ଝାରସୁଗୁଡ଼ାରେ ଜଣେ ସଂକ୍ରମିତ ବାଣ୍ଟିଲେ ୧୭ଜଣଙ୍କୁ କରୋନା
ଝାରସୁଗୁଡ଼ା: ଜନ୍ମଦିନ ଓ ବିବାହ ବାର୍ଷିକୀ ପାର୍ଟିରେ ସାମିଲ ଝାରସୁଗୁଡ଼ା ଜିଲ୍ଲାର ଜଣେ ଭୂତାଣୁ ସଂକ୍ରମିତ ୧୭ ଜଣଙ୍କୁ ବାଣ୍ଟିଛନ୍ତି କରୋନା । ଗତକାଲି ଜିଲ୍ଲାରୁ ୨୫ ପଜିଟଭ କେସ ବାହାରିଥିଲା । ଏମାନଙ୍କ ଭିତରୁ ୧୭ ଜଣ ଥିଲେ କେବଳ ତିନିଟି ପରିବାରର ସଦସ୍ୟ । ଝାରସୁଗୁଡ଼ା ଜିଲ୍ଲାପାଳ…