ଝାନ୍ସି ହସ୍ପିଟାଲରେ ଅଗ୍ନିକାଣ୍ଡ ଘଟଣା, ମୃତ୍ୟୁ ସଂଖ୍ୟା ୧୧କୁ ବୃଦ୍ଧି
ଝାନ୍ସି: ଉତ୍ତରପ୍ରଦେଶର ଝାନ୍ସି ସ୍ଥିତ ଲକ୍ଷ୍ମୀବାଇ ମେଡିକାଲ କଲେଜର ଏନଆଇସିୟୁରେ ଅଗ୍ନିକାଣ୍ଡ ଯୋଗୁଁ ନବଜାତକଙ୍କ ମୃତ୍ୟୁ ଘଟିଥିଲା। ଏବେ ଏହି ଦୁର୍ଘଟଣାରେ ଶିଶୁଙ୍କ ମୃତ୍ୟୁ ସଂଖ୍ୟା ବୃଦ୍ଧି ପାଇଛି।
ଚିକିତ୍ସାଧୀନ ଅବସ୍ଥାରେ ଆଉ ଜଣେ ନବଜାତ ଶିଶୁର ମୃତ୍ୟୁ ଘଟିଛି। ଝାନ୍ସୀ ଜିଲ୍ଲା…