Latest Odisha News

BREAKING NEWS

Browsing Tag

jharsuguda

ସ୍ୱାସ୍ଥ୍ୟମନ୍ତ୍ରୀ ନବ ଦାସ ହତ୍ୟା ମାମଲା, ଡିଜିପି କହିଲେ ‘ଟିକେ ସମୟ ଲାଗିବ’

ଭୁବନେଶ୍ୱର: ସ୍ୱାସ୍ଥ୍ୟମନ୍ତ୍ରୀ ନବ ଦାସ ହତ୍ୟା ମାମଲାର ୬ ଦିନ ପରେ ପ୍ରତିକ୍ରିୟା ରଖିଛନ୍ତି ପୋଲିସ ଡିଜି । ଡିଜିପି ସୁନୀଲ ବଂଶଲ କହିଛନ୍ତି, ଘଟଣା ପରେ ତତକ୍ଷଣାତ୍ କ୍ରାଇମବ୍ରାଞ୍ଚ ତଦନ୍ତ ନିର୍ଦ୍ଦେଶ ଦିଆଯାଇଥିଲା । କ୍ରାଇମବ୍ରାଞ୍ଚ ଏଡିଜି ଅରୁଣ ବୋଥ୍ରା ସେଠି କ୍ୟାମ୍ପ କରି ତଦନ୍ତ…

ଖଣ୍ଡ ଖଣ୍ଡ କାଗଜ ଖୋଲିବ ଗୋପାଳ ଗୁଳିର ଗୁମର ?

ଝାରସୁଗୁଡ଼ା: ସ୍ୱାସ୍ଥ୍ୟ ମନ୍ତ୍ରୀ ନବ ଦାସଙ୍କୁ କାହିଁକି ଗୁଳି କଲା ଗୋପାଳ ? ଗୁଳି ପଛର କାରଣ ବ୍ୟକ୍ତିଗତ ଶତ୍ରୁତା ନା ଆଉ କିଛି ? ନବଙ୍କୁ ମାରିବା ଲାଗି ଗୋପାଳଙ୍କୁ କିଏ ଦେଇଥିଲା କି ସୁପାରି ? ନା ପ୍ରକୃତରେ ଗୋପାଳ ମାନସିକ ଭାରସାମ୍ୟ ହରାଇ ଏଭଳି କାଣ୍ଡ ଭିଆଇଛନ୍ତି । ଯଦି ହଁ ସେ…

ହୁତୁହୁତୁ ହୋଇ ଜଳିଗଲା ଘର, ଗୋଟିଏ ପରିବାରର ୩ ଆହତ

ଝାରସୁଗୁଡ଼ା : ବ୍ରଜରାଜନଗର ଥାନା ଅନ୍ତର୍ଗତ ଇଟାଭଟା ପଡ଼ାରେ ଭୟାବହ ଅଗ୍ନିକାଣ୍ଡ । ଜଳିଗଲେ ଗୋଟିଏ ପରିବାରର ତିନି ଜଣ  । ସୂଚନା ଅନୁଯାୟୀ,  ଇଟାଭଟା ପଡ଼ାର ଜଣକ ଘରେ ବିଳମ୍ବିତ ରାତିରେ ଅଗ୍ନିକାଣ୍ଡ । ବିଳମ୍ବିତ ରାତିରେ ଶୋଇଥିବା ବେଳେ ଘରେ ହଠାତ ନିଆଁ ଲାଗିଯାଇଥିଲା  । ନିଆଁର…

ନବଙ୍କ ଚାପୁଡ଼ାର ଜବାବ ଗୁଳିରେ ଦେଲେ କି ଗୋପାଳ ?

ବ୍ରହ୍ମପୁର: ଗୋପାଳ କାହିଁକି ସ୍ୱାସ୍ଥ୍ୟମନ୍ତ୍ରୀ ନବ ଦାସଙ୍କୁ ଗୁଳି କଲେ ? ପ୍ରକୃତରେ ମାନସିକ ଭାରସାମ୍ୟ ହରାଇ ଗୋପଳା ଏଭଳି କରିଛନ୍ତି କି ? ନା ଏହା ପଛରେ ରହିଛି କିଛି ଭିନ୍ନ କାରଣ ? କିଛି ବଡ଼ ଷଡ଼ଯନ୍ତ୍ରର ଅଂଶ ନୁହଁନ୍ତି ତ ଗୋପାଳ ? ଏନେଇ ନାନା ଚର୍ଚ୍ଚା ହେଉଥିବା ବେଳେ ଗୁମର…

ବାଇକ୍-ଟ୍ରକ୍ ମୁହାଁମୁହିଁ ଧକ୍କା, ୩ ଯୁବକଙ୍କ ମୃତ୍ୟୁ

ଝାରସୁଗୁଡ଼ା: ମର୍ମନ୍ତୁଦ ଦୁର୍ଘଟଣାରେ ଚାଲିଗଲା ୩ ଜଣଙ୍କ ଜୀବନ । ଝାରସୁଗୁଡ଼ା ଜିଲ୍ଲା କୋଲାବିରା ଥାନା ଅନ୍ତର୍ଗତ ଜାତୀୟ ରାଜପଥ ୪୯ ର ସନ୍ୟାସିପାଲି ଛକରେ ଟ୍ରକ୍ ଓ ମୋଟର ସାଇକେଲ ମୁହାଁମୁହିଁ ଧକ୍କା ହୋଇଛନ୍ତି । ଘଟଣାସ୍ଥଳରେ ୨ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ଜଣଙ୍କ ମୃତ୍ୟୁ…

ନବଙ୍କ ଦେହରେ ବାଜିଥିଲା କେତୋଟି ଗୁଳି ? ଆସିଲା ଶବ ବ୍ୟବଚ୍ଛେଦ ରିପୋର୍ଟ

ଭୁବନେଶ୍ୱର: ସ୍ୱାସ୍ଥ୍ୟମନ୍ତ୍ରୀ ନବ ଦାସଙ୍କ ଶବ ବ୍ୟବଚ୍ଛେଦ ରିପୋର୍ଟ ଆସିଛି । କ୍ୟାପିଟାଲ୍ ହସ୍ପିଟାଲ୍ ନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟରେ ପୋଷ୍ଟ ମର୍ଟମ ରିପୋର୍ଟ ଦାଖଲ କରିଛନ୍ତି ଡାକ୍ତର । ଯେଉଁ ରିପୋର୍ଟରେ ଅନେକ ଅସମାହିତ ପ୍ରଶ୍ନର ଉତ୍ତର ରହିଛି । ନବ ଦାସଙ୍କୁ କେଉଁ ସମୟରେ ଗୁଳି…

ନବ ଦାସଙ୍କୁ ଗୁଳି କରିଥିବା ମାନିଲା ଗୋପାଳ ଦାସ: କ୍ରାଇମବ୍ରାଞ୍ଚ

ଭୁବନେଶ୍ୱର: ଗୋପାଳ ମାନିଲା ଗୁଳି କରିଛି । ସ୍ୱାସ୍ଥ୍ୟମନ୍ତ୍ରୀ ନବ ଦାସଙ୍କୁ ଗୁଳି କରିଥିବା କଥା ଅଭିଯୁକ୍ତ ଏଏସ୍ଆଇ ଗୋପାଳ ଦାସ ମାନିଛି । ଏକଥା ଗଣମାଧ୍ୟମକୁ କହିଛନ୍ତି କ୍ରାଇମବ୍ରାଞ୍ଚ ଏଡିଜି ଅରୁଣ ବୋଥ୍ରା । ସୋମବାର ଅପରାହଣରେ କ୍ରାଇମବ୍ରାଞ୍ଚ ଅଭିଯୁକ୍ତ ଗୋପାଳ ଦାସଙ୍କୁ ଗିରଫ…

ସ୍ୱାସ୍ଥ୍ୟମନ୍ତ୍ରୀ ନବ ଦାସଙ୍କୁ ଗାର୍ଡ ଅଫ୍ ଅନର, ଜନ୍ମ ମାଟିରେ ହେବ ଶେଷକୃତ୍ୟ

ଭୁବନେଶ୍ୱର: ଶେଷ ଯାତ୍ରାରେ ସ୍ୱାସ୍ଥ୍ୟମନ୍ତ୍ରୀ ନବ ଦାସ । ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ହେବ ଅନ୍ତିମ ସଂସ୍କାର । ଭୁବନେଶ୍ୱର ସ୍ଥିତ ସରକାରୀ ବାସଭବନରେ ଗାର୍ଡ ଅଫ୍ ଅନର ଦିଆଯାଇଛି । ଏନେଇ ଭୁବନେଶ୍ବର ବିମାନ ବନ୍ଦରେ ପହଞ୍ଚିଛି ନବ ଦାସଙ୍କ ପାର୍ଥିବ ଶରୀର । ସେଠାରୁ ନିଜ କର୍ମମାଟି…

ଅସ୍ତ୍ରୋପଚାର ସତ୍ତ୍ୱେ ଆଖି ବୁଜିଲେ ସ୍ୱାସ୍ଥ୍ୟମନ୍ତ୍ରୀ ନବ ଦାସ

ଭୁବନେଶ୍ୱର: ଆଖି ବୁଜିଲେ ସ୍ୱାସ୍ଥ୍ୟମନ୍ତ୍ରୀ ନବ ଦାସ । ଆପୋଲ ହସ୍ପିଟାଲରେ ତୁରନ୍ତ ଅସ୍ତ୍ରୋପଚାର ସତ୍ତ୍ୱେ ସ୍ୱାସ୍ଥ୍ୟମନ୍ତ୍ରୀ ନବ ଦାସଙ୍କ ଦେହାନ୍ତ ହୋଇଛି । ନବ ଦାସଙ୍କ ପରଲୋକ ନେଇ ଆପୋଲ ହସ୍ପିଟାଲ୍ ପକ୍ଷରୁ ସୂଚନା ଦିଆଯାଇଛି । ରବିବାର ଦିନ ପ୍ରାୟ ୧୨ଟା ବେଳେ ବ୍ରଜରାଜନଗରରେ…

ସ୍ୱାସ୍ଥ୍ୟମନ୍ତ୍ରୀ ନବ ଦାସଙ୍କୁ କାହିଁକି ଗୁଳିମାଡ଼ କଲେ ASI ?

ଝାରସୁଗୁଡ଼ା: ସ୍ୱାସ୍ଥ୍ୟମନ୍ତ୍ରୀ ନବ ଦାସଙ୍କ ଉପରେ ଗୁଳିମାଡ଼ ରାଜ୍ୟରେ ଆଇନ୍ ଶୃଙ୍ଖଳା ଉପରେ ପ୍ରଶ୍ନ ଉଠାଇଛି । ବ୍ରଜରାଜନଗରରେ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ଉପରେ ASI ଗୋପାଳ ଦାସ ଗୁଳିମାଡ଼ କରିଥିବା ଜଣାପଡ଼ିଛି । ଗୁରୁତର ଅବସ୍ଥାରେ ଝାରସୁଗୁଡ଼ା ଜିଲ୍ଲା ଚିକିତ୍ସାଳୟରୁ ନବ ଦାସଙ୍କୁ…