜପୁର ପୋଲିସ । ଏହାରି ଭିତରେ ଆଜି ମିଳିଛି ସ୍କୁଟି । ସେହି ସ୍କୁଟିରେ ଝରାଫୁଲଙ୍କ ମୃତଦେହ ନେଇ ଯାଜପୁରରେ ଫିଙ୍ଗିଥିଲା ରାକେଶ ଓ…

ଖୋଲିବ ଝରାଫୁଲଙ୍କ ମୃତ୍ୟୁ ରହସ୍ୟ: ରିମାଣ୍ଡରେ ଗିରଫ ବୟଫ୍ରେଣ୍ଡକୁ ମାରାଥନ୍ ଜେରା

ଯାଜପୁର: ଖୋଲିବ ରମାଦେବୀ ଛାତ୍ରୀ ଝରାଫୁଲ ମୃତ୍ୟୁ ରହସ୍ୟ ଉପରୁ ପରଦା । ଗିରଫ ବୟଫ୍ରେଣ୍ଡ କହିବ କେମିତି ଓ କେଉଁ ପରିସ୍ଥିତିରେ ଝଡ଼ିଗଲେ ଝରାଫୁଲ ? ଗିରଫ ରାକେଶ ସ୍ୱାଇଁକୁ ତିନି ଦିନିଆ ରିମାଣ୍ଡରେ ନେଇ ଜରା କରୁଛି ଯାଜପୁର ପୋଲିସ । କୁଆଖିଆ ଥାନାରେ ପଚରାଉଚରା କରୁଛନ୍ତି ଯାଜପୁର ରୋଡ୍…

ଝରାଫୁଲ ଡେଥ୍ ମିଷ୍ଟ୍ରି: ହତ୍ୟା ନା ଅସୁସ୍ଥତାରୁ ମୃତ୍ୟୁ ? ପୋଷ୍ଟମର୍ଟମ ରିପୋର୍ଟ ଖୋଲିବ ରହସ୍ୟ

ଯାଜପୁର: ରମାଦେବୀ ଛାତ୍ରୀ ଝରାଫୁଲ ମୃତ୍ୟୁ ଘଟଣାକୁ ଚାରି ଦିନ ହେଲାଣି । ଏହି ଘଟଣାରେ ଝରାଫୁଲଙ୍କ ବୟଫ୍ରେଣ୍ଡ ରାକେଶ ସ୍ୱାଇଁକୁ ପୋଲିସ ଗିରଫ କରିଛି । ଏବେ ପୋଷ୍ଟମର୍ଟର ରିପୋର୍ଟ ଖୋଲିବ ଡେଥ୍ ସସପେନ୍ସ ଉପରୁ ପରଦା । ଝରାଫୁଲଙ୍କ ସହ ଯାହା ଘଟିଲା ତାହା ଅଚାନକ ଥିଲା ନା ସବୁ କିଛି…