ବ୍ରଜରାଜନଗର ଉପନିର୍ବାଚନ: ପୂର୍ବାହ୍ନ ୧୧ଟା ସୁଦ୍ଧା ୩୩% ମତଦାନ
ଭୁବନେଶ୍ବର: ବ୍ରଜରାଜନଗର ବିଧାନସଭା ଉପନିର୍ବାଚନରେ ପୂର୍ବାହ୍ନ ୧୧ଟା ସୁଦ୍ଧା ୩୩% ଭୋଟ୍ ଦାନ କରାଯାଇଥିବା କଥା ମୁଖ୍ୟ ନିର୍ବାଚନ ଅଧିକାରୀ ସୁଶୀଲ ଲୋହାନୀ ସୂଚନା ଦେଇଛନ୍ତି । ପୂର୍ବରୁ ୯ଟା ସୁଦ୍ଧା ୧୧ ପ୍ରତିଶତ ମତଦାନ ହୋଇଥିଲା ।
ଉପନିର୍ବାଚନ ଲାଗି ଜାରି ରହିଛି ମତଦାନ । ଆଜି ୧୧…