ଝାଡଖଣ୍ଡରେ ଆଇଇଡି ବିସ୍ଫୋରଣ, ୧୧ ଯବାନ ଗୁରୁତର
ଝାଡଖଣ୍ଡ : ଝାଡଖଣ୍ଡର ଷଢେଇକଳା ନିକଟରେ ମଙ୍ଗଳବାର ଦିନ ଘଟିଥିବା ଆଇଇଡି ବିସ୍ଫୋରଣରେ ୧୧ ଜଣ ଯବାନ ଗୁରୁତର ଆହତ ହୋଇଛନ୍ତି ।
ଆହତ ଯବାନଙ୍କ ମଧ୍ୟରେ କୋବ୍ରା ବାଟାଲିୟନର ୮ ଜଣ ଯବାନ ଓ ଅନ୍ୟମାନେ ପୋଲିସ କର୍ମଚାରୀ ରହିଥିବା ସୁତ୍ରରୁ ପ୍ରକାଶ ।
ଏନେଇ ଏକ ଜାତୀୟ ଗଣମାଧ୍ୟମ ରିପୋର୍ଟରୁ…