ଝାଡଖଣ୍ଡ ନିର୍ବାଚନ: ଆଜି ପ୍ରକାଶ ପାଇବ ଫଳାଫଳ, ଭୋଟଗଣତି ଜାରି
ଋାଞ୍ଚି: ଝାଡଖଣ୍ଡ ବିଧାନସଭା ନିର୍ବାଚନର ଫଳାଫଳ ସୋମବାର ଦିନ ପ୍ରକାଶ ପାଇବାକୁ ଥିବା ବେଳେ ସକାଳ ୮ଟାରୁ ଭୋଟ୍ ଗଣତି ଆରମ୍ଭ ହୋଇଛି । ଆଜିର ଏହି ଫଳାଫଳ ନିର୍ଣ୍ଣୟ କରିବ କାହାହାତରେ ରହିବ ଝାଡଖଣ୍ଡ କ୍ଷମତା ।
ଭୋଟ୍ ଗଣତି ହେଉଥିବା ୮୧ଟି ଆସନ ମଧ୍ୟରୁ ଚଳିତଥର ମୋଟ୍ ୧୨୧୫ ଜଣ ପ୍ରାର୍ଥୀ…